/odishatv-khabar/media/post_attachments/uploadimage/library/16_9/16_9_0/3-6_1626506084.jpg)
+3
ଭୁବନେଶ୍ୱର : ଚଳିତବର୍ଷ ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏଥିପାଇଁ ଆସନ୍ତା ୨୪ ତାରିଖରୁ ଅନଲାଇନ୍ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆବେଦନର ଶେଷ ତାରିଖ ଜୁଲାଇ ୮ତାରିଖ ରହିଛି।
Advertisment
ସେହିପରି ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ଏବଂ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୨୪ ତାରିଖରୁ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)