Advertisment

ବଢିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫି'

ଭୁବନେଶ୍ୱର : ବଢିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫି। ଉଭୟ SC/ST ଓ ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ଫି’ରେ ବୃଦ୍ଧି କରିଛନ୍ତି ସିବିଏସଇ କର୍ତ୍ତୃପକ୍ଷ। ପୂର୍ବରୁ SC/ST ଛାତ୍ରଛାତ୍ରୀ ପରୀକ୍ଷା ଫି’ ୫୦ ଟଙ୍କା ଥିବା ବେଳେ ଏହା ଏବେ ୧୨ଶହ ଟଙ୍କା ହୋଇଛି। ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀ ୭୫୦ ଟଙ୍କା ପରିବର୍ତ୍ତେ ୧୫ ଶହ ଟଙ୍କା ଦେବେ। ମାଇଗ୍ରେସନ୍ ଫି’ ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କାକୁ ବୃଦ୍ଧି କରିଛି ସିବିଏସଇ। […]

author-image
Pradesh Pratyush
ବଢିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫି'

std

ଭୁବନେଶ୍ୱର : ବଢିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫି। ଉଭୟ SC/ST ଓ ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ଫି’ରେ ବୃଦ୍ଧି କରିଛନ୍ତି ସିବିଏସଇ କର୍ତ୍ତୃପକ୍ଷ। ପୂର୍ବରୁ SC/ST ଛାତ୍ରଛାତ୍ରୀ ପରୀକ୍ଷା ଫି’ ୫୦ ଟଙ୍କା ଥିବା ବେଳେ ଏହା ଏବେ ୧୨ଶହ ଟଙ୍କା ହୋଇଛି।

Advertisment

ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀ ୭୫୦ ଟଙ୍କା ପରିବର୍ତ୍ତେ ୧୫ ଶହ ଟଙ୍କା ଦେବେ। ମାଇଗ୍ରେସନ୍ ଫି’ ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କାକୁ ବୃଦ୍ଧି କରିଛି ସିବିଏସଇ। ତେବେ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ କୌଣସି ପରୀକ୍ଷା ଫି ଦେବାକୁ ପଡ଼ିବ ନାହିଁ।

Advertisment
Advertisment