ଦଶମ ଶ୍ରେଣୀର ଭୂଗୋଳ ବହିରେ ଭୁଲ୍। ଯାହା ଭୁଲ୍ ହୋଇଛି ତା’ ଓଡ଼ିଶା ଆନ୍ଧ୍ର ବିବାଦକୁ ଆଉ ଟିକେ ଖୋରାକ ଯୋଗାଇଛି। ଏହି ଭୁଲ୍ ଖୋଦ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶିତ ଦଶମ ଶ୍ରେଣୀର ଭୂଗୋଳ ବହିରେ ହୋଇଛି।
ନବରଙ୍ଗପୁର ଉମରକୋଟର ଗୁରୁକୃପା ଆବାସିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରକୁ ରାଗିଂ ଅଭିଯୋଗ । ୫ ସହପାଠୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଅଷ୍ଟମ ଶ୍ରେଣୀ ଛାତ୍ର ।
ଏହି ମେଡିକାଲ କଲେଜ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ବାରିପଦା ଅଧୀନରେ ରହିବ ।
୨୦୨୨-୨୩ରେ ପ୍ଲସ୍ ଟୁ କ୍ୱାଟର୍ଲି ପରୀକ୍ଷା । CHSE କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ ।
ସ୍କୁଲ ଫି ନଦେବାରୁ ଗତକାଲି ୫ ଘଣ୍ଟା ଧରି ୩୪ ଜଣ ପିଲାଙ୍କୁ ସ୍କୁଲ ଘରେ କର୍ତ୍ତୃପକ୍ଷ ବନ୍ଦ କରି ରଖିଥିବା ଅଭିଯୋଗ ହୋଇଛି ।
ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।
ଗୁରୁବାର ତଥା ଅଗଷ୍ଟ ୨୧ (ରବିବାର) ୨୦୨୨ରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ୨୭ରେ ହେବ ବୋଲି OPSC ଅଧ୍ୟକ୍ଷ ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ଟେକ୍ନିକାଲ ସମସ୍ୟା ଯୋଗୁ ଓଡ଼ିଶା ପୋଲିସ SI ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି। ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପ୍ରଶ୍ନପତ୍ର ଡାଉନ୍ଲୋଡ୍ ହୋଇପାରୁନାହିଁ।
ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ନାମ ଲେଖାଇବେ
ଆସନ୍ତା ରବିବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି ।
ସ୍କୁଲର MDM ସାମଗ୍ରୀ ଆବଶ୍ୟକ ଅନୁସାରେ ଖର୍ଚ୍ଚ ହୋଇପରେ । ପରେ ଏହାକୁ ଭରଣା ହେବ ।
ଗରିବ ବାପାର ଝିଅ ଆଜି ବାପାଙ୍କର ଟେକ ରଖିଛି । ମନିସା ଟପ୍ପର ହେବା ପରେ ଘରେ ଖୁସିର ମାହୋଲ ।
ସମସ୍ତ ସ୍କୁଲ ବନ୍ଦ କରିବାକୁ ବିଇଓମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ହୋଇଛି ।
କାଉନସିଲ୍ ନେବ ଅନ୍ତିମ ନିଷ୍ପତ୍ତି: ଗଣଶିକ୍ଷାମନ୍ତ୍ରୀ
ଖାଲି ଉଚ୍ଚଶିକ୍ଷା ନୁହେଁ ବୈଷୟିକ ଶିକ୍ଷା ବିଶ୍ୱବିଦ୍ୟାଳୟ, ବିପିୟୁଟି ଓ କୃଷି ବିଶ୍ୱବିଦ୍ୟାଳୟ, ଓୟୁଏଟିରେ ବି ସମାନ ସ୍ଥିତି।
ବାଃ ବାଃରେ ଶିକ୍ଷା ବ୍ୟବସ୍ଥା। ଗୋଟିଏ ଶ୍ରେଣୀରେ ଚାଲିଛି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢା। ପୁଣି ପିଲାଏ ଯେଉଁଠି ପଢୁଛନ୍ତି ସେଇଠି ଚାଲିଛି ରୋଷେଇ...ଛାତର ଅବସ୍ଥା ଦେଖିଲେ କ୍ଲାସ ରୁମ୍କୁ ଯିବାକୁ ଲାଗିବ ଡର
ବାଃ ବାଃରେ ଶିକ୍ଷା ବ୍ୟବସ୍ଥା। ଗୋଟିଏ ଶ୍ରେଣୀରେ ଚାଲିଛି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ ପଢା। ପୁଣି ପିଲାଏ ଯେଉଁଠି ପଢୁଛନ୍ତି ସେଇଠି ଚାଲିଛି ରୋଷେଇ...ଛାତର ଅବସ୍ଥା ଦେଖିଲେ କ୍ଲାସ ରୁମ୍କୁ ଯିବାକୁ ଲାଗିବ ଡର
ଗଣିତ ଶିକ୍ଷକ ନିଯୁକ୍ତି ଲାଗି ଶିକ୍ଷା ବିଭାଗକୁ ଲେଖିଲେ ଚିଠି
ଆଜିଠାରୁ +୩ ପାଇଁ ନାମଲେଖା ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ସାମ୍ସ ଓଡ଼ିଶା ୱେବ୍ସାଇଟ୍- www.samsodisha.gov.in କୁ ଯାଇ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ।
ଉଭୟ ଏକାଠି ପ୍ରସ୍ତୁତ ହୋଇ ଗୋଟିଏ ବ୍ୟାଚରେ ଦେଇଥିଲେ ପରୀକ୍ଷା
ଭୁବନେଶ୍ୱର ନୀଳକଣ୍ଠନଗର ମୁଣ୍ଡାସାହିର ଝିଅ ରୁବିରାଣୀ ବାପାମାଆଙ୍କ ଟେକ ରଖିଛନ୍ତି ।
କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମପୁଞ୍ଜ ସଦାବେଳେ ଚର୍ଚ୍ଚାରେ। କେତେବେଳେ ସୀମା ବିବାଦକୁ ନେଇ ତ କେତେବେଳେ ଲୋକଙ୍କ ସମସ୍ୟା ପାଇଁ। ଆଉ ଏବେ କୋଟିଆର ଆଦର୍ଶ ବିଦ୍ୟାଳୟରେ ହଷ୍ଟେଲ୍ ସୁବିଧା ନ ଥିବାରୁ ପିଲାଙ୍କ ସମସ୍ୟା କେତେ ଦେଖନ୍ତୁ ଏହି ଭିଡିଓରେ।
ଏଥର ଦୁଇଟି ଢାଞ୍ଚାରେ ମାର୍କିଂ କରାଯାଇଛି।
ଇଏ ଆମ ଓଡ଼ିଶାର ଏମିତି ଏକ ସରକାରୀ ସ୍କୁଲ୍ ଯେଉଁଠି ପିଲା ପଢ଼ୁଛନ୍ତି ପ୍ରଥମରୁ ପଞ୍ଚମ। ହେଲେ ପାଠ ପଢ଼ାଉଛନ୍ତି ଜଣିଏ ମାତ୍ର ଶିକ୍ଷୟିତ୍ରୀ। ଅଣ୍ଡା ସିଝାରୁ ସ୍କୁଲ୍ ଘଣ୍ଟା ପିଟା ଯାଏଁ ସବୁ କାମ ଦେବଜାନୀ ଦିଦିଙ୍କ ମୁଣ୍ଡରେ…
ଏମିତି ଅବସ୍ଥାରେ ଖାଦ୍ୟ ଖାଇଲେ ଛାତ୍ରଛାତ୍ରୀଙ୍କୁ ରୋଗହେବା ଏକ ପ୍ରକାର ଥୟ ।