/odishatv-khabar/media/post_attachments/uploadimage/library/16_9/16_9_0/vlcsnap-error454_1625931863.jpg)
matric exam
କଟକ: ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ। ସକାଳ ୯ଟାରେ ବୋର୍ଡ ଅଫିସରେ ରେଜଲ୍ଟ ପ୍ରକାଶ ପାଇବା ପରେ ଦିନ ୧୧ଟାରେ ୱେବ୍ସାଇଟ୍ରେ ଉପଲବ୍ଧ ହେବ।
Advertisment
ରେଜଲ୍ଟ ଉପଲବ୍ଧ ହେବାକୁ ଥିବା ୱେବସାଇଟ୍ ହେଲା www.bseodisha.ac.in, www.bseodisha.nic.in।
ଏଥିସହ SMS ଜରିଆରେ ବି ରେଜଲ୍ଟ ଜାଣି ହେବ। ସେଥିପାଇଁ ମୋବାଇଲ୍ରେ OR10 ଲେଖି, ତା ପରେ ରୋଲ୍ ନମ୍ବର ଲେଖି 5676750କୁ ପଠାଇଲେ ରେଜଲ୍ଟ ଦେଖି ହେବ।
Advertisment
ଚଳିତ ବର୍ଷ ୫ ଲକ୍ଷ ୮୭ ହଜାର ୭୮୦ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)