Advertisment

Minor Rape and Murder Case: ନାବାଳିକା ଦୁଷ୍କର୍ମକାରୀକୁ ଫାଶୀ ଦଣ୍ଡାଦେଶ, ୧୫ ଲକ୍ଷ ଟଙ୍କା ସହାୟତା ଦେବାକୁ ନିର୍ଦ୍ଦେଶ

ଦୁଷ୍କର୍ମକାରୀକୁ ମୃତ୍ୟୁ ଦଣ୍ଡାଦେଶ ଦେଲେ କୋର୍ଟ । ଦୋଷୀ ପ୍ରଶାନ୍ତ ବାଗକୁ ଫାଶୀ ଦଣ୍ଡାଦେଶ ଦେଲେ ବରଗଡ଼ ପୋକ୍ସୋ କୋର୍ଟ।

MINOR_RAPIST

MINOR_RAPIST Photograph: (OTV)

Advertisment

ଦୁଷ୍କର୍ମକାରୀକୁ ମୃତ୍ୟୁ ଦଣ୍ଡାଦେଶ ଦେଲେ କୋର୍ଟ । ଦୋଷୀ ପ୍ରଶାନ୍ତ ବାଗକୁ ଫାଶୀ ଦଣ୍ଡାଦେଶ ଦେଲେ ବରଗଡ଼ ପୋକ୍ସୋ କୋର୍ଟ। ୩୭ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ। ପୀଡ଼ିତାଙ୍କ ପରିବାରକୁ ୧୫ ଲକ୍ଷ ସହାୟତା ଦେବାକୁ DLSAଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶରେ ତଦନ୍ତର ତଦାରଖ କରୁଥିଲେ ଏସ୍‌ପି।

Advertisment

୨୦୨୪ ମସିହା ନଭେମ୍ବର ୧୫ ତାରିଖ ବରଗଡ ଜିଲ୍ଲା ପାଇକମାଳ ଥାନା ଅଞ୍ଚଳରେ ଘଟିଥିଲା ଅଭାବନୀୟ ଘଟଣା। ୫ ବର୍ଷର ନାବାଳିକାକୁ ମାଛ ମାରି ଯିବା କହି ଘରୁ ଡାକି ନେଇ ନିକଟସ୍ଥ ଜଙ୍ଗଲରେ ଦୁଷ୍କର୍ମ କରିବା ସହ ନିର୍ମମ ଭାବେ ହତ୍ୟା କରିଥିଲା ଦୋଷୀ ପ୍ରଶାନ୍ତ ବାଗ। ଆଜି ମାନ୍ୟବର ପୋସ୍କୋ କୋର୍ଟ ଏହି କେସର ଶୁଣାଣି କରିବା ସହ ଦୋଷୀକୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି ।

Death Sentence Death Sentence To Rapists
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ