ଗରିବ ବାପାର ପୁଅ ଆଜି ଝାଳବୁହା ପରିଶ୍ରମର ମାନ ରଖିଛି ।
ନିଇତି ଏମିତି ମନଇଚ୍ଛା ସ୍କୁଲ ଆସୁଛନ୍ତି ଦିଦି ଆଉ ସାର୍। କେତେବେଳେ ୧୦ଟା ୧୦ ତ ଆଉ କେତେବେଳେ ୧୦.୩୦। ବେଳେବେଳେ ମୂଳରୁ ଆସୁନାହାନ୍ତି। ପାଠ ପଢିବା ପାଇଁ ଏଇ ଗଛ ମୂଳେ ଅପେକ୍ଷା କରି କରି ଘରକୁ ଫେରୁଛନ୍ତି ପିଲା। ହେଲେ ଆଜି କ୍ୟାମେରା ସାମ୍ନାରେ ଧରାପଡ଼ିବା ପରେ...
ସରକାରୀ ନିୟମକୁ ଫୁ’ । ଇଚ୍ଛା ହେଲେ ସ୍କୁଲ ଖୋଲୁଛନ୍ତି ନହେଲେ ନାହିଁ । ପାଠ ପାଇଁ ଗଛ ମୂଳେ ଅପେକ୍ଷା କରୁଛନ୍ତି ପିଲା ।
୪ ଲକ୍ଷ ଟଙ୍କାରେ ଠିକାଦାରଙ୍କ ହାତରେ ବନ୍ଧା ପଡିଛି ଅଙ୍ଗନୱାଡି
neet.nta.nic.inରେ ରେଜଲ୍ଟ ଉପଲବ୍ଧ
ପିଏମ୍-ଶ୍ରୀ ସ୍କୁଲ ଯୋଜନାରେ ଉପକୃତ ହେବେ ୧୮ ଲକ୍ଷ ଛାତ୍ରଛାତ୍ରୀ ବୋଲି ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି ।
ପିଏମ୍-ଶ୍ରୀ ଯୋଜନାର ଘୋଷଣା କଲେ ମୋଦି
ଓଡିଶାରୁ ଈଶ୍ୱର ଚନ୍ଦ୍ର ନାୟକ ଆଜି ଗୁରୁଦିବସ ଅବସରରେ ସମ୍ବର୍ଦ୍ଧିତ ହୋଇଛନ୍ତି ।
କେନ୍ଦ୍ର ସରକାରଙ୍କ ୨୦୨୦-୨୧ ବର୍ଷ ୟୁଡିଆଇଏସ୍ଇ ପ୍ଲସ୍ ରିପୋର୍ଟର ତଥ୍ୟ ଅନୁସାରେ ରାଜ୍ୟରେ ମୋଟ୍ ୧ ଲକ୍ଷ ୩ ହଜାର ୫୮ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ନାଁ ଲେଖାଇଛନ୍ତି।
ଚଳିତବର୍ଷ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ।
ପରୀକ୍ଷାର ୮ମାସ ପରେ ବି ବାହାରିପାରୁନି OCS ଓ OJS ଫଳ । ମୂଲ୍ୟାୟନକାରୀ ନଥିବାରୁ ଉଚ୍ଚଶିକ୍ଷା ବିଭାଗକୁ OPSCର ଚିଠି ।
ରାଜକନିକା ବ୍ଲକ ରାଉତବର୍ତ୍ତନି ସ୍କୁଲରେ ଏପରି ଅଭାବନୀୟ ଘଟଣା ଘଟିଛି ।
ମଦ୍ୟପାନ କରି ଶିକ୍ଷକ ଅନ୍ୟ ସ୍କୁଲରେ ପଶି ପିଲାଙ୍କୁ ମାଡ଼ ମାରିବା ଘଟଣାରେ ସମ୍ପୃକ୍ତ ଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ପୂଜାପାର୍ବଣ ଆସିଲେ, ମନ୍ଦିରରେ ଗହଳି ବଢ଼େ, ତେଣୁ ସ୍କୁଲ ବନ୍ଦ। ଆଉ ମଧ୍ୟାହ୍ନ ଭୋଜନ ହୁଏ ମନ୍ଦିର ପ୍ରାଙ୍ଗଣରେ।
ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। ASO ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୧୩୯ଟି ପରୀକ୍ଷା କେନ୍ଦ୍ର କରାଯାଇଛି।
ଦଶମ ଶ୍ରେଣୀର ଭୂଗୋଳ ବହିରେ ଭୁଲ୍। ଯାହା ଭୁଲ୍ ହୋଇଛି ତା’ ଓଡ଼ିଶା ଆନ୍ଧ୍ର ବିବାଦକୁ ଆଉ ଟିକେ ଖୋରାକ ଯୋଗାଇଛି। ଏହି ଭୁଲ୍ ଖୋଦ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶିତ ଦଶମ ଶ୍ରେଣୀର ଭୂଗୋଳ ବହିରେ ହୋଇଛି।
ନବରଙ୍ଗପୁର ଉମରକୋଟର ଗୁରୁକୃପା ଆବାସିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରକୁ ରାଗିଂ ଅଭିଯୋଗ । ୫ ସହପାଠୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଅଷ୍ଟମ ଶ୍ରେଣୀ ଛାତ୍ର ।
ଏହି ମେଡିକାଲ କଲେଜ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ବାରିପଦା ଅଧୀନରେ ରହିବ ।
୨୦୨୨-୨୩ରେ ପ୍ଲସ୍ ଟୁ କ୍ୱାଟର୍ଲି ପରୀକ୍ଷା । CHSE କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ ।
ସ୍କୁଲ ଫି ନଦେବାରୁ ଗତକାଲି ୫ ଘଣ୍ଟା ଧରି ୩୪ ଜଣ ପିଲାଙ୍କୁ ସ୍କୁଲ ଘରେ କର୍ତ୍ତୃପକ୍ଷ ବନ୍ଦ କରି ରଖିଥିବା ଅଭିଯୋଗ ହୋଇଛି ।
ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।
ଗୁରୁବାର ତଥା ଅଗଷ୍ଟ ୨୧ (ରବିବାର) ୨୦୨୨ରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ୨୭ରେ ହେବ ବୋଲି OPSC ଅଧ୍ୟକ୍ଷ ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ଟେକ୍ନିକାଲ ସମସ୍ୟା ଯୋଗୁ ଓଡ଼ିଶା ପୋଲିସ SI ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି। ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପ୍ରଶ୍ନପତ୍ର ଡାଉନ୍ଲୋଡ୍ ହୋଇପାରୁନାହିଁ।
ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ନାମ ଲେଖାଇବେ
ଆସନ୍ତା ରବିବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି ।