Advertisment
ମହିଳାଙ୍କୁ ଅସଦାଚରଣ ଅଭିଯୋଗ ଆଧାରରେ ଗିରଫ ହୋଇଛନ୍ତି ବାବା ଚୈତନ୍ୟାନନ୍ଦ ସରସ୍ବତୀ ଓରଫ ପାର୍ଥ ସାରଥୀ । ଚୈତନ୍ୟାନନ୍ଦଙ୍କୁ ଆଗ୍ରାରୁ ଗିରଫ କରିଛି ଦିଲ୍ଲୀ ପୋଲିସ । ଦିଲ୍ଲୀ ଆଶ୍ରମରେ ୧୭ ଜଣ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଥିଲା ।