/odishatv-khabar/media/post_attachments/uploadimage/library/16_9/16_9_0/otet-2019-application-form_1625922588.jpg)
otet-2019-application-form
ଭୁବନେଶ୍ୱର: ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(OTET) ପାଇଁ ଆଜିଠାରୁ ଛାତ୍ରଛାତ୍ରୀମାନେ ଅନ୍ଲାଇନ୍ରେ ଆବେଦନ କରିପାରିବେ। ଜୁଲାଇ ୨୬ ହେଉଛି ଅନ୍ଲାଇନ୍ ଆବେଦନର ଶେଷ ଦିନ।
Advertisment
ସେହିପରି ଅନଲାଇନ୍ ପେମେଣ୍ଟର ଶେଷ ଦିନ ଜୁଲାଇ ୨୯। ଏହିଦିନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅନ୍ଲାଇନ୍ ପେମେଣ୍ଟ କରିପାରିବେ।
ପେପର-୧, ପେପର-୨ ପାଇଁ ଅଲଗା ଅଲଗା ଫି ରଖାଯାଇଛି। ୨୦୧୮ OTET ପାଇଁ ଆବେଦନ କରିଥିବା ପରୀକ୍ଷାର୍ଥୀ ମଧ୍ୟ ସାନି ଆବେଦନ କରିପାରିବେ। ସାନି ଆବେଦନ ପାଇଁ ପରୀକ୍ଷାର୍ଥୀଙ୍କୁ ଆପଉ ଫି ଦେବାକୁ ପଡ଼ିବ ନାହିଁ।
Advertisment
ଅଗଷ୍ଟ ପ୍ରଥମ ସପ୍ତାହରେ OTET ପରୀକ୍ଷା ହେବ। ଜାନୁଆରୀ ୧୬ରେ ପ୍ରଶ୍ନପତ୍ର ଲିକ୍ ପାଇଁ OTET ପରୀକ୍ଷା ବାତିଲ ହୋଇଥିଲା
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)