Advertisment

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ଚଳିତବର୍ଷ ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏଥିପାଇଁ ଆସନ୍ତା ୨୪ ତାରିଖରୁ ଅନଲାଇନ୍‌ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆବେଦନର ଶେଷ ତାରିଖ ଜୁଲାଇ ୮ତାରିଖ ରହିଛି। ସେହିପରି ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ଏବଂ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୨୪ ତାରିଖରୁ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

+3

Advertisment

ଭୁବନେଶ୍ୱର : ଚଳିତବର୍ଷ ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏଥିପାଇଁ ଆସନ୍ତା ୨୪ ତାରିଖରୁ ଅନଲାଇନ୍‌ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆବେଦନର ଶେଷ ତାରିଖ ଜୁଲାଇ ୮ତାରିଖ ରହିଛି।

Advertisment

ସେହିପରି ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ଏବଂ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୨୪ ତାରିଖରୁ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ