Advertisment

ଆଜିଠୁ ଆରମ୍ଭ ହେଉଛି +୨ ପରୀକ୍ଷା

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା। ପ୍ରଥମ ଦିନରେ ମାତୃଭାଷା ବିଷୟରେ ପରୀକ୍ଷା ଦେବେ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀ। ରାଜ୍ୟରେ ୩ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।  ଏଥିପାଇଁ ୧ହଜାର ୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ସକାଳ ୯ଟା ୩୦ରେ ହବ୍‌ରୁ କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନପତ୍ର। ପୂରା ସିସିଟିଭି ନଜରରେ ରହିବ ପରୀକ୍ଷା କେନ୍ଦ୍ର। ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍, ସ୍ମାର୍ଟ ୱାଚ୍ ଏବଂ କାଲ୍‌କୁଲେଟର ଆଣିବାକୁ ବ୍ୟାନ୍ କରାଯାଇଛି। […]

author-image
Pradesh Pratyush
ଆଜିଠୁ ଆରମ୍ଭ ହେଉଛି +୨ ପରୀକ୍ଷା

+2---

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା। ପ୍ରଥମ ଦିନରେ ମାତୃଭାଷା ବିଷୟରେ ପରୀକ୍ଷା ଦେବେ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀ। ରାଜ୍ୟରେ ୩ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।  ଏଥିପାଇଁ ୧ହଜାର ୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି।

Advertisment

ସକାଳ ୯ଟା ୩୦ରେ ହବ୍‌ରୁ କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନପତ୍ର। ପୂରା ସିସିଟିଭି ନଜରରେ ରହିବ ପରୀକ୍ଷା କେନ୍ଦ୍ର। ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍, ସ୍ମାର୍ଟ ୱାଚ୍ ଏବଂ କାଲ୍‌କୁଲେଟର ଆଣିବାକୁ ବ୍ୟାନ୍ କରାଯାଇଛି।

ତେବେ ମାଟ୍ରିକ୍‌ ପରୀକ୍ଷା ଭଳି ପ୍ରଶ୍ନପତ୍ର ଯେପରି ଭାଇରାଲ୍ ନହୁଏ, ସେଥିପାଇଁ ତ୍ରି-ସ୍ତରୀୟ ସ୍କ୍ୱାଡ୍ ଓ ପର୍ଯ୍ୟାପ୍ତ ଅବଜର୍ଭର ନିଯୁକ୍ତ ହେବେ। ଯୁକ୍ତ ୨ ପରୀକ୍ଷା ମାର୍ଚ୍ଚ ୩୦ ତାରିଖରେ ଶେଷ ହେବ।

Advertisment

Advertisment
Advertisment