Advertisment

ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି

ଭୁବନେଶ୍ୱର : ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି। ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଆହୁରି ଦୁଇ ଦିନ ବୃଦ୍ଧି କରାଯାଇଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଂଜନ ଦାଶ। ପୂର୍ବରୁ ଜୁଲାଇ ୩ରୁ ୬ ତାରିଖ ଯାଏ ନାମଲେଖା ଧାର୍ଯ୍ୟ ହୋଇଥିଲା। ତେବେ ସର୍ଭରଜନିତ ତ୍ରୁଟି ପାଇଁ ଆହୁରି ୨ ଦିନ ସମୟ ଦେଇଛି ଗଣଶିକ୍ଷା ବିଭାଗ। ୭ ତାରିଖ ଛୁଟି ପଡୁଥିବାରୁ ୮ ଓ ୯ ତାରିଖରେ ମଧ୍ୟ ଛାତ୍ରଛାତ୍ରୀ ନାଁ ଲେଖାଇ […]

ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି

+2 admission date

Advertisment

ଭୁବନେଶ୍ୱର : ବଢ଼ିଲା ଯୁକ୍ତ ଦୁଇ ନାମଲେଖାର ଅବଧି। ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଆହୁରି ଦୁଇ ଦିନ ବୃଦ୍ଧି କରାଯାଇଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଂଜନ ଦାଶ।

Advertisment

ପୂର୍ବରୁ ଜୁଲାଇ ୩ରୁ ୬ ତାରିଖ ଯାଏ ନାମଲେଖା ଧାର୍ଯ୍ୟ ହୋଇଥିଲା। ତେବେ ସର୍ଭରଜନିତ ତ୍ରୁଟି ପାଇଁ ଆହୁରି ୨ ଦିନ ସମୟ ଦେଇଛି ଗଣଶିକ୍ଷା ବିଭାଗ। ୭ ତାରିଖ ଛୁଟି ପଡୁଥିବାରୁ ୮ ଓ ୯ ତାରିଖରେ ମଧ୍ୟ ଛାତ୍ରଛାତ୍ରୀ ନାଁ ଲେଖାଇ ପାରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ