ଅମ୍ବରନାଥରେ ଭୟଙ୍କର ଦୃଶ୍ୟ । କାର୍କୁ ପିଟିଲା କାର୍ । ତଥାପି ମନ ବୁଝିଲାନି ଯେ, ପଛକୁ ଫେରି ପୁଣି ଥରେ ଠେଲି ନେଲା । ଯାହାର ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି ।
ଆଲୋକ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ସ୍କାନରରେ ଥିଲେ। ତେବେ ଗିରଫ ଭୟରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ମହାରାଷ୍ଟ୍ରରେ ପୁଣି ଲଜ୍ଜା । ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ । ଛାତ୍ରୀଙ୍କୁ ଯୌନ ଶୋଷଣ କରୁଥିଲେ ଶିକ୍ଷକ ।
ପଡୋଶୀ ଝାଡଖଣ୍ଡରେ କମିଶନରେଟ୍ ପୋଲିସର ଦୁଇଟି ସ୍ୱତନ୍ତ୍ର ଟିମ୍ । ସାଙ୍ଗରେ ସିମ୍ ବକ୍ସ କ୍ରାଇମର ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳ ।
ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ କଲେ 10 ଜଣିଆ ଟାସ୍କଫୋର୍ସ ।
ରାଞ୍ଚିରେ ବି ବସିଥିଲା ସିମବକ୍ସ ସେଟ୍ଅପ୍ । ଭଡ଼ାଘରୁ ୫ଟି ସିମବକ୍ସ ଠାବ କଲା ଓଡ଼ିଶା ପୋଲିସ ।
କଟକ ଭୁବନେଶ୍ୱର ପରେ ଝାଡ଼ଖଣ୍ଡ ରାଞ୍ଚିରୁ ମିଳିଲା ସିମବକ୍ସ । ସିମ୍ ବକ୍ସର ଚେର ଖୋଜି ଖୋଜି ରାଞ୍ଚିରେ ପହଞ୍ଚିଛି କମିଶନରେଟ୍ ପୋଲିସ୍ ।
କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲାରେ ମମତା ସରକାର ଓ ପଶ୍ଚିମବଙ୍ଗ ପୋଲିସ ଉପରେ ପ୍ରବଳ ବର୍ଷିଛନ୍ତି ସୁପ୍ରିମକୋର୍ଟ । ଏଥି ସହିତ ଏହି ମାମଲାରେ ସିବିଆଇକୁ ଷ୍ଟାଟସ୍ ରିପୋର୍ଟ ତଲବ କରିଛନ୍ତି ।
ଗତକାଲି ଭାଇ ଭଉଣୀର ସମ୍ପର୍କରେ ଲାଗିଥିଲା ରକ୍ତର ଦାଗ । ରାକ୍ଷୀରେ ଭଉଣୀକୁ ମାରିଥିଲା ଭାଇ । ଛୁରୀରେ ବେକ କାଟିଲା, ପରେ ଫେରାର ହେବାକୁ ଚେଷ୍ଟା କରିଥିଲା । ତେବେ ବିଧିର ବିଧାନ ଥିଲା ବିଚିତ୍ର ।
କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି କରିବେ ୩ ଜଣିଆ ଖଣ୍ଡପୀଠ ।
୪ ଅଭିଯୁକ୍ତ କୁତ୍ରା ଅଞ୍ଚଳର ସୂଚନା, ଅଧିକ ଖୋଳତାଡ଼ ଜାରି । କେତେ ଝିଅଙ୍କୁ ଚାଲାଣ କରାଯାଇଛି ଜାଣିବାକୁ ପୋଲିସର ତନାଘନା ।
ଆଜିର ଆକ୍ରମଣ ପଛରେ ଦିନେଶଙ୍କ ସମର୍ଥକଙ୍କ ସଂପୃକ୍ତି ଥିବା ଆଶଙ୍କା କରି ପୁରୀ ଟାଉନ ଥାନା ପୋଲିସ ତଦନ୍ତ ଚଳାଇଛି।
ଲମ୍ବି ଚାଲିଛି ସିମ୍ ବକ୍ସ କ୍ରାଇମର ନେଟୱର୍କ... ଯୋଡ଼ି ହେବାରେ ଲାଗିଛି ଗୋଟିଏ ପରେ ଗୋଟିଏ ରାଜ୍ୟ ।
କୋଲକାତା ଅଭୟା କାଣ୍ଡ ପରେ, ସବୁଠି ଚର୍ଚ୍ଚା ହେଉଛି ଯେ, ଭାରତରେ ନିର୍ମମ ଶାସ୍ତି ମିଳିଲେ ଅଟକିବ କି ଦୁଷ୍କର୍ମ ?
କୋଲକାତାର ଆର୍.ଜି କର ମେଡିକାଲ୍ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନୀ ଡାକ୍ତରଙ୍କ ଯନ୍ତ୍ରଣାଦାୟକ ଯୌନ ଉତ୍ପୀଡ଼ନ କର୍ମକ୍ଷେତ୍ରରେ ମହିଳାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟିକରିଛି। ତେବେ କର୍ମକ୍ଷେତ୍ରରେ ମହିଳାଙ୍କ ସହ ଘଟୁଥିବା ଏହି ଘଟଣାକୁ ରୋକିବା ପାଇଁ ସୁପ୍ରିମକୋର୍ଟ 'ବିଶାଖା ଗାଇଡ୍ଲାଇନ୍' ଜାରି କରିଛନ୍ତି।
ଆଜି ତୃତୀୟ ଦିନରେ RG କର ମେଡିକାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିଛି ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିକେସନ୍ ।
ବାଂଲାଦେଶକୁ ଲମ୍ବିଛି ଭୁବନେଶ୍ୱରର ସିମ୍ ବକ୍ସ ଲିଙ୍କ୍ । ଅଭିଯୁକ୍ତ ରାଜୁ ମଣ୍ଡଳକୁ ପଚରାଉଚରା ପରେ ଏଭଳି କିଛି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି ।
ସେ ଦିନ ରାତିରେ ଅଭିଯୁକ୍ତ ପିଶାଚ ସହ ଖୁବ୍ ଲଢ଼ିଥିଲେ ବାହାଦୂର ଅଭୟା । ଫଳରେ ଶରୀରର ପ୍ରାୟ ସବୁ ଭାଗରେ ଆଘାତ ଲାଗିଥିଲା । ଏମିତି କୌଣସି ଅଂଶ ନଥିଲା ଯେଉଁଠି ଆଘାତ ଲାଗିନି, ଯେଉଁଠି କ୍ଷତ ପହଞ୍ଚିନି ।
ବିଲ ମଝିରୁ ମିଳିଲା ଦୁଇ ଯୁବକଙ୍କ ମୃତଦେହ । ପାଖରେ ପଡ଼ିଛି ପୁଣି ବାଇକ୍ । ତେବେ ଏବେ ପ୍ରଶ୍ନ ଉଠିଛି କେମିତି ହେଲା ମୃତ୍ୟୁ ?
ରାକ୍ଷସ... ଏ କେବଳ ରାକ୍ଷସ ନୁହେଁ... ନର ରାକ୍ଷସ । ୟାର ଇତିହାସ ଶୁଣିଲେ ନିଶ୍ଚୟ ଆପଣ ମୁଣ୍ଡରେ ହାତ ଦେବେ । ଆଉ ୟା’ର କଳା କାହାଣୀ ଜାଣିଲେ ଆପଣଙ୍କ ରକ୍ତ ଗରମ ହୋଇଯିବ ।
କୋଲକାତା ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ । ଏ କେବଳ ରାକ୍ଷସ ନୁହେଁ । ନର ରାକ୍ଷସ । ଇତିହାସ ଶୁଣିଲେ ନିଶ୍ଚୟ ଆପଣ ମୁଣ୍ଡରେ ହାତ ଦେବେ ।
ଦୁଷ୍କର୍ମୀଙ୍କୁ ମିଳିବା ଦରକାର କି ଫାଶି ଠୁ ବି ବଳି ବିଭତ୍ସ ଶାସ୍ତି ? ଦୁଷ୍କର୍ମ ରୋକିବାକୁ ପର୍ଯ୍ୟାପ୍ତ ନୁହେଁ କି ଭାରତୀୟ ଦଣ୍ଡବିଧାନ ?
ସିମ୍ ବକ୍ସ ଚେର, ଲମ୍ବିଛି ଭୁବନେଶ୍ବରରୁ କଟକ। କେଶୁରା ସିମବକ୍ସ ମାମଲାରେ ରିମାଣ୍ଡରେ ଥିବା ଏଜେଣ୍ଟ ରାଜୁ ମଣ୍ଡଳକୁ ନେଇ ଆଜି କଟକ ମଧୁପାଟଣାର ଏକ ଭଡ଼ାଘରୁ ୫ଟି ସିମବକ୍ସ ଜବତ କରିଛି କମିଶନରେଟ୍ ପୋଲିସ।
ସିମ୍ ବକ୍ସ ଗ୍ୟାଙ୍ଗ ଉପରୁ ହଟୁଛି ପରଦା । ପଦାକୁ ଆସୁଛି ରହସ୍ୟମୟ ଟେଲିଫୋନିକ୍ ନେଟୱର୍କ ଡିଭାଇସ୍ ବ୍ୟବହାରକାରୀଙ୍କ ଅସଲ ଚେହେରା। ଗୋଟିଏ ପରେ ଗୋଟିଏ ଜାଗାକୁ ଯାଇ ଖୁଲାସା କରୁଛି କମିଶନରେଟ୍ ପୋଲିସ।
ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି ।