Advertisment

ଯୁକ୍ତ ଦୁଇ ନାମଲେଖା ଆବେଦନ ତାରିଖ ଘୁଞ୍ଚିଲା

ଭୁବନେଶ୍ୱର : ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆବେଦନ ଅବଧି ଘୁଞ୍ଚିଲା। ଜୁନ୍‌ ୨୬ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ପୂର୍ବ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ଯୁକ୍ତ ୨ ନାମଲେଖା ଆବେଦନ ଅବଧି ପୂରିବାର ଥିଲା। ନୂଆ ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨ ତାରିଖରେ ପ୍ରଥମ କଟ୍‌ ଅଫ୍ ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୩ ରୁ ୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ। ସେହିପରି ଦ୍ୱିତୀୟ କଟ୍ ଅଫ୍ ଜୁଲାଇ […]

ଯୁକ୍ତ ଦୁଇ ନାମଲେଖା ଆବେଦନ ତାରିଖ ଘୁଞ୍ଚିଲା

plus 2

Advertisment

ଭୁବନେଶ୍ୱର : ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆବେଦନ ଅବଧି ଘୁଞ୍ଚିଲା। ଜୁନ୍‌ ୨୬ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ପୂର୍ବ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ଯୁକ୍ତ ୨ ନାମଲେଖା ଆବେଦନ ଅବଧି ପୂରିବାର ଥିଲା।

Advertisment

ନୂଆ ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨ ତାରିଖରେ ପ୍ରଥମ କଟ୍‌ ଅଫ୍ ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୩ ରୁ ୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ। ସେହିପରି ଦ୍ୱିତୀୟ କଟ୍ ଅଫ୍ ଜୁଲାଇ ୧୨ ତାରିଖରେ ପ୍ରକାଶ ପାଇବ। ଏହା ସହିତ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ।

ବଳକା ସିଟ୍ ଲାଗି ସ୍ପଟ୍ ଆଡମିଶନ କରାଯିବ। ଜୁଲାଇ ୨୯ ତାରିଖରେ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ