RESULT
Advertisment
ଭୁବନେଶ୍ୱର : ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ୭୪.୮୪% ରହିଛି। କଳାରେ ପାସ୍ ହାର ୮୨.୬୦% ଥିବାବେଳେ ବାଣିଜ୍ୟରେ ୮୭.୩୭% ଓ ବିଜ୍ଞାପନରେ ୬୭.୭୦% କୃତକାର୍ଯ୍ୟ ହୋଇଛନ୍ତି।
Advertisment
ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଜୁଲାଇ ୧୮ରୁ ୨୦ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ଫେଲ୍ ହୋଇଥିବା ପିଲାମାନେ ଏହି ଇନଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/RESULT_1626672245.jpg)