matric exam
Advertisment
ଭୁବନେଶ୍ୱର: ଘୁଞ୍ଚିଲା ମାଟ୍ରିକ୍ ଖାତାଦେଖା। ମହାବାତ୍ୟା ‘ଅମ୍ପନ୍’ ଯୋଗୁ ମାଟ୍ରିକ୍ ଖାତାଦେଖାକୁ ଘୁଞ୍ଚାଇ ଦିଆଯାଇଛି। ଚଳିତ ମାସ ୨୦ ତାରିଖରେ ମାଟ୍ରିକ୍ ଖାତାଦେଖା ଆରମ୍ଭ ହୋଇଥାନ୍ତେ। ହେଲେ ଏହା ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିିକ୍ ଖାତାଦେଖା ହେବ। ଘରଠୁ ୧୦ କିଲୋମିଟର ଭିତରେ ମାଟ୍ରିକ୍ ଖାତା ଦେଖିବେ ଶିକ୍ଷକ। ୬୦ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ଖାତାର ମୂଲ୍ୟାୟନ ହେବ।
Advertisment
ସେହିପରି +୨ ବାକିଥିବା ପରୀକ୍ଷା ଜୁଲାଇ ୧ରୁ ୧୫ ମଧ୍ୟରେ ସରିବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/vlcsnap-error186_1626158813.jpg)