Advertisment

ବନ୍ଦ ହେବ ରାଜ୍ୟର ୩ ଡିଗ୍ରୀ କଲେଜ

ଭୁବନେଶ୍ୱର: ବନ୍ଦ ହେବ ରାଜ୍ୟର ୩ଟି ଡିଗ୍ରୀ କଲେଜ‌। ସେହିପରି ୧୦ଟି ଡିଗ୍ରୀ କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଜୋନ୍‌ର ଏହି ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ୨୫ ପ୍ରତିଶତରୁ କମ୍ ଛାତ୍ରଛାତ୍ରୀ ଆଡମିଶନ ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ […]

ବନ୍ଦ ହେବ ରାଜ୍ୟର ୩ ଡିଗ୍ରୀ କଲେଜ

students

Advertisment

ଭୁବନେଶ୍ୱର: ବନ୍ଦ ହେବ ରାଜ୍ୟର ୩ଟି ଡିଗ୍ରୀ କଲେଜ‌। ସେହିପରି ୧୦ଟି ଡିଗ୍ରୀ କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି।

Advertisment

ଉଚ୍ଚଶିକ୍ଷା ବିଭାଗର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଜୋନ୍‌ର ଏହି ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ୨୫ ପ୍ରତିଶତରୁ କମ୍ ଛାତ୍ରଛାତ୍ରୀ ଆଡମିଶନ ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

publive-image

ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ ଜ୍ଞାନ ଭାରତୀ(ଡିଗ୍ରୀ କଲେଜ), ସୁବର୍ଣ୍ଣପୁର ସ୍ଥିତ ସୁକାନ୍ତି(ଡିଗ୍ରୀ କଲେଜ) ଓ ରାଉରକେଲା ସ୍ଥିତ ଡଃ ଆମ୍ବେଦକର ମେମୋରିଆଲ୍‌ ସୋସିଆଲ୍‌ ୱେଲ୍‌ଫେଆର୍‌ ଆଣ୍ଡ୍‌ ଏଜୁକେସନ୍‌ ଟ୍ରଷ୍ଟ, ଏହି ୩ଟି ଡିଗ୍ରୀ କଲେଜ ବନ୍ଦ ହେବ। 

Advertisment

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ