matric
Advertisment
କଟକ : ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ସକାଳ ୯ଟାରେ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଦିନ ୧୧ଟାରୁ ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ।
Advertisment
ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। www.bseodisha.ac.in, www.bseodisha.nic.in ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ। SMS ଜରିଆରେ ମଧ୍ୟ ମିଳିପାରିବ ରେଜଲ୍ଟ। ଚଳିତ ବର୍ଷ ୫ ଲକ୍ଷ ୮୭ ହଜାର ୭୮୦ ପିଲା ପରୀକ୍ଷା ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/matric_1626502345.jpg)