Advertisment

ଚଳିତ ଶିକ୍ଷା ବର୍ଷରୁ ସବୁ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଏକକ ସିଲାବସ୍

ଭୁବନେଶ୍ୱର : ଚଳିତ ଶିକ୍ଷା ବର୍ଷରୁ ସବୁ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଏକକ ସିଲାବସ୍। ଅଣ୍ଡର ଗ୍ରାଜୁଏଟ ପାଠ୍ୟକ୍ରମରେ ଏହି ବ୍ୟବସ୍ଥା ଲାଗୁ ହେବ। ଆଜି ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଏକକ ସିଲାବସ୍ ଦ୍ୱାରା ଛାତ୍ର ଛାତ୍ରୀଙ୍କ ଉଚ୍ଚଶିକ୍ଷା ପାଇଁ ଏହା ଫଳପ୍ରଦ ହେବ। ଏହାସହ ଗୁଣାତ୍ମକ ମାନ ବି ବଢ଼ିବ ବୋଲି କହିଛନ୍ତି ମନ୍ତ୍ରୀ। ଆଜି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ ହୋଇଥିଲା। ଏଥିରେ […]

ଚଳିତ ଶିକ୍ଷା ବର୍ଷରୁ ସବୁ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଏକକ ସିଲାବସ୍

simillar syllabus

Advertisment

ଭୁବନେଶ୍ୱର : ଚଳିତ ଶିକ୍ଷା ବର୍ଷରୁ ସବୁ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଏକକ ସିଲାବସ୍। ଅଣ୍ଡର ଗ୍ରାଜୁଏଟ ପାଠ୍ୟକ୍ରମରେ ଏହି ବ୍ୟବସ୍ଥା ଲାଗୁ ହେବ। ଆଜି ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଏକକ ସିଲାବସ୍ ଦ୍ୱାରା ଛାତ୍ର ଛାତ୍ରୀଙ୍କ ଉଚ୍ଚଶିକ୍ଷା ପାଇଁ ଏହା ଫଳପ୍ରଦ ହେବ।

Advertisment

ଏହାସହ ଗୁଣାତ୍ମକ ମାନ ବି ବଢ଼ିବ ବୋଲି କହିଛନ୍ତି ମନ୍ତ୍ରୀ। ଆଜି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ ହୋଇଥିଲା। ଏଥିରେ ରାଜ୍ୟରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ ପାଇଁ ଭିସିଙ୍କ ସହ ଆଲୋଚନା ବି ହୋଇଛି। ଏହାଛଡ଼ା ଭାରତୀୟ ପ୍ରଶାସନିକ ପରୀକ୍ଷା ପାଇଁ ରାଜ୍ୟର ୧୦୦ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ତେବେ ସେଥିରୁ ୮୬ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଯେଉଁ ମାନଙ୍କୁ କୋଚିଂ ଓ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ