ଓଡିଶାରୁ ଈଶ୍ୱର ଚନ୍ଦ୍ର ନାୟକ ଆଜି ଗୁରୁଦିବସ ଅବସରରେ ସମ୍ବର୍ଦ୍ଧିତ ହୋଇଛନ୍ତି ।
କେନ୍ଦ୍ର ସରକାରଙ୍କ ୨୦୨୦-୨୧ ବର୍ଷ ୟୁଡିଆଇଏସ୍ଇ ପ୍ଲସ୍ ରିପୋର୍ଟର ତଥ୍ୟ ଅନୁସାରେ ରାଜ୍ୟରେ ମୋଟ୍ ୧ ଲକ୍ଷ ୩ ହଜାର ୫୮ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ନାଁ ଲେଖାଇଛନ୍ତି।
ଚଳିତବର୍ଷ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ।
ପରୀକ୍ଷାର ୮ମାସ ପରେ ବି ବାହାରିପାରୁନି OCS ଓ OJS ଫଳ । ମୂଲ୍ୟାୟନକାରୀ ନଥିବାରୁ ଉଚ୍ଚଶିକ୍ଷା ବିଭାଗକୁ OPSCର ଚିଠି ।
ରାଜକନିକା ବ୍ଲକ ରାଉତବର୍ତ୍ତନି ସ୍କୁଲରେ ଏପରି ଅଭାବନୀୟ ଘଟଣା ଘଟିଛି ।
ମଦ୍ୟପାନ କରି ଶିକ୍ଷକ ଅନ୍ୟ ସ୍କୁଲରେ ପଶି ପିଲାଙ୍କୁ ମାଡ଼ ମାରିବା ଘଟଣାରେ ସମ୍ପୃକ୍ତ ଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ପୂଜାପାର୍ବଣ ଆସିଲେ, ମନ୍ଦିରରେ ଗହଳି ବଢ଼େ, ତେଣୁ ସ୍କୁଲ ବନ୍ଦ। ଆଉ ମଧ୍ୟାହ୍ନ ଭୋଜନ ହୁଏ ମନ୍ଦିର ପ୍ରାଙ୍ଗଣରେ।
ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। ASO ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୧୩୯ଟି ପରୀକ୍ଷା କେନ୍ଦ୍ର କରାଯାଇଛି।
ଦଶମ ଶ୍ରେଣୀର ଭୂଗୋଳ ବହିରେ ଭୁଲ୍। ଯାହା ଭୁଲ୍ ହୋଇଛି ତା’ ଓଡ଼ିଶା ଆନ୍ଧ୍ର ବିବାଦକୁ ଆଉ ଟିକେ ଖୋରାକ ଯୋଗାଇଛି। ଏହି ଭୁଲ୍ ଖୋଦ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶିତ ଦଶମ ଶ୍ରେଣୀର ଭୂଗୋଳ ବହିରେ ହୋଇଛି।
ନବରଙ୍ଗପୁର ଉମରକୋଟର ଗୁରୁକୃପା ଆବାସିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରକୁ ରାଗିଂ ଅଭିଯୋଗ । ୫ ସହପାଠୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଅଷ୍ଟମ ଶ୍ରେଣୀ ଛାତ୍ର ।
ଏହି ମେଡିକାଲ କଲେଜ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ବାରିପଦା ଅଧୀନରେ ରହିବ ।
୨୦୨୨-୨୩ରେ ପ୍ଲସ୍ ଟୁ କ୍ୱାଟର୍ଲି ପରୀକ୍ଷା । CHSE କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ ।
ସ୍କୁଲ ଫି ନଦେବାରୁ ଗତକାଲି ୫ ଘଣ୍ଟା ଧରି ୩୪ ଜଣ ପିଲାଙ୍କୁ ସ୍କୁଲ ଘରେ କର୍ତ୍ତୃପକ୍ଷ ବନ୍ଦ କରି ରଖିଥିବା ଅଭିଯୋଗ ହୋଇଛି ।
ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।
ଗୁରୁବାର ତଥା ଅଗଷ୍ଟ ୨୧ (ରବିବାର) ୨୦୨୨ରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ୨୭ରେ ହେବ ବୋଲି OPSC ଅଧ୍ୟକ୍ଷ ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ଟେକ୍ନିକାଲ ସମସ୍ୟା ଯୋଗୁ ଓଡ଼ିଶା ପୋଲିସ SI ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି। ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପ୍ରଶ୍ନପତ୍ର ଡାଉନ୍ଲୋଡ୍ ହୋଇପାରୁନାହିଁ।
ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ନାମ ଲେଖାଇବେ
ଆସନ୍ତା ରବିବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି ।
ସ୍କୁଲର MDM ସାମଗ୍ରୀ ଆବଶ୍ୟକ ଅନୁସାରେ ଖର୍ଚ୍ଚ ହୋଇପରେ । ପରେ ଏହାକୁ ଭରଣା ହେବ ।
ଗରିବ ବାପାର ଝିଅ ଆଜି ବାପାଙ୍କର ଟେକ ରଖିଛି । ମନିସା ଟପ୍ପର ହେବା ପରେ ଘରେ ଖୁସିର ମାହୋଲ ।
ସମସ୍ତ ସ୍କୁଲ ବନ୍ଦ କରିବାକୁ ବିଇଓମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ହୋଇଛି ।
କାଉନସିଲ୍ ନେବ ଅନ୍ତିମ ନିଷ୍ପତ୍ତି: ଗଣଶିକ୍ଷାମନ୍ତ୍ରୀ
ଖାଲି ଉଚ୍ଚଶିକ୍ଷା ନୁହେଁ ବୈଷୟିକ ଶିକ୍ଷା ବିଶ୍ୱବିଦ୍ୟାଳୟ, ବିପିୟୁଟି ଓ କୃଷି ବିଶ୍ୱବିଦ୍ୟାଳୟ, ଓୟୁଏଟିରେ ବି ସମାନ ସ୍ଥିତି।
ବାଃ ବାଃରେ ଶିକ୍ଷା ବ୍ୟବସ୍ଥା। ଗୋଟିଏ ଶ୍ରେଣୀରେ ଚାଲିଛି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢା। ପୁଣି ପିଲାଏ ଯେଉଁଠି ପଢୁଛନ୍ତି ସେଇଠି ଚାଲିଛି ରୋଷେଇ...ଛାତର ଅବସ୍ଥା ଦେଖିଲେ କ୍ଲାସ ରୁମ୍କୁ ଯିବାକୁ ଲାଗିବ ଡର
ବାଃ ବାଃରେ ଶିକ୍ଷା ବ୍ୟବସ୍ଥା। ଗୋଟିଏ ଶ୍ରେଣୀରେ ଚାଲିଛି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢା। ପୁଣି ପିଲାଏ ଯେଉଁଠି ପଢୁଛନ୍ତି ସେଇଠି ଚାଲିଛି ରୋଷେଇ...ଛାତର ଅବସ୍ଥା ଦେଖିଲେ କ୍ଲାସ ରୁମ୍କୁ ଯିବାକୁ ଲାଗିବ ଡର