ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ଭୁବନେଶ୍ୱରରେ ଘଟିଛି ଡବଲ ମର୍ଡର ।
ଟଙ୍କା ନଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିବା ଅଭିଯୋଗରେ ଗିରଫ । ବାର୍ ଗାର୍ଲଙ୍କୁ ଉଦ୍ଧାର ସହ ମାଲିକଙ୍କୁ ଗିରଫ କଲା ଧଉଳି ପୋଲିସ ।
ଅଭିଯୁକ୍ତ ପଛରେ ଗୋଡ଼ାଇ ଗୋଡ଼ାଇ ପୋଲିସ ନିରାଶ ।
ରାଉରକେଲାରୁ ରାଜ୍ୟ ବାହାରକୁ ଯିବା ବାଟରେ ଟ୍ରକ ଗାଏବ ।
କେତେବେଳେ ସିବିଆଇ ଅଫିସର ତ ଆଉ କେତେବେଳେ କେନ୍ଦ୍ର ସରକାରଙ୍କ ଗୁଇନ୍ଦା ଅଧିକାରୀ । କାହା ପାଇଁ ପାଇଲଟ ତ ଆଉ କାହାପାଇଁ ଷ୍ଟାର ହୋଟେଲ ମ୍ୟାନେଜର। ମହିଳାଙ୍କୁ ଫସାଇବାକୁ ଏମିତି ରଙ୍ଗ ବଦଳାଉଥିଲା ରଙ୍ଗିଲା ସତ୍ୟ ସାମଲ।
ଜୀବନ୍ତ ଜଳିଗଲା ୨୪ ଜୀବନ । ଆୱାମୀ ଲିଗ୍ ପାର୍ଟିର ଜଣେ ନେତାଙ୍କ ମାଲିକାନାରେ ଥିବା ଏହ ହୋଟେଲରେ ଦୁର୍ବୃତ୍ତ ଲଗାଇଲେ ନିଆଁ ।
ମୃତ ଛାତ୍ର ଯାଜପୁର ରସୁଲପୁର ବ୍ଲକ ଓଡ଼ିଶୋ ଗାଁର ଆଶିଷ କୁମାର ପଣ୍ଡା । ଆଶିଷ ଜାରକା ସ୍ଥିତ ଏକ ଘରୋଇ କଲେଜରେ ଯୁକ୍ତ ୨ରେ ପାଠ ପଢୁଥିଲେ ।
ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।
ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଉଦ୍ଧାର କରି ମେଡ଼ିକାଲ୍ରେ ଭର୍ତ୍ତି କରିଥିଲା।
ନବଘନ ପାଟ୍ଟଶାଣି ଓରଫ ବାଙ୍କା ହତ୍ୟାକାଣ୍ଡ ଉପରୁ ହଟିଲା ପର୍ଦ୍ଦା । ଟଙ୍କା ନେଣଦେଣକୁ ନେଇ ନବଘନଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା।
ଭିଜିଲାନ୍ସ ରେଡରୁ ଫିଟୁଛି ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ପେଡି। OBCC ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ।
୪୨ଟି ପ୍ଲଟ୍, ଭୁବନେଶ୍ୱରରେ ବିଳାସପୂର୍ଣ୍ଣ ବଙ୍ଗଳା ଓ ୨ଟି ଫ୍ଲାଟ୍ । । ଭଦ୍ରକରେ ୩ ମହଲା କୋଠା, କେଜିଏରୁ ଅଧିକ ସୁନା, ଅଧକିଲୋ ରୂପା
ଗୁରୁତର ଅବସ୍ଥାରେ ବୋହୂ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଅଭିଯୁକ୍ତ ଶ୍ବଶୁରଙ୍କୁ ପୋଲିସ୍ ଅଟକ ରଖି ପଚରାଉଚରା କରୁଛି।
ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ଅଧିକାରୀ। କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ।
ଗୋଟିଏ ପରିବାରର ୩ ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ ଘଟଣା। ଗତକାଲି ରାତିରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଖି ବୁଜିଦେଛନ୍ତି ମା’।
୫୪ ରାଣୀଙ୍କୁ ଜଣେ ରାଜା । ଆପଣ ଭାବୁଥିବେ ଏହା କୌଣସି ଏକ କାଳ୍ପନିକ କାହାଣୀ । କିନ୍ତୁ ଏହା ନା କାଳ୍ପନିକ ନା ପୌରାଣିକ । ଆମେ ଏବେ ଆପଣଙ୍କ ସାମ୍ନାକୁ ଏମିତି ଜଣେ ଠକ ରସିକକୁ ଆଣିବାକୁ ଯାଉଛୁ, ଯିଏ ୫ ମହିଳାଙ୍କୁ ନିଜ ପ୍ରେମ ଜାଲରେ ଫସେଇ ବିବାହ କରିଥିଲା ବେଳେ ଆହୁରି ୪୯ ଜଣଙ୍କ ଟଚରେ ଥାଇ ପୋଲିସ ହାବୁଡ଼ରେ ପଡ଼ିଛି । କିଏ ସେ ଠକ ରସିକ, ବିବାହ ନାରେ କିଭଳି ଥିଲା ତା ପ୍ରେମ ଚକ୍ରବ୍ୟୂହ, ଦେଖନ୍ତୁ...
ସତ୍ୟଜିତ ସାମଲ କୌଣସି ମାମୁଲି ଯୁବକ ନୁହଁ। ୫୪ ମହିଳାଙ୍କ ହୃଦୟର ରାଜା। ତା’ମଧ୍ୟରୁ ୫ଜଣଙ୍କୁ କରିଛି ବିବାହ। ଲାଇନରେ ଥିଲେ ଆଉ ୪୯ ।
କୋର୍ଟରେ ଜ୍ୱାଇଁକୁ ଗୁଳି କରି ହତ୍ୟା । ପଞ୍ଜାବ ଚଣ୍ଡିଗଡ଼ ଜିଲ୍ଲା କୋର୍ଟରେ ଗୁଳିକାଣ୍ଡ ଘଟିଛି । ଯାହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲିଟିଛି ।
ଗୁରୁବାର ବିଳମ୍ବିତ ରାତିରେ ବନ୍ଦ ଘରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ସୌମ୍ୟଙ୍କ ବାପା ଉମାଚରଣ ପଣ୍ଡା ଓ ସରୋଜିନୀ ପଣ୍ଡାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ସଂକଟାପନ୍ନ ରହିଛି ।
ବିଧବା ମହିଳା ଓ ଡିଭୋର୍ସି ମହିଳାଙ୍କୁ ଟାର୍ଗେଟ କରୁଥିଲା ଠକ I ମାଟ୍ରିମନି ସାଇଟରୁ ଠିକଣା ନେଉଥିଲା । ମହିଳାଙ୍କୁ ବାହା ହେବା ସହ ତାଙ୍କ ନାଁରେ ଲୋନ୍ କରୁଥିଲା । ଆଉ ସେହି ଟଙ୍କାରେ ମଉଜ କରୁଥିଲା ରସିକିଆ ନାଗର I
ଝଗଡ଼ା ଦେଖି ପାଖଲୋକେ ଆସି ବୁଝାସୁଝା କରିବା ସମୟରେ ପିସିଆର୍ ଭ୍ୟାନ୍ ଆସି ଦୁଇପକ୍ଷଙ୍କୁ ଥାନାକୁ ଉଠାଇ ନେଇଥିଲା। ପୁଅକୁ ବି ଥାନାକୁ ନେଇ ଯାଇଥିଲା। ଥାନାରେ ପୁଅକୁ ଅପରାହ୍ଣ ୩ଟାରୁ ରାତି ପ୍ରାୟ ସାଢ଼େ ୧୦ଟା ପର୍ଯ୍ୟନ୍ତ ଅଟକ ରଖାଗଲା।
ସରକାରୀ ବାବୁଙ୍କୁ ଘାରିଛି କୁବେର ହେବାର ନିଶା । କିଏ ଠୁଳ କଲାଣି ପାହାଡ଼ ଉଚ୍ଚର କଳା ଟଙ୍କା ତ ଆଉ କାହାର ମାଳ ମାଳ ପ୍ଲଟ୍, ଫ୍ଲାଟ୍, ବହୁତଳ କୋଠା ।
ଓଡ଼ିଶା ସହ ପଶ୍ଚିମବଙ୍ଗରେ ଏବେ ଯାଏଁ ୮୫ଟି ପ୍ଲଟ ଠାବ ହେଲାଣି । ତା ଭିତରୁ କେବଳ ଜଳେଶ୍ବରରେ ୮୦ଟି ପ୍ଲଟ୍ ରହିଛି ।
ଅନ୍ଲାଇନ ଟ୍ରେଡିଙ୍ଗରେ କ୍ଷତି ସହିବା ପରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
କୁକୁରମାନେ ରକ୍ତ ଗନ୍ଧ ବାରି ସେଠାକୁ ଖୋଳି ତାଙ୍କ ମାଂସ ଖାଇବାକୁ ଲାଗିଲେ । ସୌଭାଗ୍ୟବଶତଃ ରୂପକିଶୋରଙ୍କ ଚେତା ଫେରିଥିଲା ଆଉ ସେ ଜୀବନ ବିକଳରେ ସେଠାରୁ ଦୌଡ଼ି ପଳାଇ ଆସିଥିଲେ ।