Advertisment

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇଛି। ଆସନ୍ତାକାଲି ପୂର୍ବାହ୍ନ ୯ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍ WWW.bseodisha.nic.inରେ ଲଗ୍ ଇନ୍ କରି ଫଳାଫଳ ଦେଖିପାରିବେ। ଏହାବ୍ୟତୀତ ବୋର୍ଡ ପକ୍ଷରୁ ଖୋଲା ଯାଇଥିବା ଟୋଲ୍ ଫ୍ରି ନମ୍ବର ୦୬୭୧-୨୪୧୨୦୬୦ ଏବଂ ୦୬୭୧-୨୪୧୨୦୫୯କୁ କଲ୍ କରି ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ଯେ […]

author-image
Otv Khabar Bureau
ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

bse

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇଛି। ଆସନ୍ତାକାଲି ପୂର୍ବାହ୍ନ ୯ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍ WWW.bseodisha.nic.inରେ ଲଗ୍ ଇନ୍ କରି ଫଳାଫଳ ଦେଖିପାରିବେ।

Advertisment

ଏହାବ୍ୟତୀତ ବୋର୍ଡ ପକ୍ଷରୁ ଖୋଲା ଯାଇଥିବା ଟୋଲ୍ ଫ୍ରି ନମ୍ବର ୦୬୭୧-୨୪୧୨୦୬୦ ଏବଂ ୦୬୭୧-୨୪୧୨୦୫୯କୁ କଲ୍ କରି ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

ଯେ କୌଣସି ମୋବାଇଲ୍‌ରେ OR10 SPACE ROLL NUMBER ଲେଖି ୫୬୭୬୭୫୦ ନମ୍ବରକୁ SMS କରି ପରୀକ୍ଷାଫଳ ପାଇପାରିବେ ଛାତ୍ରଛାତ୍ରୀ।

Advertisment

ଏବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କ ସଂଖ୍ୟା ଥିଲା ୬ ଲକ୍ଷ ୮ହଜାର ୬ଶହ ୫୯। ମାର୍ଚ୍ଚ ୨୦ରୁ ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଖାତାର ମୂଲ୍ୟାୟନ କରାଯାଇଥିଲା।

Tomorrow Matric Result 2018
Advertisment
Advertisment