ବିଶ୍ବବିଦ୍ୟାଳୟ ଆଇନ ସଂଶୋଧନ ପରଠୁ ରାଜ୍ୟ ୟୁନିଭର୍ସିଟି ଶିକ୍ଷାରେ ଅଚଳାବସ୍ଥା। ୧୭ ବିଶ୍ବବିଦ୍ୟାଳୟରେ ୪ ବର୍ଷ ଧରି ଖାଲି ପଡ଼ିଛି ୬୦ ପ୍ରତିଶତ ପ୍ରଫେସର ପଦ।
ତଥ୍ୟ ଅନୁଯାୟୀ, ରାଜ୍ୟର ୧୭ଟି ସରକାରୀ ବିଶ୍ବବିଦ୍ୟାଳୟରେ ଏବେ ୬୦% ପ୍ରାଧ୍ୟାପକ ବା ପ୍ରଫେସର ପଦ ଖାଲି ପଡ଼ିଥିବାବେଳେ ୬୬% ଅଣ-ଶିକ୍ଷକ ପଦ ଖାଲି ପଡ଼ିଛି। ବିଧାନସଭାରେ ଚଳିତ ବର୍ଷ ଫେବ୍ରୁଆରୀ ୭ ତାରିଖରେ ଏକଥା ସ୍ବୀକାର ବି କରିଛନ୍ତି ରାଜ୍ୟ ସରକାର।
ପୂର୍ବରୁ ଗତ ଜୁନ ୨୩ରେ ନିଟ୍ ପିଜି ହେବାର ଥିଲା । ହେଲେ ପରୀକ୍ଷାରେ ଅନିୟମିତତା ଆଶଙ୍କା କରି ଦିନକ ପୂର୍ବରୁ ପରୀକ୍ଷାକୁ ରଦ୍ଦ କରାଯାଇଥିଲା। NEET-UG ଏବଂ UGC-NETରେ ଅନିୟମିତତା ଅଭିଯୋଗ ପରେ ସରକାର ଏଭଳି ଏକ ବଡ ପଦକ୍ଷେପ ଗ୍ରହଣ କରିଥିଲେ।
ଜିଲ୍ଲା ଶିକ୍ଷା ଅଧିକାରୀ କହିଛନ୍ତି, "ଏହା ଏକ ବିରଳ ଘଟଣା। ଛାତ୍ରମାନେ ସେମାନଙ୍କ ଶିକ୍ଷକମାନଙ୍କ ସହ ଜଡିତ ଥାଆନ୍ତି ଏବଂ ସେ ଚାଲିଯିବା ପରେ ଭାବପ୍ରବଣ ହୁଅନ୍ତି। କିନ୍ତୁ ଶିକ୍ଷକଙ୍କ ସହ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍କୁଲ ଛାଡିଦେବା ଅସ୍ୱାଭାବିକ ଘଟଣା।"
ସରକାରୀ ସ୍କୁଲ୍ ରୂପାନ୍ତୀକରଣ ନାଁରେ ଯେଉଁ ଭୁରୁଡ଼ି ମାରୁଥିଲେ ପୂର୍ବତନ ରାଜ୍ୟ ସରକାର, ଧିରେ ଧିରେ ତାର ଅସଲ ରୂପ ପଦାକୁ ଆସୁଛି । 5T ନାଁରେ ଚୂନ ଏବଂ ରଙ୍ଗ ବୋଳି ଚଳାଇଥିବା ତୁଚ୍ଛା ଆତ୍ମପ୍ରଚାର ଧରାପଡ଼ିଛି ।
ପ୍ରଶ୍ନପତ୍ର ଲିକ୍ କୁ ରୋକିବା ପାଇଁ ଦୁଇ ଘଣ୍ଟା ପୂର୍ବରୁ ତିଆରି ହେବ ପ୍ରଶ୍ନପତ୍ର । ନିଟ୍ ପିଜି ପରୀକ୍ଷା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ବିଭାଗୀୟ ଅଧିକାରୀଙ୍କୁ ଭେଟିଛନ୍ତି ।
ଅନେକ ପିଲାମାନଙ୍କ କ୍ଷେତ୍ରରେ ପାଠପଢାରେ ଧ୍ୟାନର ଅଭାବ ଦେଖାଯାଏ। ଆପଣଙ୍କ ପିଲାଙ୍କର ଯଦି ପାଠାପଢାରେ ଧ୍ୟାନ ରହୁନାହିଁ ତେବେ କେତେକ ଟିପ୍ସ ଆପଣେଇବାକୁ ପଡିବ। ଏହାଦ୍ୱାରା ଆପଣଙ୍କ ପିଲା ମଧ୍ୟ ପାଠପଢାରେ ଖୁବ ଭଲ କରିବେ।
ବିଦେଶରେ ପାଠ ପଢିବା ପାଇଁ ହେଲେ ଏକ ବଡ ବଜେଟ୍ର ଆବଶ୍ୟକ ହୋଇଥାଏ। ଯଦି ଆପଣ ବିଦେଶରେ ପଢିବାକୁ ସ୍ୱପ୍ନ ଦେଖୁଛନ୍ତି କିନ୍ତୁ ଆପଣଙ୍କ ପାଖରେ ବଜେଟ୍ ନାହିଁ ତେବେ କ’ଣ କରିବେ ଜାଣନ୍ତୁ। ଅନେକ ଉପାୟ ଅଛି ଯାହା ଦ୍ୱାରା ଆପଣ ସ୍ୱଳ୍ପ ବଜେଟ୍ରେ ମଧ୍ୟ ବିଦେଶ ଯାଇ ଆପଣଙ୍କର ଅଧ୍ୟୟନ ସମାପ୍ତ କରିପାରିବେ।
ଏନଟିଏ ପକ୍ଷରୁ ପୁଣିଥରେ ୟୁଜିସି-ନେଟ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଅନଲାଇନ ପରୀକ୍ଷା କରାଯିବ ।
ବହୁ ଚର୍ଚ୍ଚିତ ନିଟ୍ ପେପର ଲିକ୍ ମାମଲା । ଗିରଫ ହେଲେ ଦୁଇଜଣ ଅଭିଯୁକ୍ତ ।
ସୁସ୍ଥ ହେବା ସହ ଜଗାର ବୟସ ମଧ୍ୟ ବଢ଼ିବାରେ ଲାଗିଛି । ତା’ର ବୟସ ଏବେ ୯ ପୂରି ୧୦ ଚାଲିଛି । ବୟସ ବଢ଼ୁଥିବାରୁ ଜଗାର ପାଠ ପଢ଼ିବା ପାଇଁ ଆଗ୍ରହ ବଢ଼ୁଛି ।
ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନର ଯଥାର୍ଥତା ରହିଛି । ଏନେଇ ବିଚାର ବିମର୍ଶ ଚାଲିଛି । ହେଲେ ଏବେଠୁ କିଛି କହି ହେବନି, ଯାହା ନିଷ୍ପତ୍ତି ହେବ ଛାତ୍ର ସମାଜଙ୍କ ଭଲ ପାଇଁ ସରକାର ନେବେ ।
ନିଟ୍ ବିବାଦ ଯେତେ ଘନଉଛି, ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ପେପର ଲିକ୍ ନେଟୱର୍କର ଜଣେ ପ୍ରମୁଖ ସଦସ୍ୟ ଅପରେସନର ବିଷୟରେ ବୁଝାଇଛନ୍ତି । କେମିତି ହୁଏ ପେପର ଲିକ୍...
ନ୍ୟୁ ଜର୍ସି ହାଇସ୍କୁଲରେ ମୋଟ୍ ୪୧୯ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ରେଜଲ୍ଟ ଆସିବା ପରେ ତାଙ୍କୁ ପରବର୍ତ୍ତୀ ଶ୍ରେଣୀକୁ ପଦୋନ୍ନତି ଦିଆଯାଉଥିଲା। ଏହି ଅବସରରେ ବ୍ୟାଚରେ ଅନେକ ଯାଆଁଳା ଛାତ୍ରଛାତ୍ରୀ ମଞ୍ଚକୁ ଆସିଥିଲେ।
ଗିନ୍ନି ହିସଲପ୍ ନିଜ ବ୍ୟକ୍ତବ୍ୟରେ କହିଥିଲେ, ଏହି ଦିନ ପାଇଁ ଦୀର୍ଘ ସମୟ ଅପେକ୍ଷା କରିଛନ୍ତି। ଏଥିପାଇଁ ତାଙ୍କ ପୁରା ପରିବାର ତାଙ୍କୁ ସହଯୋଗ କରିଛି। ସମାରୋହରେ, ନାତି ନାତୁଣୀମାନେ ଯୋଗ ଦେବା ସହ ତାଙ୍କୁ ସମର୍ଥନ କରିଥିଲେ।
ଖରା ଛୁଟି ପରେ ସ୍କୁଲ୍ଗୁଡ଼ିକ ମଙ୍ଗଳବାର (ଜୁନ୍ ୧୮) ଖୋଲିଥିଲା। ହେଲେ ଖରାକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ଜିଲ୍ଲାରେ ସ୍କୁଲ୍ଗୁଡ଼ିକ ଖୋଲିନଥିଲା।
ହଟିଲେ NTA ଡିଜି । ନିଟ୍ ବିବାଦ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ ।
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ରୋକିବାକୁ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ କଠୋର ଦଣ୍ଡ ବ୍ୟବସ୍ଥା ସହ ଲାଗୁ ହେଲା 'ଆଣ୍ଟି ପେପର୍ ଲିକ୍' ଆଇନ ରହିଛି ୧୦ ବର୍ଷ ଯାଏଁ ଜେଲ୍ ଓ କୋଟିଏ ଟଙ୍କା ଜରିମାନା ଭଳି ପ୍ରାବଧାନ ।
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ରୋକିବାକୁ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ କଠୋର ଦଣ୍ଡ ବ୍ୟବସ୍ଥା ସହ ଲାଗୁ ହେଲା 'ଆଣ୍ଟି ପେପର୍ ଲିକ୍' ଆଇନ ରହିଛି ୧୦ ବର୍ଷ ଯାଏଁ ଜେଲ୍ ଓ କୋଟିଏ ଟଙ୍କା ଜରିମାନା ଭଳି ପ୍ରାବଧାନ ।
ପରୀକ୍ଷା ପରିଚାଳନାରେ ସଂସ୍କାର ପାଇଁ ମତାମତ ଦେବ କମିଟି। ଡାଟା ସୁରକ୍ଷା ମଜବୁତ, NTAର ଗଠନ ଓ କାର୍ଯ୍ୟପ୍ରଣାଳି ନେଇ ମତାମତ ଦେବ। ୨ ମାସ ମଧ୍ୟରେ କମିଟି ତାର ରିପୋର୍ଟ ଦେବାକୁ କହିଲା ମନ୍ତ୍ରାଳୟ।
ଆଇନ ଅନୁଯାୟୀ, ଯଦି କୌଣସି ବ୍ୟକ୍ତି ପ୍ରଶ୍ନପତ୍ର ଲିକ୍ ମାମଲାରେ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ତାଙ୍କୁ ୧୦ ବର୍ଷ ଜେଲ୍ ଏବଂ ୧କୋଟି ଟଙ୍କା ଜୋରିମାନା ହୋଇପାରେ।
ଅନିବାର୍ଯ୍ୟ କାରଣ ବଶତଃ ଏବଂ ଲଜିଷ୍ଟିକ୍ କାରଣରୁ ପରୀକ୍ଷା ସ୍ଥଗିତ ସୂଚନା । ପରୀକ୍ଷା ସ୍ଥଗିତ ନେଇ ଏନଟିଏର ବିଜ୍ଞପ୍ତି ପରେ ଚିନ୍ତାରେ ଛାତ୍ରଛାତ୍ରୀ ।
UGC-NET ପ୍ରଶ୍ନପତ୍ର ଲିକ୍ ହେବା ପରେ ସରକାର ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦେଇଛନ୍ତି । ଯାଞ୍ଚ ବେଳେ ସିବିଆଇ ଜାଣିବାକୁ ପାଇଛି କି UGC-NET ପ୍ରଶ୍ନପତ୍ର କେଉଁଠୁ ଲିକ୍ ହୋଇଛି ।
ନ୍ୟାସନାଲ ଟେଷ୍ଟିଂ ଏଜେନସି-NTAର ପାରିବା ପଣିଆକୁ ନେଇ ସନ୍ଦେହ ! ବିବାଦ ଘେରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ । ଦେଶର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ନେଇ ଖେଳ ଖେଳୁଥିବା ଅଭିଯୋଗରେ ଆଜି ରାଜଧାନୀ ଦିଲ୍ଲୀରେ ଏମିତି ଢଙ୍ଗରେ ତାତିଛନ୍ତି ବିଭିନ୍ନ ଛାତ୍ର ସଂଗଠନ ।
ପାଟନା ପୋଲିସ୍ ଖୁବଶୀଘ୍ର ବିସ୍ତୃତ ରିପୋର୍ଟ ପଠାଇବ। ପ୍ରାଥମିକ ସୂଚନା ଅନୁସାରେ ତ୍ରୁଟି କେବଳ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୀମିତ ରହିଛି।’