ଏ କେମିତିକା ଶିକ୍ଷକ ? ପିଲାଙ୍କ ପାଇଁ ସରକାର ଦେଇଥିଲେ ମଧ୍ୟାହ୍ନ ଭୋଜନ । ଲକ୍ଷେ ନୁହେଁ କି ଦୁଇଲକ୍ଷ ନୁହେଁ ବରଂ ୪ ଲକ୍ଷ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ । ପିଲା ଚାଉଳ ପାଇନଥିବାରୁ ରାଗିଲେ ଅଭିଭାବକ।
ଆସନ୍ତାକାଲି ପ୍ରକାଶ ପାଇବ CBSE ଦ୍ୱାଦଶ ବୋର୍ଡ ରେଜଲ୍ଟ। ଦିନ ସାଢ଼େ ୧୨ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା।
ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ନାମଲେଖା ପାଇଁ ଆବେଦନ କରିପାରିବେ।
କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍କୁ ହ୍ରାସ କରାଯାଇଥିଲା । ୭୦ ପ୍ରତିଶତ ସିଲାବସରେ ପାଠ ପଢା ସହ ପରୀକ୍ଷା ବି ହୋଇଥିଲା ।
ଇଏ ଏମିତି ଏକ ଗାଁ ଯେଉଁଠାରେ ୧୦୦ ବର୍ଷ ହେଲାଣି କେହି ପାସ୍ କରିନାହାନ୍ତି ମାଟ୍ରିକ୍। ଅଧାରୁ ପାଠ ଛାଡ଼ି ଜଙ୍ଗଲରେ କାଠ ହାଣିବା ଆଉ ଗାଈ ଚରାଇବାରେ ବ୍ୟସ୍ତ ଏଠିକା ପିଲା। କିନ୍ତୁ ପଙ୍କରେ ପଦ୍ମ ପରି ମନଦେଇ ପାଠ ପଢି ମାଟ୍ରିକ ପାସ୍ କଲେ ସନ୍ଦୀପ ମାଝୀ। ଗାଁରେ ଖୁସିର ମାହୋଲ। ଇଂଜିନିୟର ହେବାକୁ ଦେଖୁଛନ୍ତି ସୁନେଲୀ ସ୍ୱପ୍ନ।
ଏ କେମିତିକା ଶିକ୍ଷା ବ୍ୟବସ୍ଥା? ଗୋଟିଏ ଶ୍ରେଣୀ ଗୃହରେ ପଢୁଛନ୍ତି ୫ଟି ଶ୍ରେଣୀର ପିଲା। ପଂଚମ ଶ୍ରେଣୀରେ ପଢାଗଲେ ପ୍ରଥମ ଶ୍ରେଣୀ ଶୁଣୁଛି, ପ୍ରଥମ ପିଲାଙ୍କୁ ପଢାଗଲେ ପଞ୍ଚମ ଶ୍ରେଣୀ ଶୁଣୁଛି। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ଶୁଣୁନି...ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ
ଚତୁର୍ଥ ସେମିଷ୍ଟର ପାଇଁ ୨ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ବାରଣ କରିବାରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି।
ଏଇଟା ସ୍କୁଲ ଗେଟ୍ ନାଁ ଅଳିଆ ଗଦା? ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍କୁଲ ଚକାଚକ୍ ହେଲା...କିନ୍ତୁ ଗେଟ୍ ସାମ୍ନା ଦେଖିଲେ ଆପଣଙ୍କୁ ଭିତରକୁ ଯିବାକୁ ହେବନି ଇଚ୍ଛା। ଏତେ ମାତ୍ରାରେ ସେଠି ଅଳିଆ ପଡ଼ିଛି ଯେ, ପଚାଗନ୍ଧରେ ସ୍କୁଲରେ ପାଠ ପଢିବା ପ୍ରଭାବିତ ହେଉଛି। ବାରମ୍ବାର ଅନୁରୋଧ ପରେ ବି କେହି ଶୁଣୁନାହାନ୍ତି..
ଏଇଟା ସ୍କୁଲ ଗେଟ୍ ନାଁ ଅଳିଆ ଗଦା? ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍କୁଲ ଚକାଚକ୍ ହେଲା...କିନ୍ତୁ ଗେଟ୍ ସାମ୍ନା ଦେଖିଲେ ଆପଣଙ୍କୁ ଭିତରକୁ ଯିବାକୁ ହେବନି ଇଚ୍ଛା। ଏତେ ମାତ୍ରାରେ ଏଇଠି ଅଳିଆ ପଡ଼ିଛି ଯେ, ପଚାଗନ୍ଧରେ ସ୍କୁଲରେ ପାଠ ପଢିବା ପ୍ରଭାବିତ ହେଉଛି। ବାରମ୍ବାର ଅନୁରୋଧ ପରେ ବି କେହି ଶୁଣୁନାହାନ୍ତି..
ଏ କେମିତିକା ଶିକ୍ଷା ବ୍ୟବସ୍ଥା? ଗୋଟିଏ ଶ୍ରେଣୀ ଗୃହରେ ପଢୁଛନ୍ତି ୫ଟି ଶ୍ରେଣୀର ପିଲା। ପଂଚମ ଶ୍ରେଣୀରେ ପଢାଗଲେ ପ୍ରଥମ ଶ୍ରେଣୀ ଶୁଣୁଛି, ପ୍ରଥମ ପିଲାଙ୍କୁ ପଢାଗଲେ ପଞ୍ଚମ ଶ୍ରେଣୀ ଶୁଣୁଛି। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ଶୁଣୁନି...ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ
ଏପଟେ ନିଜ ଗାଁର ପ୍ରଥମ ଛାତ୍ର ଭାବେ ମାଟ୍ରିକ୍ ପାସ୍ କଲେ କଳାହାଣ୍ଡି ଲାଂଜିଗଡ ଜାରେଙ୍ଗପଟାର ସନ୍ଦୀପ ମାଝୀ
ଛାତ୍ରଙ୍କ ପାସ୍ ହାର ୯୯. ୯୭ ପ୍ରତିଶତ, ଛାତ୍ରୀଙ୍କ ପାସ୍ ହାର ୯୯. ୯୮ ପ୍ରତିଶତ
ଆଜି ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା: ନିଟ୍ ପାଇଁ ଓଡିଶାରେ ୨୪ ପରୀକ୍ଷା କେନ୍ଦ୍ର
ଆସନ୍ତାକାଲି ଅପରାହ୍ନ ୫ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି
ବିଜେବି, ରମାଦେବୀ, ରେଭେନ୍ସା ଭଳି ଅଗ୍ରଣୀ ସରକାରୀ କଲେଜ୍ରେ ଆଡମିଶନକୁ ନେଇ ଅଧିକ ପ୍ରତିଯୋଗିତା ଦେଖାଦେବାର ସମ୍ଭାବନା ରହିଛି ।
ପରୀକ୍ଷା ଦିନ ହିଁ ଆଖି ବୁଜିଦେଲେ ମା। ପୁଅ କିନ୍ତୁ ହରେଇ ନଥିଲେ ଧୈର୍ଯ୍ୟ। ଛାତିରେ କୋହ ଆଉ ଆଖିରେ ଲୁହ ନେଇ ଦେଇଥିରେ ପରୀକ୍ଷା। ମିଳିଗଲା ସଫଳତା, କ୍ଲିୟର୍ ହେଲା JEE ମେନ୍।
ଗଲାକାଲି ଏଜୁକେସନ୍ ଅନର୍ସ, ଆଉ ଆଜି ଫିଜିକ୍ସ।
କିଟ୍ ୩୪, ରାଉରକେଲା NIT ୩୯, ଭୁବନେଶ୍ୱର IIT ୬୫ । ବିଶ୍ୱବିଦ୍ୟାଳୟ କାଟାଗୋରୀରେ ୮୮ତମ ସ୍ଥାନରେ ବାଣୀବିହାର ।
ସମ୍ବଲପୁର ବିଶ୍ୱବିଦ୍ୟାଳୟର ଦୁଇ ଦିନରେ ୨ଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଜଣେ ଏକ୍ଜାମିନରଙ୍କ ହାତ ଥିବା ନେଇ ସନ୍ଦେହ କରାଯାଉଛି। ଲିକ୍ ହୋଇଥିବା ଉଭୟ ପ୍ରଶ୍ନପତ୍ର ଦାୟିତ୍ୱରେ ସମ୍ପୃକ୍ତ ଏକ୍ଜାମିନର ଥିଲେ।
ପୁଣି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍... ଭାଇରାଲ ହୋଇଥିବା ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଅରିଜନାଲ ବୋଲି ସ୍ୱୀକାର କଲେ କର୍ତ୍ତୃପକ୍ଷ...
ମାଟ୍ରିକ ଫଳ ପ୍ରକାଶନକୁ ସପ୍ତାହେ ବିତିଲା ହେଲେ ଏଯାଏ ଯୁକ୍ତ ଦୁଇ ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲାନି..
ଦାରିଙ୍ଗବାଡି ବ୍ଲକ ଦନେକବାଡି ଆଶ୍ରମ ସ୍କୁଲରେ ପାଠପଢାରେ ଗୁରୁତର ବ୍ୟାଘାତ । ପ୍ରଶାସନ ଜାଣି ସୁଦ୍ଧା ଚୁପ୍ ବସିଥିବା ଅଭିଯୋଗ ।
ବାଃ ବାଃରେ ଆମ ଶିକ୍ଷା ବ୍ୟବସ୍ଥା । ଏଇଠି ଶିକ୍ଷକ ନାହାନ୍ତି , ନିଜକୁ ନିଜେ ପାଠ ପଢାଉଛନ୍ତି ପିଲା । ଟେବୁଲ ପାଖରେ ଛିଡା ହୋଇଛି କୁନି ଝିଅ,ପିଲାଙ୍କୁ ଡକାଉଛି B For Ball । ୨୧୦ ପିଲାଙ୍କୁ ଜଣେ ମାତ୍ର ଶିକ୍ଷୟିତ୍ରୀ ଥିବାରୁ ଗୋଟିଏ ଶ୍ରେଣୀରେ ପାଠ ପଢାଗଲେ ଅନ୍ୟ ଶ୍ରେଣୀର ପିଲା ବସୁଛନ୍ତି । ଅଭିଯୋଗ ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ ।
ଆଜି ସକାଳୁ ସକାଳୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ।
ପୁଅ ପାଇଁ ଆଜି ଦିନ ମଜୁରିଆ ବାପାର ଛାତି କୁଣ୍ଢେମୋଟ ।