Advertisment

ରେଲୱେର ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର। ଏହା କେବଳ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର ନୁହେଁ ବରଂ ଏହା ଏକ ସୁବର୍ଣ୍ଣ ସୁଯୋଗ ମଧ୍ୟ। ଇଷ୍ଟର୍ଣ୍ଣ ରେଲ୍‌ୱେର Railway Recruitment Cell (RRC), ଖାଲି ପଡ଼ିଥିବା ଗ୍ରୁପ୍‌ ସି ଲେଭେଲ୍‌ ୪/୫, ଗ୍ରୁପ୍‌ ସି ଲେଭେଲ୍‌ ୨ ଟେକ୍‌ନିସିଆନ୍‌ ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କରୁଛି। ଇଚ୍ଛୁକ ପ୍ରାର୍ଥୀମାନେ ୨୦୧୯, ଡିସେମ୍ବର ୧ ସୁଦ୍ଧା ଆବେଦନ କରିପାରିବେ। […]

undefined

railways

Advertisment

ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର। ଏହା କେବଳ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର ନୁହେଁ ବରଂ ଏହା ଏକ ସୁବର୍ଣ୍ଣ ସୁଯୋଗ ମଧ୍ୟ। ଇଷ୍ଟର୍ଣ୍ଣ ରେଲ୍‌ୱେର Railway Recruitment Cell (RRC), ଖାଲି ପଡ଼ିଥିବା ଗ୍ରୁପ୍‌ ସି ଲେଭେଲ୍‌ ୪/୫, ଗ୍ରୁପ୍‌ ସି ଲେଭେଲ୍‌ ୨ ଟେକ୍‌ନିସିଆନ୍‌ ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କରୁଛି।

Advertisment

ଇଚ୍ଛୁକ ପ୍ରାର୍ଥୀମାନେ ୨୦୧୯, ଡିସେମ୍ବର ୧ ସୁଦ୍ଧା ଆବେଦନ କରିପାରିବେ।

ଗ୍ରୁପ୍‌ ସି ଲେଭେଲ୍‌ ୪/୫, ଗ୍ରୁପ୍‌ ସି ଲେଭେଲ୍‌ ୨ ଟେକ୍‌ନିସିଆନ୍‌ ପାଇଁ ୨୧ଟି ପଦବୀ ଖାଲି ପଡ଼ିଛି।

ଶିକ୍ଷାଗତ ଯୋଗ୍ୟତା: ଇଚ୍ଛୁକ ପ୍ରାର୍ଥୀ ଦଶମ ପାସ୍‌ ସହ ଆଇଟିଆଇ ଓ ସ୍ନାତକ ପାସ୍‌ କରିଥିବା ଆବଶ୍ୟକ। ଏହାସହ ଇଚ୍ଛୁକ ପ୍ରାର୍ଥୀଙ୍କୁ ଆବଶ୍ୟକ ଅନ୍ୟ ସାର୍ଟିଫିକେଟ୍‌ ମଧ୍ୟ ଦେବାକୁ ପଡ଼ିବ। ଯାହା ଏହାର ଅଫିସିଆଲ୍‌ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Advertisment

ବୟସ ସୀମା:ଯେଉଁ ଇଚ୍ଛୁକ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି ସେମାନଙ୍କ ବୟସ ଅତିକମ୍‌ରେ ୧୮ରୁ ୨୫ ବର୍ଷ ବୟସ ହୋଇଥିବା ଆବଶ୍ୟକ।

ସରକାରଙ୍କ ନିୟମ ଅନୁସାରେ SC/ ST /OBC/PWD/ PH ଆବେଦନକାରୀଙ୍କ ବୟସ ସୀମା  କୋହଳ ରହିଛି।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ...

୨୦୧୯, ନଭେମ୍ବର ୨ରୁ ଆପ୍ଲିକେସନ୍‌ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ।

ଆପ୍ଲିକେସନ୍‌ ଦାଖଲର ଶେଷ ତାରିଖ: ୨୦୧୯, ଡିସେମ୍ବର ୧

ଅଧିକ ତଥ୍ୟ ପାଇଁ ଏହି ଲିଙ୍କକୁ ଉପରେ କ୍ଲିକ୍ କରନ୍ତୁ www. rrcer.com

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ