ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ତେଜିଛି ରାଜନୀତି । ବିରୋଧୀ ବିଜେଡି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି ।
ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଘଟଣା । ମାମଲାରେ ୭ ଦୁର୍ବୃତ୍ତଙ୍କୁ ଗିରଫ କରିଛି ଚନ୍ଦକା ଥାନା ପୋଲିସ ।
ଲେବାନନ୍ରେ ପେଜର୍ ଓ ୱାକି-ଟକି ବିସ୍ଫୋରଣ ପରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ବିସ୍ଫୋରଣରେ ଏକାଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ହଜାର ହଜାର ଲୋକ ଆହତ ହୋଇଛନ୍ତି। ତେବେ ଏହି ବ୍ଲାଷ୍ଟ ପଛରେ କେରଳ ଲିଙ୍କ ଥିବା ଚର୍ଚ୍ଚା ଜୋର୍ ଧରିଛି।
ଗୋଲ୍ଡ ଆପୋଲୋ କହିଛି ଯେ ବୁଦାପେଷ୍ଟ ସ୍ଥିତ ଏକ କମ୍ପାନୀ BAC କନ୍ସଲ୍ଟିଂ ସହିତ ଦୀର୍ଘ ବର୍ଷ ହେବ ଏହାର ଚୁକ୍ତିନାମା ରହିଛି । ଯେଉଁଥିପାଇଁ ସେମାନଙ୍କୁ ଗୋଲ୍ଡ ଆପୋଲୋ ବ୍ରାଣ୍ଡକୁ ନିର୍ଦ୍ଦିଷ୍ଟ କିଛି ଅଞ୍ଚଳରେ ବ୍ୟବହାର କରିବାକୁ ଅନୁମତି ମିଳିଛି ।
ଦଶପଲ୍ଲା ଥାନା ପରିସରରେ ଚୋରା ବାଇକର ସମ୍ଭାର । ଜବତ ହୋଇଛି ୩୦ରୁ ଅଧିକ ଚୋରା ବାଇକ୍ ।
ବିଚ୍ ରାସ୍ତାରେ ଚାଲିଥିଲା ଟଣା ଓଟରା । କଥା କଟାକଟି ସହ ପ୍ରବଳ ଧସ୍ତାଧସ୍ତି ।
ଫରେଷ୍ଟର୍ ସଞ୍ଜୟ ନାୟକ ଖାଲି ଜୀବନ ହାରିନାହାଁନ୍ତି, ବରଂ ବର୍ଷ ବର୍ଷର ଚାରା ଘୋଟାଲାର ମହାଖୁଲାସା କରିଛନ୍ତି ସୁଇସାଇଡ୍ ନୋଟରେ। ଚାରା ରୋପଣ ନାଁରେ କେମିତି ଧଳାହାତୀଙ୍କ ପକେଟ୍ ଗରମ ହୁଏ, ତା’ର ଇଙ୍ଗିତ ବି କରିଛନ୍ତି ସଞ୍ଜୟ।
ଫରେଷ୍ଟର୍ ସଞ୍ଜୟ ନାୟକ ଖାଲି ଜୀବନ ହାରିନାହାଁନ୍ତି, ବରଂ ବର୍ଷ ବର୍ଷର ଚାରା ଘୋଟାଲାର ମହାଖୁଲାସା କରିଛନ୍ତି ସୁଇସାଇଡ୍ ନୋଟରେ। ଚାରା ରୋପଣ ନାଁରେ କେମିତି ଧଳାହାତୀଙ୍କ ପକେଟ୍ ଗରମ ହୁଏ, ତା’ର ଇଙ୍ଗିତ ବି କରିଛନ୍ତି ସଞ୍ଜୟ।
ଭରତପୁର ଥାନା କଳଙ୍କିତ ଘଟଣାରେ ପୀଡ଼ିତାଙ୍କ ସଂଗୀନ ଆରୋପ । ଏଣେ ଖାପଖାଉନି ଭୁବନେଶ୍ବର ଡିସିପିଙ୍କ ପୁରୁଣା ବୟାନ । ସାମ୍ନାକୁ ଆସିଲା ଭରତପୁର ଥାନାର ଆଉ ଏକ ମିଛ ପ୍ରମାଣ ।
ସିସିଟିଭି ଆଧାରରେ ୭ ଜଣଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାରେ ପଚରାଉଚରା କରୁଛି ।
ଏକକାଳୀନ ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, କେନ୍ଦୁଝର ଓ ଫୁଲବାଣୀରେ ମୋଟ ୧୧ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।
ଆଜିକୁ ଦୀର୍ଘ ୧୫ ଦିନ ଧରି ଭବାନୀପାଟଣା, ବଲାଙ୍ଗିର, ବରଗଡ଼ ଓ ଶେଷରେ ଗତକାଲି ଭୁବନେଶ୍ୱର ଏମ୍ସ ଆସିବା ପରେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲେ ରୁକାସାନା।
ଅପରପକ୍ଷେ ଗତକାଲି ନିର୍ଦ୍ଦେଶ ପରେ ଆଜି ତଳ କୋର୍ଟଙ୍କ ସର୍ତ୍ତରେ ତାଙ୍କୁ ଜାମିନ ମିଳିଛି।
ଜୁସରେ ବିଷ ଥିଲା ବୋଲି ରୁକସାନାଙ୍କ ମାଆ କେଉଁ ଆଧାରରେ ଦାବି କରୁଛନ୍ତି ? ଏସବୁ ଦିଗକୁ ତଦନ୍ତ କରି ପୋଲିସ ଏହା ଉପରୁ କେବେ ପରଦା ଉଠାଉଛି, ତା ଉପେର ସମସ୍ତଙ୍କ ନଜର।
କହିଲେ ଥାନାରେ ମହିଳା ପୋଲିସ ମାରିଥିଲେ ମାଡ଼ । ଦୁଷ୍କର୍ମ ପାଇଁ ଧମକ ଦେଇଥିଲେ ଆଇଆଇସି ।
ରେଡ୍ ପରେ ରେଡ୍ ହେଉଛି, ନକଲି ସାମଗ୍ରୀରେ ଲାଗିପାରୁନି ରୋକ୍ । ଘିଅ, ହଳଦୀ ଗୁଣ୍ଡ, ମସଲା ଗୁଣ୍ଡଠୁଁ ନେଇ ତେଲରେ ଅପମିଶ୍ରଣ । ଏବେ ମୁଣ୍ଡ ଟେକିଛି ବେଆଇନ ଗୁଟଖା ବେପାର ।
ରାସ୍ତାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାର ହେବ ତଦନ୍ତ । ମାମଲା ରୁଜୁ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି ୱାଇ.ବି. ଖୁରାନିଆ ।
ଭରତପୁର ଥାନା ବିରୋଧରେ ଆଉ ଏକ ସାଙ୍ଘାତିକ ଅଭିଯୋଗ । ଜଣେ ଏତଲାକାରୀଙ୍କଠାରୁ ଟଙ୍କା ମାଗୁଥିଲେ ତତ୍କାଳୀନ ଥାନାଧିକାରୀ ।
ସୁଟକେସରେ ଯେଉଁ ମହିଳାଙ୍କ ମୃତଦେହ ମିଳିଥିଲା, ତାଙ୍କ ନାଁ ଦୀପା ବୋଲି ଜଣା ପଡ଼ିଛି ।
ଭୁବନେଶ୍ବର କେଦାରପଲ୍ଲୀ ବସ୍ତିରେ ସିରିଜ୍ ବୋମାମାଡ଼ ହୋଇଛି । କେଦାରପଲ୍ଲୀ ବସ୍ତିର ଲେନ୍-୧ ଓ ବରହମପୁର ଗଳିରେ ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି । ଏଥିରେ ଜଣେ ନାବାଳକ ଆହତ ହୋଇଥିବା ବେଳେ ଘଟଣାର ଖୋଳତାଡ଼ କରୁଛି ପୋଲିସ୍।
ରାଜଧାନୀରେ ଭିଆଇଥିଲେ ମୁଣ୍ଡନୁଆଁଇ ଦେଲା ଭଳି କାଣ୍ଡ । ବୋଳି ଦେଇଥିଲେ ସାରା ପୋଲିସ ବିଭାଗରେ କଳଙ୍କ । ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇ ଶେଷରେ ଭୋଗିଲେ ଦଶା।
ରାଜଧାନୀରେ ଭିଆଇଥିଲେ ମୁଣ୍ଡନୁଆଁଇ ଦେଲା ଭଳି କାଣ୍ଡ । ବୋଳି ଦେଇଥିଲେ ସାରା ପୋଲିସ ବିଭାଗରେ କଳଙ୍କ । ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇ ଶେଷରେ ଭୋଗିଲେ ଦଶା।
ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି।
ଛତିଶଗଡ଼ ସଶସ୍ତ୍ର ବାହିନୀ କ୍ୟାମ୍ପ (CAF)ରେ ଅଘଟଣ। ଯବାନଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ସାଥୀ ଯବାନ। ଏଥିରେ ଅନ୍ୟ ୨ଜଣ ଯବାନ ଗୁରୁତର ହୋଇଥିବା ଜଣାପଡିଛି। ଅଭିଯୁକ୍ତ ଯବାନଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ପୋଲିସ।
ଟ୍ରେନ୍ରେ ବିଷ ପିଇଲେ ବାପା ମାଆ ଝିଅ ! କଣାସ ରୋଡ୍ ଷ୍ଟେସନରୁ ଗୁରୁତର ଅବସ୍ଥାରେ ୩ ଉଦ୍ଧାର ।