NIRF ରାଙ୍କିଙ୍ଗରେ ଇଞ୍ଜିନିୟରିଂ, ମେଡିକାଲ, ମ୍ୟାନେଜମେଣ୍ଟ, ଆଇନ, ଫାର୍ମାସି, କୃଷି ବିଜ୍ଞାନ ଭଳି ଶିକ୍ଷାନୁଷ୍ଠାନ ସମେତ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକର ମାନ ନିର୍ଦ୍ଧାରଣ କରାଯାଇଛି ।
ଗତ ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ହୋଇଥିଲା ଓଜେଇଇ ପରୀକ୍ଷା। ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ।
ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ, ଓଜେଇଇ ୱେବସାଇଟ ଜରିଆରେ ରେଜଲ୍ଟ ମିଳିପାରିବ
ପୂର୍ବାହ୍ନ ୧୧ଟାରେ OJEE ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । OJEE ୱେବସାଇଟ ଜରିଆରେ ରେଜଲ୍ଟ ଦେଖିହେବ ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଦିଆଯାଇଥିବା ୱେବସାଇଟ orissaresults.nic.inରେ ରେଜଲ୍ଟ ଦୀର୍ଘ ସମୟ ଯାଏଁ ଉପଲବ୍ଧ ନହେବାରୁ ପରୀକ୍ଷାର୍ଥୀଙ୍କ ଚିନ୍ତା ବଢିଯାଇଥିଲା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଦିଆଯାଇଥିବା ୱେବସାଇଟ orissaresults.nic.inରେ ରେଜଲ୍ଟ ଦୀର୍ଘ ସମୟ ଯାଏଁ ଉପଲବ୍ଧ ନହେବାରୁ ପରୀକ୍ଷାର୍ଥୀଙ୍କ ଚିନ୍ତା ବଢିଯାଇଥିଲା
ବଦଳିବ ଯୁକ୍ତ ୨ ପରୀକ୍ଷା ଢାଞ୍ଚା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କାଉନସିଲ୍ ପ୍ରକ୍ରିୟା ଆରମ୍ଭ କରିଛି।
ଦେଢ଼ ଘଣ୍ଟା କାଳ ସର୍ଭର ଡାଉନ ଯୋଗୁଁ ୱେବସାଇଟ୍ ଖୋଲୁ ନଥିଲା ।
ଦିନ ୧୧ଟାରୁ ରେଜଲ୍ଟ ଘୋଷଣା ହୋଇଥିଲେ ବି ଏଯାଏ ରେଜଲ୍ଟ ଦେଖିହେଉନି ।
ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ ।
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଆଜି ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା ହୋଇଛି।
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା ହେବ।
କାଲି ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ଫଳ । କଳା ଓ ଧନ୍ଦାମୂଳକ ଫଳ ପ୍ରକାଶନରେ ଆହୁରି ଡେରି । ପରିଷଦର ବ୍ୟବସ୍ଥାଗତ ତ୍ରୁଟିକୁ ଦାୟୀ କଲେ ଶିକ୍ଷାବିତ୍ ।
ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ।
୨୦୨୩-୨୪ ଅର୍ଥାତ୍ ଚଳିତ ବର୍ଷରୁ +୨ ସିଟ୍ ବଢ଼ାଇବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲ୍ରେ ଆଇଟି ଲ୍ୟାବ୍ ଉପଲ୍ଲବ୍ଧ ହେବ।
ଏନେଇ CHSE ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ।
ସେମିଳିଗୁଡ଼ାରେ ନିର୍ମାଣ ସତ୍ତ୍ୱେ ଭାରତମାଳା ସଡ଼କ ପାଇଁ ହେଲାନି କାର୍ଯ୍ୟକ୍ଷମ । ନୂଆ କୋଠା ପାଇଁ ନୂଆ ସ୍ଥାନ ଚିହ୍ନଟରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ ।
ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି ।
ଆସନ୍ତା ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆସନ୍ତା ୨୯ରୁ ଆରମ୍ଭ ହେବ । ମାତ୍ର ମନ ପସନ୍ଦର କଲେଜରେ ସିଟ୍ ମିଳିବ ନା ନାହିଁ ତାକୁ ନେଇ ପିଲାଙ୍କ ଭିତରେ ଦ୍ୱନ୍ଦ୍ୱ। ଅନ୍ୟପଟେ ସିଟ୍ ବଢିବ ନା ନାହିଁ ସେନେଇ ଗଣଶିକ୍ଷା ବିଭାଗରେ ଏଯାଏ ଅଙ୍କ ଛିଡ଼ୁନି। ସେପଟେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ WIFI ସେବା ଉପଲବ୍ଧ ସହ ପିଲାଙ୍କୁ ଦୈନିକ ୱାନ୍ GB ଡାଟା ଫ୍ରି ରେ ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।
ମେ’ ୨୯ ରୁ ଖୋଲିବ ସାମ୍ସ ପୋର୍ଟାଲ । ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡ଼ମିଶନ ପାଇଁ ଛାତ୍ରଛାତ୍ରୀ କରିବେ ଆବେଦନ । ପିଲାମାନେ ଜୁନ ୨୦ ଯାଏ ଆବେଦନ କରିପାରିବେ ।
ଆଇଏଏସ କୋଚିଂ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ହେଲେ ଫଳ ଶୂନ। ତଥ୍ୟ କହୁଛି ୨୦୧୬ରୁ ୨୦୧୮ ଯାଏଁ ରାଜ୍ୟରେ ୫୦ରୁ ଅଧିକ ଡିଗ୍ରୀ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ ମାଗଣା କୋଚିଂ ସେଣ୍ଟର ଖୋଲିଥିଲେ ସରକାର। ଏଥିପାଇଁ ଖର୍ଚ୍ଚ ହୋଇଥିଲା ୧ କୋଟି ୮୨ ଲକ୍ଷ।
ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପରେ ଅତ୍ୟଧିକ ଚାପ ସୃଷ୍ଟି କରିଥିଲା । ତେବେ କୋଭିଡ୍ କହର କମିବା ପରେ ପୁଣି ଥରେ କେବଳ ଦଶମ ଶ୍ରେଣୀରେ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି ।
ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିଲେ, ହେଲେ ସବୁଦିନ ପାଇଁ ସେ ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ବସିଲେ।