deba-1
Advertisment
ଭୁବନେଶ୍ୱର : ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ୨୦୧୮ ରେଜଲ୍ଟ। ଦେବାଶିଷ ପଣ୍ଡା ହୋଇଛନ୍ତି OAS ଟପ୍ପର । ଦ୍ୱିତୀୟରେ ଅଛନ୍ତି ଋତୁପର୍ଣ୍ଣା ମହାପାତ୍ର, ୩ୟରେ ଆକାଶ କୁମାର ପଣ୍ଡା, ୪ର୍ଥରେ ସନ୍ତୋଷିନୀ ଦାଶ, ୫ରେ ନାରାୟଣୀ ପ୍ରିୟଦର୍ଶିନୀ ପଣ୍ଡା, ଷଷ୍ଠରେ ଶକ୍ତିଶ୍ରୀ ଅନୀଲ ରଂଜନ ସାହୁ, ସପ୍ତମରେ ଶତାବ୍ଦୀ ରାୟ, ୮ମ ଦମୟନ୍ତୀ ସାହୁ, ୯ମ ଶକ୍ତି ମହାପାତ୍ର, ଓ ଦଶମରେ ସ୍ମରଣିକା ଟୁଲୋ।
Advertisment
ମୋଟ ୨୧୮ ଜଣ ପରୀକ୍ଷାର୍ଥୀ ସିଭିଲ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି.। ୨୧୮ ଜଣଙ୍କ ମଧ୍ୟରେ ରହିଛନ୍ତି ୭୨ ଜଣ ମହିଳା ପରୀକ୍ଷାର୍ଥୀ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/deba-1_1626689258.jpg)