Advertisment

OTET ପରୀକ୍ଷା ପାଇଁ ଆଜିଠାରୁ ଅନଲାଇନ୍‌ ଆବେଦନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(OTET) ପାଇଁ ଆଜିଠାରୁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଜୁଲାଇ ୨୬ ହେଉଛି ଅନ୍‌ଲାଇନ୍‌ ଆବେଦନର ଶେଷ ଦିନ। ସେହିପରି ଅନଲାଇନ୍‌ ପେମେଣ୍ଟର ଶେଷ ଦିନ ଜୁଲାଇ ୨୯। ଏହିଦିନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ ପେମେଣ୍ଟ କରିପାରିବେ। ପେପର-୧, ପେପର-୨ ପାଇଁ ଅଲଗା ଅଲଗା ଫି ରଖାଯାଇଛି। ୨୦୧୮ OTET ପାଇଁ ଆବେଦନ କରିଥିବା ପରୀକ୍ଷାର୍ଥୀ ମଧ୍ୟ ସାନି ଆବେଦନ କରିପାରିବେ। ସାନି ଆବେଦନ ପାଇଁ ପରୀକ୍ଷାର୍ଥୀଙ୍କୁ ଆପଉ […]

OTET ପରୀକ୍ଷା ପାଇଁ ଆଜିଠାରୁ ଅନଲାଇନ୍‌ ଆବେଦନ ଆରମ୍ଭ

otet-2019-application-form

Advertisment

ଭୁବନେଶ୍ୱର: ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(OTET) ପାଇଁ ଆଜିଠାରୁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଜୁଲାଇ ୨୬ ହେଉଛି ଅନ୍‌ଲାଇନ୍‌ ଆବେଦନର ଶେଷ ଦିନ।

Advertisment

ସେହିପରି ଅନଲାଇନ୍‌ ପେମେଣ୍ଟର ଶେଷ ଦିନ ଜୁଲାଇ ୨୯। ଏହିଦିନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ ପେମେଣ୍ଟ କରିପାରିବେ।

ପେପର-୧, ପେପର-୨ ପାଇଁ ଅଲଗା ଅଲଗା ଫି ରଖାଯାଇଛି। ୨୦୧୮ OTET ପାଇଁ ଆବେଦନ କରିଥିବା ପରୀକ୍ଷାର୍ଥୀ ମଧ୍ୟ ସାନି ଆବେଦନ କରିପାରିବେ। ସାନି ଆବେଦନ ପାଇଁ ପରୀକ୍ଷାର୍ଥୀଙ୍କୁ ଆପଉ ଫି ଦେବାକୁ ପଡ଼ିବ ନାହିଁ।

Advertisment

ଅଗଷ୍ଟ ପ୍ରଥମ ସପ୍ତାହରେ OTET ପରୀକ୍ଷା ହେବ। ଜାନୁଆରୀ ୧୬ରେ ପ୍ରଶ୍ନପତ୍ର ଲିକ୍ ପାଇଁ OTET ପରୀକ୍ଷା ବାତିଲ ହୋଇଥିଲା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ