Advertisment

ଫେରିବ ପାସ୍-ଫେଲ୍ ! ପଞ୍ଚମ ଓ ଅଷ୍ଟମରେ ଲାଗୁ ହୋଇପାରେ ପାସ୍ ଫେଲ ବ୍ୟବସ୍ଥା

ଭୁବନେଶ୍ୱର : ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଲାଗୁ ହୋଇପାରେ ପାସ୍ ଫେଲ ବ୍ୟବସ୍ଥା। ଉଭୟ ଶ୍ରେଣୀରେ ପିଲାଙ୍କ ପାଇଁ ପରୀକ୍ଷା ଓ ପାସ୍‌ଫେଲ ବ୍ୟବସ୍ଥା କରାଇବାକୁ ଯୋଜନା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏ ସମ୍ପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ବହୁ ପୂର୍ବରୁ ପ୍ରଚଳିତ ଥିବା ଏ ବ୍ୟବସ୍ଥାକୁ ପୁଣି ଥରେ କାର୍ଯ୍ୟକାରୀ କରିବା ଲାଗି ଗଭୀର ଭାବେ ଅନୁଶୀଳନ କରାଯାଉଛି। ପଞ୍ଚମରେ ଫେଲ ପିଲାଙ୍କୁ ପୁଣି ଥରେ ପରୀକ୍ଷା […]

ଫେରିବ ପାସ୍-ଫେଲ୍ ! ପଞ୍ଚମ ଓ ଅଷ୍ଟମରେ ଲାଗୁ ହୋଇପାରେ ପାସ୍ ଫେଲ ବ୍ୟବସ୍ଥା

school pASS FAIL

Advertisment

ଭୁବନେଶ୍ୱର : ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଲାଗୁ ହୋଇପାରେ ପାସ୍ ଫେଲ ବ୍ୟବସ୍ଥା। ଉଭୟ ଶ୍ରେଣୀରେ ପିଲାଙ୍କ ପାଇଁ ପରୀକ୍ଷା ଓ ପାସ୍‌ଫେଲ ବ୍ୟବସ୍ଥା କରାଇବାକୁ ଯୋଜନା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।

Advertisment

ଏ ସମ୍ପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ବହୁ ପୂର୍ବରୁ ପ୍ରଚଳିତ ଥିବା ଏ ବ୍ୟବସ୍ଥାକୁ ପୁଣି ଥରେ କାର୍ଯ୍ୟକାରୀ କରିବା ଲାଗି ଗଭୀର ଭାବେ ଅନୁଶୀଳନ କରାଯାଉଛି। ପଞ୍ଚମରେ ଫେଲ ପିଲାଙ୍କୁ ପୁଣି ଥରେ ପରୀକ୍ଷା ପାଇଁ ସୁଯୋଗ ଦେବା ଏବଂ ଅଷ୍ଟମରେ ଉତ୍ତୀର୍ଣ୍ଣ ନହେଲେ ଆଉ ଥରେ ସେହି ଶ୍ରେଣୀରେ ପଢିବା ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଚିନ୍ତା କରାଯାଉଥିବା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ