Advertisment

Missing Head Recovered: ମୁଣ୍ଡବୀହିନ ମୃତଦେହ ମିଳିବା ଘଟଣା: ନଦୀକୂଳରୁ ମିଳିଲା କଟାମୁଣ୍ଡ

ମାଲକାନଗିରି ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ ଜବତ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଥିଲା।

Missing Head Recovered

Missing Head Recovered Photograph: (OTV)

Advertisment

ମାଲକାନଗିରି ରାଖେଲଗୁଡ଼ାରେ ମହିଳାଙ୍କ ମୁଣ୍ଡ କାଟି ହତ୍ୟା ଘଟଣାର ତଦନ୍ତ ବେଳେ ପୋଲିସକୁ ମିଳିଛି କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ କଟାମୁଣ୍ଡ ଜବତ ହୋଇଛି। ଗତ ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି କଟାମୁଣ୍ଡ ଉଦ୍ଧାର ହୋଇଛି। 

Advertisment

ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମହିଳାଙ୍କ କଟାମୁଣ୍ଡ ପାଇଛି ପୋଲିସ। ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର ହୋଇଛି। ହତ୍ୟାକାଣ୍ଡ ପରେ ଶବ ଜବତ ହୋଇଥିଲେ ବି କଟାମୁଣ୍ଡ ମିଳୁ ନଥିବାରୁ ଏମ୍ ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଛି। ଏହାକୁ ନେଇ ଦୁଇ ଗାଁ ମଧ୍ୟରେ ବିବାଦ ଲାଗି ରହିଛି।

•    ମିଳିଲା ମହିଳାଙ୍କ କଟାମୁଣ୍ଡ
•    ମାଲକାନଗିରି ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ ଜବତ
•    କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ
•    ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ
•    ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା ମହିଳାଙ୍କ କଟାମୁଣ୍ଡ
•    ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର
•    କଟାମୁଣ୍ଡ ମିଳୁ ନଥିବାରୁ ଏମ୍ ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା

Advertisment
Malkangiri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ