/odishatv-khabar/media/post_attachments/uploadimage/library/16_9/16_9_0/students-appear-exam_1626432329.jpg)
exam
ନୂଆଦିଲ୍ଲୀ: ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋ ବିଭିନ୍ନ ପଦବୀ ଲାଗି ଦରଖାସ୍ତ ଆହ୍ୱାନ କରୁଛି। ଇଚ୍ଛୁକ ପ୍ରାର୍ଥୀ ଇସ୍ରୋର ଅଫିସିଆଲ ୱେବସାଇଟ୍ www.sac.gov.in. କୁ ଯାଇ ଆବେଦନ କରିପାରିବେ।
Advertisment
ଅନଲାଇନ୍ ରେଜିଷ୍ଟ୍ରେସନ୍ ମାର୍ଚ୍ଚ ୧୨ରେ ଆରମ୍ଭ ହୋଇଥିବାବେଳେ ଆବେଦନର ଶେଷ ତାରିଖ ଏପ୍ରିଲ ୨।
୮୦ ରୁ ଅଧିକ ଖାଲି ପଡ଼ିଥିବା Technicians, Engineers/Scientists, Cooks and Attendants ପଦବୀ ଲାଗି ଦରଖାସ୍ତ ଗ୍ରହଣ କରାଯାଉଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)