ଶିକ୍ଷା ବର୍ଷ ଅଧାରୁ ନବମରେ ନୂଆ କୋର୍ସ ସବୁ ଲାଗୁ ହେବ । ଏହାକୁ ପଢ଼ାଇବାକୁ ସମୟ ସାରଣୀ କଣ ରହିବ ? କିଏ ଏହାକୁ ପଢାଇବେ ? ତାହା ବି ଏଯାଏ ସ୍ପଷ୍ଟ କରିନି ବୋର୍ଡ ।
ଓଡିଶା ସମେତ ଛତିଶଗଡ଼, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ଅନେକ ସ୍କୁଲ ନିର୍ମାଣ କରିସାରିଲେଣି ।
ପାଠ ସହ ଶାଠ ପାଇଁ ବି ଛାତ୍ରଛାତ୍ରୀଙ୍କୁ ମାର୍କ ମିଳିବ। ମାଟ୍ରିକ୍ ବୋର୍ଡ ଇତିହାସରେ ପ୍ରଥମ ଥର ପାଇଁ ପାଠ୍ୟକ୍ରମରେ ଏଭଳି ସଂସ୍କାର ଅଣାଯାଇଛି।
ପିଲାଙ୍କ ବୌଦ୍ଧିକ ଓ ଶାରୀରିକ ବିକାଶ ଉଦ୍ଦେଶ୍ୟ । ଉଭୟ ନବମ ଓ ଦଶମ ଶ୍ରେଣୀ ପିଲା ପଢ଼ିବେ । ୧୦୦ ମାର୍କର ହେବ ପରୀକ୍ଷା ।
ଚଳିତ ବର୍ଷ ନବମ ଶ୍ରେଣୀରୁ ନୂଆ ବିଷୟ ଆରମ୍ଭ ହେବ।
ଶିକ୍ଷା ଅଧିକାରୀଙ୍କ ଅଫିସରେ ଶିକ୍ଷାର ଏ କି ଅବମାନନା ? ଏଠି ଯଦି ଶିକ୍ଷାର ଅବସ୍ଥା ଏମିତି ତେବେ ବାହାରେ କେମିତି ଚାଲିଥିବ ଶିକ୍ଷା ଦାନ ?
ପିଲାଙ୍କୁ ରୋଷେୟା ପାଠ ପଢ଼ାଇଲେ ତାଙ୍କର ଭବିଷ୍ୟତ କ’ଣ ହେବ ? ଆଗକୁ ଯାଇ ସେମାନେ କରିବେ କ’ଣ ?
ସାତଟି ଶ୍ରେଣୀକୁ ମାତ୍ର ଦୁଇଜଣ ଶିକ୍ଷକ l ଥରେ ଚିନ୍ତା କରନ୍ତୁ କେମିତି ପାଠ ପଢା ଚାଲିଥିବ ସେହି ସବୁ ସ୍କୁଲରେ ?
ଅଭିଯୋଗ ଶୁଣିବା ପରେ ୧ ମାସ ମଧ୍ୟରେ ଦାବି ପୂରଣ କରିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘ ସୂଚନା ଦେଇଛି।
କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଗାଇଡଲାଇନ୍ ଜାରି କରିଛି କିନ୍ତୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଯାଏ କୌଣସି ନିଷ୍ପତ୍ତି ହୋଇନି।
ରାଜ୍ୟରେ ବିନା ସ୍ପେଶାଲ ଏଜୁକେଟରରେ ଚାଲୁଛି ସ୍କୁଲ୍। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବି ନିଯୁକ୍ତ ହେଉନାହାଁନ୍ତି ସ୍ବତନ୍ତ୍ର ଶିକ୍ଷକ।
ଏହି ସବୁ କାହାଣୀ ଜାଣିବା ପରେ ନିସ୍କର୍ଷ ହେଲା, ମନରେ ଦୃଢ଼ ଇଚ୍ଛାଶକ୍ତି ଥିଲେ ଉପାୟ ଆପେ ଆପେ ଆସେ । ଯାହାକୁ ଏମାନେ ଶତପ୍ରତିଶତ ପ୍ରମାଣ କରି ଦେଖାଇଛନ୍ତି ।
ଏଣିକି ଓଡ଼ିଆ ଭାଷାରେ ଦେଇ ହେବ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ଇଣ୍ଟଭର୍ୟୁ । ସବୁ କିଛି ଏବେ ଓଡ଼ିଆରେ ହେବ । ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ ।
ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ଓଏଏସ୍ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ ।
ପ୍ରତିବନ୍ଧକ ଯେତେ ଶକ୍ତିଶାଳୀ ହେଉନା କାହିଁକି, ଯଦି ଦୃଢ଼ ଇଛାଶକ୍ତି ଓ ପରିଶ୍ରମରୁ ଲକ୍ଷ୍ୟ ବିତ୍ୟୁତ ହୁଏନି । ତାହାଲେ ସଫଳତାର ଶୀର୍ଷ ଛୁଇଁବାଟା ଏକଦମ୍ ନିଶ୍ଚିତ ହୋଇଥାଏ । ଯାହାର ସଦ୍ୟ ସଦ୍ୟ ପ୍ରମାଣ ମିଳିଛି, ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ କୃତକାର୍ଯ୍ୟଙ୍କ କ୍ଷେତ୍ରରେ ।
ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ କୃତକାର୍ଯ୍ୟଙ୍କ କ୍ଷେତ୍ରରେ ଏମିତି କିଛି ଅଛନ୍ତି, କିଏ ଦୃଷ୍ଟିବାଧିତ ତ ପୁଣି କିଏ ଦିନ ମଜୁରିଆର ପୁଅ ।
ଆଉ ୨ଟି ନୁହେଁ, ଏଣିକି ଗୋଟିଏ ଅପସନାଲ୍ ବିଷୟ ଆଶାୟୀ ବାଛିବେ।
ଆପଣଙ୍କର ଗାଡି ପ୍ରତି ଆଗ୍ରହ ଅଛି କି? ଏହା ସହ ଆପଣ ପାଖରେ କିଛି କ୍ରିଏଟିଭ୍ ଆଇଡିଆ ଅଛି କି? ତେବେ ଆପଣ ବି ହୋଇପାରିବେ ଅଟୋମୋବାଇଲ୍ ଡିଜାଇନର୍। ୧୦ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଦରମା ବି ପାଇପାରିବେ।
ଯଦି ପେପରର ଅନ୍ତର୍ଜାତୀୟ ଦର ବୃଦ୍ଧି ପ୍ରଭାବ ଉତ୍କଳ ୟୁନିଭର୍ସିଟି ଉପରେ ପଡିଲା ତେବେ ଅନ୍ୟ ବିଶ୍ୱବିଦ୍ୟାଳୟ ଗୁଡିକ ଉପରେ ପଡିଲାନି କିପରି?
ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।
ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।
ଜଣେ ନାଗରିକ, ଦୁନିଆର କୌଣସି ବି କୋଣରୁ ତଥ୍ୟ ବା ଜ୍ଞାନ ଆହରଣ କରିପାରିବ ଓ ତାର ଫାଇଦା ଉଠାଇପାରିବ ।
ଇଂରାଜୀ କିମ୍ବା ଓଡ଼ିଆ ଭାଷାରେ ପରୀକ୍ଷା ଦେଇପାରିବେ ପରୀକ୍ଷାର୍ଥୀ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ OPSCକୁ ଚିଠି
ଆଜିଠୁ +2 ପ୍ରଥମ ବର୍ଷ ପାଠପଢ଼ା, ରାଜ୍ୟର ବିଭିନ୍ନ କଲେଜରେ ଆରମ୍ଭ ହେବ କ୍ଲାସ୍ । ଆଡମିଶନ୍ ନେଇଛନ୍ତି ସାଢ଼େ ୩ ଲକ୍ଷ ପିଲା ।
ଆପଣ ଦ୍ୱାଦଶ ପରେ କ’ଣ କରିବେ କ’ଣ ନ କରିବେ ଏହାକୁ ନେଇ ଚିନ୍ତା କରୁଛନ୍ତି କି। ତେବେ ଚିନ୍ତାରୁ ମୁକ୍ତ ହୁଅନ୍ତୁ। ବିଜ୍ଞାନ ରଖି ଆପଣ ଯଦି ଦ୍ୱାଦଶ ପାଶ୍ କରିଛନ୍ତି ତେବେ କ’ଣ କରିବେ ଏଠି ଦେଖନ୍ତୁ।