୨୦୨୩-୨୪ ଅର୍ଥାତ୍ ଚଳିତ ବର୍ଷରୁ +୨ ସିଟ୍ ବଢ଼ାଇବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲ୍ରେ ଆଇଟି ଲ୍ୟାବ୍ ଉପଲ୍ଲବ୍ଧ ହେବ।
ଏନେଇ CHSE ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ।
ସେମିଳିଗୁଡ଼ାରେ ନିର୍ମାଣ ସତ୍ତ୍ୱେ ଭାରତମାଳା ସଡ଼କ ପାଇଁ ହେଲାନି କାର୍ଯ୍ୟକ୍ଷମ । ନୂଆ କୋଠା ପାଇଁ ନୂଆ ସ୍ଥାନ ଚିହ୍ନଟରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ ।
ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି ।
ଆସନ୍ତା ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆସନ୍ତା ୨୯ରୁ ଆରମ୍ଭ ହେବ । ମାତ୍ର ମନ ପସନ୍ଦର କଲେଜରେ ସିଟ୍ ମିଳିବ ନା ନାହିଁ ତାକୁ ନେଇ ପିଲାଙ୍କ ଭିତରେ ଦ୍ୱନ୍ଦ୍ୱ। ଅନ୍ୟପଟେ ସିଟ୍ ବଢିବ ନା ନାହିଁ ସେନେଇ ଗଣଶିକ୍ଷା ବିଭାଗରେ ଏଯାଏ ଅଙ୍କ ଛିଡ଼ୁନି। ସେପଟେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ WIFI ସେବା ଉପଲବ୍ଧ ସହ ପିଲାଙ୍କୁ ଦୈନିକ ୱାନ୍ GB ଡାଟା ଫ୍ରି ରେ ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।
ମେ’ ୨୯ ରୁ ଖୋଲିବ ସାମ୍ସ ପୋର୍ଟାଲ । ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡ଼ମିଶନ ପାଇଁ ଛାତ୍ରଛାତ୍ରୀ କରିବେ ଆବେଦନ । ପିଲାମାନେ ଜୁନ ୨୦ ଯାଏ ଆବେଦନ କରିପାରିବେ ।
ଆଇଏଏସ କୋଚିଂ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ହେଲେ ଫଳ ଶୂନ। ତଥ୍ୟ କହୁଛି ୨୦୧୬ରୁ ୨୦୧୮ ଯାଏଁ ରାଜ୍ୟରେ ୫୦ରୁ ଅଧିକ ଡିଗ୍ରୀ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ ମାଗଣା କୋଚିଂ ସେଣ୍ଟର ଖୋଲିଥିଲେ ସରକାର। ଏଥିପାଇଁ ଖର୍ଚ୍ଚ ହୋଇଥିଲା ୧ କୋଟି ୮୨ ଲକ୍ଷ।
ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପରେ ଅତ୍ୟଧିକ ଚାପ ସୃଷ୍ଟି କରିଥିଲା । ତେବେ କୋଭିଡ୍ କହର କମିବା ପରେ ପୁଣି ଥରେ କେବଳ ଦଶମ ଶ୍ରେଣୀରେ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି ।
ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିଲେ, ହେଲେ ସବୁଦିନ ପାଇଁ ସେ ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ବସିଲେ।
ମେ’ ୨୬ରୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲ୍ଅପ୍ ପ୍ରକ୍ରିୟା ଜାରି ରହିବ ।
ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି ।
୩୮ ନମ୍ବର ରାଙ୍କ ରଖି ସାରା ଜଗତସିଂହପୁର ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି ଅନୁପ ଦାସ। ଅବଶ୍ୟ UPSC ପରୀକ୍ଷା ତାଙ୍କ ପାଇଁ ନୂଆ ନୁହେଁ। କିନ୍ତୁ ଭଲ ରାଙ୍କ ଆସିନଥିବାରୁ ଏଥର ପୁଣି ଥରେ UPSC ପରୀକ୍ଷା ଦେଇ ୩୮ ନମ୍ବର ରାଙ୍କ ଆଣିଛନ୍ତି।
ପ୍ରଥମ ଆଟେମ୍ପ୍ଟରେ ମୁଁ ପ୍ରିଲିମ୍ରେ ସଫଳତା ପାଇପାରିନଥିଲି। ଓଏଏସ୍ ପରୀକ୍ଷାରେ ମୋର ସଫଳତା ମୋତେ ନୂଆ ଆଶା ଦେଇଥିଲା।
ଆମେ ସାଧାରଣ ପରିବାର ହୋଇବି ଝିଅର ଏତେ ବଡ଼ ସଫଳତା ମୋତେ ଖୁସି ଦେଇଛି। ମୁଁ ନିଜେ ସିନା ଉଚ୍ଚଶିକ୍ଷିତ ହୋଇପାରିଲିନି, କିନ୍ତୁ ମୋର ୩ ପିଲା ମଣିଷ ହୋଇପାରିଛନ୍ତି।
UPSC ପକ୍ଷରୁ ପରିଚାଳିତ ସିଭିଲ୍ ସର୍ଭିସ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି ।
କଳା ବିଜ୍ଞାନ ଓ ବାଣିଜ୍ୟ ବର୍ଗରେ ଅଧିକ ଇଛୁକ ହେଉଥିବାରୁ ଯୁକ୍ତ ଦୁଇ ଆଡମିଶନ ସମସ୍ୟା ଉପୁଜୁଛି । ସେଥିପାଇଁ ମାଟ୍ରିକ୍ ପଢୁଥିବା ସମୟରେ ପିଲା ଓ ଅଭିଭାବକଙ୍କୁ ରାଜ୍ୟରେ ଥିବା ଧନ୍ଦାମୂଳକ ଶିକ୍ଷାନୁଷ୍ଠାନରେ ପଢିବା ଲାଗି ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ବଢ଼ିବ କି ଯୁକ୍ତ ଦୁଇ ସିଟ୍ ! ମାଟ୍ରିକ ପାସ୍ ହାରଠୁ ଯୁକ୍ତ ଦୁଇ ସିଟ୍ ସଂଖ୍ୟା କମ୍। ବଢ଼ିଲା ଯୁକ୍ତ ଦୁଇ ଆଡମିଶନ ଟେନସନ୍। ପଛୁଆ ଅଞ୍ଚଳର କୃତୀ ପିଲାଙ୍କୁ ଘାରିଲାଣି ଡ୍ରପ୍ ଆଉଟ୍ ଭୟ। ଖାଲି ସେତିକି ନୁହେଁ ମାଟ୍ରିକରେ ରେକର୍ଡ ୯୬.୪୦ ପ୍ରତିଶତ ପାସ୍ ହାର ରହିବା ପରେ କଲେଜଗୁଡିକରେ କଟ୍ ଅଫ୍ ମାର୍କ ଚଳିତ ବର୍ଷ ଯଥେଷ୍ଟ ବଢିପାରେ। ଯେଉଁଥିଲାଗି ଅନେକ ମେଧାବୀ ଛାତ୍ରଛାତ୍ରୀ ଅଗ୍ରଣୀ କଲେଜଗୁଡିକରେ ପଢିବାର ସୁଯୋଗ ନପାଇପାରନ୍ତି।
ସୀମିତ ସିଟରେ କୃତୀ ଛାତ୍ରଛାତ୍ରୀ କିପରି ଆଡମିଶନ କରିବେ ତାହା ଏବେ ବଡ ପ୍ରଶ୍ନ
‘କୋଭିଡ଼ ଢାଞ୍ଚା ବଦଳିବ, ଏବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ’
ସୋରରେ ପାନ ଦେକାନୀଙ୍କ ଝିଅ ତ ବ୍ରହ୍ମପୁରରେ ସାଧାରଣ ମେକାନିକ୍ ର ପୁଅ ମାଟ୍ରିକରେ ଏୱାନ୍..ଟପର ଲିଷ୍ଟରେ ବାରିପଦାର ସ୍କୁଲ ପିଅନଙ୍କ ପୁଅ..
ପ୍ରକାଶ ପାଇଲା ମାଟ୍ରିକ ଫଳ: ପାସ୍ ହାର ୯୬.୪୦ ପ୍ରତିଶତ, ପଛରେ ପଡ଼ିଲେ ପୁଅ..କଟକ-ଜଗତସିଂହପୁରରେ ସର୍ବାଧିକ ରେଜଲ୍ଟ । ମାଲକାନଗିରିରେ ସବୁଠୁ କମ୍..୨୩ରୁ ରି ଚେକିଂ, ଖୁବଶୀଘ୍ର ସପ୍ଲିମେଣ୍ଟାରୀ ପରୀକ୍ଷା ତାରିଖ ଘୋଷଣା..
ଗତଥର ରାଜ୍ୟ ବୋର୍ଡର ପାସ୍ ହାର ଥିଲା ୯୦. ୫୫% । ଏଥରେ ସେଥିରେ ୫.୮୫ ପ୍ରତିଶତ ବୃଦ୍ଧି ଘଟିଛି । ଅନ୍ୟପକ୍ଷରେ ଚଳିତ ଥର କଟକ ଓ ଜଗତସିଂହପୁରରେ ସର୍ବାଧିକ ପାସ୍ ହାର ରହିଛି ୯୭.୯୯% ।
ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା, କିନ୍ତୁ ଏଥର ହେବ। ଫେଲ୍ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ଏହି ପରୀକ୍ଷା ହେବ।