ଆଜି ଘୋଷଣା ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ତାରିଖ । କଟକ ବୋର୍ଡ କାର୍ଯ୍ୟାଳୟରେ ଦିନ ୧୧ଟା ୩୦ରେ ଘୋଷଣା ହେବ । ଏନେଇ ସୂଚନା ଦେଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ।
OPSC ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡି । ବାରମ୍ବାର ନିବେଦନ ପରେ ବି ବିଶ୍ୱବିଦ୍ୟାଳୟରୁ ରିଲିଭ ହେଉ ନାହାନ୍ତି ପ୍ରାଧ୍ୟାପକ । ବିଳମ୍ବ ହେବ କି oas main ପରୀକ୍ଷା ଫଳ ପ୍ରକାଶନ ?
OPSC ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡି । ବାରମ୍ବାର ନିବେଦନ ପରେ ବି ବିଶ୍ୱବିଦ୍ୟାଳୟରୁ ରିଲିଭ ହେଉ ନାହାନ୍ତି ପ୍ରାଧ୍ୟାପକ । ବିଳମ୍ବ ହେବ କି oas main ପରୀକ୍ଷା ଫଳ ପ୍ରକାଶନ ?
ପିଲାମାନେ cisce.org ଓ results.cisce.org ସାଇଟରେ ରେଜଲ୍ଟ ଦେଖିପାରିବେ । ଡିଜିଲକର ଓ SMS ଜରିଆରେ ମଧ୍ୟ ରେଜଲ୍ଟ ଜାଣି ହେବ ।
ଚଳିତବର୍ଷ ଚଳିତବର୍ଷ ପ୍ରାୟ ୨ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେଇଛନ୍ତି ।
ଆଜି ICSEର ଦଶମ ଓ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ବାହାରିବ ବୋଲି ଜଣାପଡ଼ିଛି। ଆଜି ଅପରାହ୍ଣ ୩ଟାରେ ICSEର ଅଫିସିଆଲ୍ ୱେବ୍ସାଇଟ୍- results cisce.org ରେ ରେଜଲ୍ଟ ଉପଲ୍ଲବ୍ଧ ହେବ।
ଶିକ୍ଷକତା ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ଥରେ OTETରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ।
କମିଲା ପାସ୍ ହାର । ବାଜି ମାରିଲେ ଛାତ୍ରୀ । ଆଜି CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିବାରୁ ସ୍କୁଲ ଗୁଡ଼ିକରେ ଉତ୍ସବର ମାହୋଲ ।
ପ୍ରକାଶ ପାଇଲା CBSE ରେଜଲ୍ଟ । ଉଭୟ ଦଶମ ଦ୍ୱାଦଶରେ ବାଜି ମାରିଲେ ଛାତ୍ରୀ । ଦଶମରେ ପାସ ହାର ୯୩.୧୨% ଥିବା ବେଳେ ଦ୍ୱାଦଶରେ ପାସ ହାର ରହିଛି ୮୭.୩୩% ।
ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍ସାଇଟ୍ରୁ ରେଜଲ୍ଟ ଦେଖିପାରିବେ ।
ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍ସାଇଟ୍ରୁ ରେଜଲ୍ଟ ଦେଖିପାରିବେ ।
ଆଜି ପ୍ରକାଶ ପାଇପାରେ ସିବିଏସଇ ରେଜଲ୍ଟ। ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍ସାଇଟ୍ରୁ ରେଜଲ୍ଟ ଦେଖିପାରିବେ।
ୟୁନିଭର୍ସିଟି ହେବାର ୨୧ ମାସ ପରେ ବି ୟୁଜିସି କିମ୍ବା ଏନସିଟିଇ ତାଲିକାରେ ନାହିଁ ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟର ନାଁ ।
ନାମଫଳକ ବଦଳିଲା, କୁଳପତି ନିଯୁକ୍ତ ହେଲେ। କିନ୍ତୁ ଏହା ଭିତରେ ୟୁନିଭର୍ସିଟି ଗଠନକୁ ଦୁଇ ବର୍ଷ ହେବାକୁ ଯାଉଥିଲା ବେଳେ, ଛାତ୍ରଛାତ୍ରୀଙ୍କ ଅଭିଯୋଗ ନା ଖଲିକୋଟ ବିଶ୍ୱବିଦ୍ୟାଳୟକୁ ଏଯାଏଁ ୟୁଜିସି ସ୍ୱୀକୃତି ମିଳିଛି, ନା ଏନ୍ସିଟିଇ ବା ନ୍ୟାସନାଲ କାଉନସିଲ ଫର ଟିଚର ଏଜୁକେନ୍ ତାଲିକାରେ ୟୁନିଭର୍ସିଟିର ନାଁ ଅଛି ।
ଖୁବ୍ଶୀଘ୍ର ସିବିଏସ୍ଇ ଏହାର ଚଳିତ ବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ରେଜଲ୍ଟ ପ୍ରକାଶ କରିବ ବୋଲି ଜଣାପଡ଼ିଛି। ଛାତ୍ରଛାତ୍ରୀଙ୍କ ଦଶମ ଓ ଦ୍ୱାଦଶ ଶ୍ରେଣୀର ମାର୍କସିଟ୍ ଓ ପାସିଂ ସାର୍ଟିଫିକେଟ୍ ଡିଜିଲକର୍ ଆପ୍(DigiLocker App)ରେ ଅପ୍ଲୋଡ୍ ହେବ।
ଦ୍ୱାଦଶ ପରେ କ’ଣ କରିବା? ଦ୍ୱାଦଶ ପାଶ୍ ପରେ ଏହି ପ୍ରଶ୍ନ ନିଶ୍ଚିତ ଭାବରେ ପ୍ରତ୍ୟେକ ଛାତ୍ରଙ୍କ ମନରେ ଆସେ। ଦ୍ୱାଦଶ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ, ଟେକ୍ନୋଲୋଜି କ୍ଷେତ୍ରରେ କ୍ୟାରିୟର କରିବା ଏକ ଉତ୍ତମ ବିକଳ୍ପ ବୋଲି ପ୍ରମାଣିତ ହେବ। ଆସନ୍ତୁ ସେ ବିଷୟରେ ପୂରା ଜାଣିନେବା।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏସମ୍ପର୍କରେ ସୂଚନା ଦେଇଛନ୍ତି ।
ଆଜି ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା(NEET)। ଚଳିତ ବର୍ଷ ୧୮ ଲକ୍ଷ ୭୨ ହଜାର ୩୪୧ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଛନ୍ତି।
NEET Ug ୨୦୨୩ ଅଫିସିଆଲ୍ ଡ୍ରେସ୍ କୋଡ୍ ଜାରି କରିଛି। ପୁଅ-ଝିଅଙ୍କ ପାଇଁ ଅଲଗା ଅଲଗା ଡ୍ରେସ୍ କୋଡ୍ ଜାରି ହୋଇଛି। କେହି ବି ଫୁଲ୍ ସାର୍ଟ ପିନ୍ଧି ପାରିବେ ନାହିଁ। ସେହିପରି ଆଉ କ’ଣ ରହିଛି ଆସନ୍ତୁ ଜାଣିବା।
ବାହାରେ ଚକଚକ, ଭିତରେ ଫମ୍ପା: ରାଜ୍ୟ ସରକାରଙ୍କ ଚୂନବୋଳା 5T ସ୍କୁଲର ଫିଟୁଛି ଅସଲ ଚେହେରା, ନାଁକୁ ସ୍ମାର୍ଟ, ନିମ୍ନମାନର କାମ ଯୋଗୁ କେଉଁଠି ବ୍ଲାକବୋର୍ଡ ଧଡ଼ ଧଡ଼ ତ କେଉଁଠି ଓହଳି ପଡ଼ିଲାଣି କବାଟ, ନବରଙ୍ଗପୁର ରାଇଘରରେ ବିଡିଓଙ୍କୁ ଘେରିଲେ ଲୋକେ
ବିଦ୍ୟାଳୟର ଶୈକ୍ଷିକ ବାତାବରଣ ଧୀରେ ଧୀରେ ସୁଧୁରି ଆସିଥିଲା। କିନ୍ତୁ ହଠାତ ବିଦ୍ୟାଳୟ ଛୁଟି ଥିବା ବେଳେ ପ୍ରଧାନଶିକ୍ଷକଙ୍କ ହଠାତ ବଦଳିକୁ କେହି ସହଜରେ ଗ୍ରହଣ କରିପାରୁନାହାଁନ୍ତି ।
୧୫ ଦିନ ଭିତରେ ପୁନର୍ବିଚାର କରିବାକୁ ନାକ୍ ନିକଟରେ ଆବେଦନ କରାଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।
ଖରାଛୁଟି ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ମେ’ ୧ ତାରିଖରୁ ଅବକାଶକାଳୀନ ଗୃହକାର୍ଯ୍ୟ ବା ହଲିଡେ’ ହୋମ୍ ୱାର୍କ ପ୍ରୋଗ୍ରାମ ଆରମ୍ଭ ହୋଇଛି। ପ୍ରତ୍ୟେକ ଜିଲ୍ଲାରେ ସହାୟତା କେନ୍ଦ୍ର ଖୋଲା ଯାଇ ୪ ଜଣ ବିଷୟ ଭିତ୍ତିକ ଓ ଅଭିଜ୍ଞ ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି।
ଗତମାସରେ ନାକ୍ ଟିମ୍ କ୍ୟାମ୍ପସରେ ଅନୁଧ୍ୟାନ କରି ରିପୋର୍ଟ ଦେବା ପରେ ଖସିଛି ମାନ୍ୟତା ।
ଯେଉଁ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଥିବେ, ସେମାନେ ସେମାନଙ୍କର ରେଜଲ୍ଟ କେମିତି ଜାଣିବେ....