ଆପଣମାନେ କଫି କାଫେ ଦେଖିଥିବେ, ନେଟ୍ କାଫେ ବି ଦେଖିଥିବେ, ହେଲେ କେବେ ମାଥମେଟିକ୍ସ କାଫେ ଦେଖିଛନ୍ତି କି? କେଉଁଠି ରହିଛି ଏମିତି କାଫେ ଏବଂ କଣ ହୁଏ ସେହି କାଫେରେ ଆସନ୍ତୁ ଜାଣିବା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଶିଖରପୁରରେ ।
ଟେବୁଲ୍ ଉପରେ ପଡ଼ିଛି ଗଣିତ ବହି... ପାଖରେ ରହିଛି ପାଟି ସୁଆଦିଆ ସ୍ନାକ୍ସ ବିସ୍କୁଟ୍..ମନଭରି ଖାଇବେ ଆଉ ପାଠ ବି ପଢ଼ିବେ.. ତା'ପୁଣି ମାଗଣାରେ..ଆଶ୍ଚର୍ଯ୍ୟ ଲାଗୁଛି ନା ! କେଉଁଠି ରହିଛି ଏମିତି ବ୍ୟବସ୍ଥା ଆଉ ସେଠାରେ କଣ ସବୁ ହୁଏ ଦେଖନ୍ତୁ..
ଗତ ବର୍ଷ କରୋନା ପାଇଁ ମାଟ୍ରିକ୍ ପରୀକ୍ଷା ବାତିଲ ହୋଇଥିଲା। ବିକଳ୍ପ ମୂଲ୍ୟାୟନ ଆଧାରରେ ମାର୍କ ଦିଆଯାଇଥିଲା। ଯାହାକୁ ନେଇ ରାଜ୍ୟବ୍ୟାପୀ ଅସନ୍ତୋଷ ଦେଖାଦେଇଥିଲା।
ଓମିକ୍ରନ୍ର ଆଶଙ୍କା ଭିତରେ କାଲିଠାରୁ ଆରମ୍ଭ ହେବ ଦଶମ ସମ୍ମେଟିଭ ପରୀକ୍ଷା । ଚାରିଦିନ ଧରି ପରୀକ୍ଷା ଚାଲିବ ।
ଓମିକ୍ରନ୍ର ଆଶଙ୍କା ଭିତରେ କାଲିଠାରୁ ଆରମ୍ଭ ହେବ ଦଶମ ସମ୍ମେଟିଭ ପରୀକ୍ଷା । ଚାରିଦିନ ଧରି ପରୀକ୍ଷା ଚାଲିବ । ପ୍ରଥମ ତିନିଦିନ ଥିଓରୀ ପରୀକ୍ଷା ଥିବାବେଳେ ୮ ତାରିଖରେ କେବଳ ପ୍ରାକ୍ଟିକାଲ ପରୀକ୍ଷା ହେବ ।
ମାଟ୍ରିକ୍ ସମେଟିଭ୍ ପରୀକ୍ଷା ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛି। କରୋନା କଟକଣା ସହ ପରୀକ୍ଷା ହେବ। ଆସନ୍ତାକାଲିଠୁ ରାଜ୍ୟରେ ପ୍ରଥମ ଥର ପାଇଁ ମାଟ୍ରିକ୍ ଛାତ୍ରଛାତ୍ରୀ ସମେଟିଭ୍ ପରୀକ୍ଷା ଦେବେ।
କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦% ବୃଦ୍ଧି କରାଯାଇଛି। ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକଙ୍କ ଦରମା ୭,୪୦୦ରୁ ୧୧ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।
ଜୟଦେବ ବିହାର,ଭୁବନେଶ୍ବର ସ୍ଥିତ (ଅପ୍ଟି ପ୍ଲସ୍ ଏକାଡେମୀ ଫର ସିଭିଲ ସଭିସକୁ) ଓଡ଼ିଆ ମିଡିଆ ନିବେଦିତ ଓଡ଼ିଶା ଶିକ୍ଷା ସମ୍ନାନ, ୨୦୨୧ ତରଫରୁ ଓଡିଶାର ଶ୍ରେଷ୍ଠ ଆଏସ୍ କୋଚିଙ୍ଗ ଏକାଡେମୀ ଭାବରେ ସମ୍ନାନିତ କରାଯାଇଛି ।
ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ପୁନଃ ଖୋଲାଯିବା ନିମନ୍ତେ ନିର୍ଦ୍ଦେଶ ଜାରି କରିଥିଲେ। ଏହି ନିର୍ଦ୍ଦେଶ ମୁତାବକ ଆସନ୍ତାକାଲି ସ୍କୁଲ୍ ଖୋଲିବାର ଥିଲା।
ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଆସନ୍ତାକାଲି ସ୍କୁଲ୍ ଖୋଲିବାର ଥିଲା। ହେଲେ ଏବେ ଏହି ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି।
୪ ଦିନରେ ଦୁଇ ଗୁଣା ହେଲାଣି ରାଜ୍ୟର ଦୈନିକ କରୋନା ସଂକ୍ରମଣ। ଡିସେମ୍ବର ୨୮ ତାରିଖରେ ଦୈନିକ ସଂକ୍ରମଣ ୧୫୬ ଥିଲା। ବେଳେ ନୂଆବର୍ଷର ପ୍ରଥମ ଦିନରେ ଏହା ୨୯୮ ଛୁଇଁଛି।
ଓମକାର ଆଶୁତୋଷ ନ୍ୟାସନାଲ ଡିଫେନ୍ସ ଏକାଡେମୀ ପରୀକ୍ଷାରେ ଟପ୍ପର ହୋଇ ଏହି ଗୌରବ ଆଣିଛନ୍ତି। ଆଶୁତୋଷଙ୍କ ଘର ପୁରୀରେ।
ଓଡ଼ିଶାର ଓମକାର ଆଶୁତୋଷ ନ୍ୟାସନାଲ ଡିଫେନ୍ସ ଏକାଡେମୀ ପରୀକ୍ଷାରେ ଟପ୍ପର ହୋଇ ଏହି ଗୌରବ ଆଣିଛନ୍ତି।
ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ଆସନ୍ତା ୩ ତାରିଖରୁ ହିଁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେବା ସହ ଦ୍ୱନ୍ଦ୍ୱ ଦୂର କରିଛନ୍ତି।
ସେ ଜନ୍ମରୁ ଦିବ୍ୟାଙ୍ଗ। ସଳଖ ହୋଇ ଚାଲି ପାରନ୍ତି ନାହିଁ। କିନ୍ତୁ ତାଙ୍କ ଜୀବନରେ, ସେ ହଜାର ହଜାର ପିଲାଙ୍କୁ ସଳଖ ଭାବେ ଠିଆ ହେବାର ସୂତ୍ର ବତେଇଛନ୍ତି। ତାଙ୍କୁ ଏବେ ୭୨ ବର୍ଷ ବୟସ। ଦୀର୍ଘ ୫୮ ବର୍ଷ ଧରି ସେ ଏକ ଚାଟ୍ଟଶାଳି କରି ଶହ ଶହ ପିଲାଙ୍କୁ ପାଠ ପଢ଼ାଉଛନ୍ତି। ତାଙ୍କ ଚାଟ୍ଟଶାଳି ଏକ ସ୍କୁଲ ଭ୍ରମ ସୃଷ୍ଟି କରିଥାଏ। ଆସନ୍ତୁ ଭେଟିବା ଶିକ୍ଷାର ଆଲୋକ ବାଣ୍ଟୁଥିବା ଦିବ୍ୟାଙ୍ଗ ରାମ ସାରଙ୍କୁ।
ବାପା ବଢ଼େଇ କାମ କରି ବଡ଼ ପରିବାର ଚଳେଇଲା ବେଳକୁ ଟ୍ୟୁସନ ପଇସା ଦେବା ଟା ଭାରି କଷ୍ଟ। ସେଇଥିରେ ଇଂରାଜୀ ଦୁଇ ଅକ୍ଷର ଶିକ୍ଷିବା ପାଇଁ ରାଧାକାନ୍ତଙ୍କର ଭାରି ଇଛା ଥିଲେବି ସେତକ ସହଜ ନ ଥିଲା। ରାଧାକାନ୍ତ ନିପଟ ଗଧରୁ କେମିତି ହେଲେ ଇଂରାଜୀ ଶିକ୍ଷକ ଆଉ ଏବେ କେମିତି ଶହଶହ ଗରିବ ପିଲାଙ୍କୁ ପଢ଼ାଉଛନ୍ତି ମାଗଣାରେ ଚାଲନ୍ତୁ ଦେଖିବା ରାଉରକେଲାରୁ ପୂରା କାହାଣୀ।
ଆଗକୁ ନ୍ୟାସନାଲ ଆସେସ୍ମେଣ୍ଟ ଆଣ୍ଡ ଆକ୍ରେଡିଏସନ କାଉନସିଲ ବା ନାକ୍ ଟିମ୍ ରାଜ୍ୟରେ ଉଚ୍ଚଶିକ୍ଷାର ସ୍ଥିତି ଅନୁଧ୍ୟାନ ଲାଗି ଓଡ଼ିଶା ଆସିବ ।
ଜାନୁଆରୀ ୩ରୁ ଖୋଲିବ ପ୍ରାଇମେରୀ ସ୍କୁଲ । ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କର ଆରମ୍ଭ ହେବ ଶ୍ରେଣୀଗୃହ ଶିକ୍ଷାଦାନ । କରୋନାର ତୃତୀୟ ଲହର ଆଶଙ୍କା ଭିତରେ ପ୍ରାଇମେରୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
ଜାନୁଆରୀ ୩ରୁ ଖୋଲିବ ପ୍ରାଇମେରୀ ସ୍କୁଲ । ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କର ଆରମ୍ଭ ହେବ ଶ୍ରେଣୀଗୃହ ଶିକ୍ଷାଦାନ । କରୋନାର ତୃତୀୟ ଲହର ଆଶଙ୍କା ଭିତରେ ପ୍ରାଇମେରୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
ଅନେକ ଦିନ ବ୍ୟବଧାନ ପରେ ସ୍କୁଲ ଯିବେ ଛାତ୍ରଛାତ୍ରୀ । ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।
ଷଷ୍ଠରୁ ଦଶମ ଶ୍ରେଣୀ ଯାଏ ପିଲାଙ୍କୁ ପାଠ ପଢ଼ାଉଥିବା ଶିକ୍ଷକ ଶିକ୍ଷୟିତ୍ରୀ କ୍ଲାସ ରୁମରେ ମୋବାଇଲରେ ବ୍ୟକ୍ତିଗତ କଥା ହୋଇପାରିବେନି ବୋଲି ଗାଇଡ୍ଲାଇନ୍ ଜାରି ହୋଇଛି ।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଚଳିତ ବର୍ଷ ଯଦି ଜେନେରାଲ୍ ପରୀକ୍ଷା ନ ହୋଇପାରିବ, ସେ କ୍ଷେତ୍ରରେ ଆସେସ୍ମେଣ୍ଟ ପରୀକ୍ଷା କାମରେ ଲାଗିବ ବୋଲି ମନ୍ତ୍ରୀ କହିଛନ୍ତି। ଗୋଷ୍ଠୀ ଶିକ୍ଷା ଅଧିକାରୀମାନଙ୍କ ସହ ଶିକ୍ଷା ବିଭାଗ ନିୟମିତ ଯୋଗାଯୋଗରେ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।
୫ ବର୍ଷୀୟ ଡିଗ୍ରୀ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଅଣ୍ଡର ଗ୍ରାଜୁଏଟ୍ ଏବଂ ସ୍ନାତକୋତ୍ତରରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଏଥିପାଇଁ ଆବେଦନ କରିପାରିବେ ।
ମାର୍ଚ୍ଚରେ ଦ୍ୱାଦଶ ପରୀକ୍ଷା ଲାଗି ଅଂଟା ଭିଡ଼ିଛନ୍ତି ରାଜ୍ୟ ସରକାର