କୋରାପୁଟ ଜୟପୁର ବ୍ଲକ ହାଡିଆ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦେଖିବାକୁ ମିଳିଛି ଏଭଳି ଚିତ୍ର । ତେବେ ଏଥିରୁ ସ୍ପଷ୍ଟ ଅନୁମେୟ ଯେ, ରାଜ୍ୟରେ କେଉଁସ୍ତରରେ ରହିଛି ଶିକ୍ଷା ଭିତ୍ତିଭୂମି ।
ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ରକୁ ନେଇ ନିରାଶ ଶିକ୍ଷାବିତ୍ । ରୂପାନ୍ତରୀକରଣ କାଯର୍ୟକ୍ରମରେ ଖୁବଶୀଘ୍ର ସୁଧାର ଆସିବ: ଗଣଶିକ୍ଷା ମନ୍ତ୍ରୀ
ଏକାଠି ଗୋଟିଏ ସମୟରେ ଆସନ୍ତାକାଲିର ଭବିଷ୍ୟତକୁ ଗଢୁଛନ୍ତି ଓ କଳାପଟାକୁ ଭାଗ ଭାଗ କରି ପାଠ ପଢ଼ାଉଛନ୍ତି ଇଂରାଜୀ ଓ ଗଣିତ ଦିଦି। ଗୋଟିଏ ଘରେ ଚାଲିଛି ଦୁଇଟି କ୍ଲାସ୍।
୧୧ ଦିନିଆ ଖରା ଛୁଟି ପରେ ପୁଣି ଥରେ ଛାତ୍ରଛାତ୍ରୀଙ୍କ କ୍ଲାସ୍ରୁମ୍ ପାଠପଢା ଆଜିଠୁ ଆରମ୍ଭ ହେବ। ସକାଳ ସ୍କୁଲ୍ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ।
ଖରାଛୁଟି ସରିବା ପରେ କିଭଳି ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ( OSEPA) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ସରକାର ୮ ହଜାର ଶିକ୍ଷକଙ୍କୁ ନିଯୁକ୍ତ କଲେ । ହେଲେ ଏବେ ବି ଅପହଞ୍ଚ ଅଞ୍ଚଳର ସ୍କୁଲ୍ ଗୁଡିକରେ ଶିକ୍ଷକ ଅଭାବ ।
କଟକ ଖ୍ରାଷ୍ଟ ମହାବିଦ୍ୟାଳୟରେ UPSC ୨୦୨୨ର ପ୍ରିଲିମ୍ସ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଦୁଇଟି ସିଟିଂ ମାଧ୍ୟମରେ ଏହି ପରୀକ୍ଷା ହୋଇଥିବାର ଜଣାପଡିଛି । ପ୍ରଥମ ସିଟିଂ ସକାଳ ୯ ଟା ୩୦ରୁ ଆରମ୍ଭ ହୋଇ ୧୧ ଟା ୩୦ ପର୍ଯ୍ୟନ୍ତ ଚାଲିଥିବାବେଳେ ଦ୍ୱିତୀୟ ସିଟିଂ ୨ ଟା ୩୦ରୁ ଆରମ୍ଭ ହୋଇ ୪ .୩୦ ପର୍ଯ୍ୟନ୍ତ ଚାଲିଥିଲା । ଦେଖନ୍ତୁ ପରୀକ୍ଷା ପୂର୍ବର କିଛି ଦୃଶ୍ୟ...
ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯାଇଥିଲା। ରାଜ୍ୟର ମୋଟ୍ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା।
୬୪ ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନଲାଇନ ଯୋଗେ ମୂଲ୍ୟାୟନ ହେବ । ୨ ଟି ପର୍ଯ୍ୟାୟରେ ଖାତା ଦେଖା ହେବ ।
OJEE-୨୦୨୨ ପାଇଁ ପ୍ରକାଶ ପାଇଲା ପରୀକ୍ଷା ସୂଚୀ ।
ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ପୁଣି ଓଡିଆ ପିଲାଙ୍କ ନୈରାଶ୍ୟଜନକ ପ୍ରଦର୍ଶନ । କେବଳ ଏଥର ନୁହେଁ, କ୍ରମାଗତ ଭାବେ ସଫଳତା ତାଲିକାରେ ଓଡିଆଙ୍କ ସଂଖ୍ୟା କମିବାରେ ଲାଗିଛି ।
ସୋମବାର ଦିନ ସର୍ବଭାରତୀୟ ପ୍ରାଶାସନିକ ସେବା ୨୦୨୧ ବର୍ଷ ପାଇଁ ଅନୁଷ୍ଠିତ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି
ପରୀକ୍ଷାରେ ୬୮୫ ଜଣ କୃତକାର୍ଯ୍ୟ ହୋଇଛନ୍ତି
ଜୁନ୍ ୨ରୁ ଯୁକ୍ତ ୨ ଖାତା ମୂଲ୍ୟାୟନ ଆରମ୍ଭ ହେବ। ୬୪ କେନ୍ଦ୍ରରେ ଅଫ୍ଲାଇନ୍ ଓ ୩୭ଟି କେନ୍ଦ୍ରରେ ଅନ୍ଲାଇନ୍ ମୂଲ୍ୟାୟନ ହେବ।
ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରି ଓପିଏସ୍ସି, ଆସନ୍ତା ଜୁନ୍ ୪ ତାରିଖରେ ହେବାକୁ ଥିବା ଫିଜିକ୍ସ ଆସିଷ୍ଟାଣ୍ଟ ପ୍ରଫେସର ପଦ ଲାଗି ସାକ୍ଷାତକାର ପରୀକ୍ଷା ଏବଂ ୬ ତାରିଖରେ ହେବାକୁ ଥିବା କମର୍ସ ଆସିଷ୍ଟାଣ୍ଟ ପ୍ରଫେସର ପଦ ପାଇଁ ଡକ୍ୟୁମେଣ୍ଟ ଯାଞ୍ଚକୁ ବନ୍ଦ ରଖିଛି ।
ଗ୍ରାଣ୍ଟ କମିଶନ, ୟୁଜିସି ମେ ୨୦ରୁ ସୁପ୍ରିମକୋର୍ଟ ରହିତା ଦେଶ ଲଗାଇଥିଲେ ମଧ୍ୟ ସୋସିଓଲୋଜି ଓ କମର୍ସ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ପଦ ଲାଗି ଓପିଏସପି ନିଯୁକ୍ତି ପ୍ରକ୍ରିୟା ଜାରି ରଖିଛନ୍ତି ।
ୟୁନିଭରସିଟି ଆମେଣ୍ଡମେଣ୍ଟ ଆକ୍ଟ ୨୦୨୦କୁ ପ୍ରଥମରୁ ହିଁ ବିଭିନ୍ନ ଫୋରମରୁ ବିରୋଧ କରାଯାଇଆସୁଛି
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସିର ତାଗିଦ୍ ପତ୍ର ।
ୟୁଜିସି ନିଟ୍ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଏଣିକି ନିଜ ଆବେଦନ ଫର୍ମକୁ ଏଡିଟ୍ କରିପାରିବେ ଛାତ୍ରଛାତ୍ରୀ...
ବିଶ୍ୱବିଦ୍ୟାଳୟରେ ବନ୍ଦ ହେବାକୁ ଯାଉଛି ସେଲଫ୍ ଫାଇନାନ୍ସିଂ କୋର୍ସ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ବଢ଼ିବାରେ ଲାଗିଛି ଅସନ୍ତୋଷ ।
ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ହେବ । ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲିବ ।
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ମାମଲାର ଶୁଣାଣି କରି ୩ ମାସ ପାଇଁ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ ।
ଘୁଞ୍ଚିଲା ଦ୍ୱାଦଶ ପରୀକ୍ଷା । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପରୀକ୍ଷା ଘୁଞ୍ଚିଥିବା ନେଇ ସୂଚନା...
ଚଳିତ ବର୍ଷ ମୋଟ ୧୪ ହଜାର ୯୩୫ ପିଲା ନବମ ପରୀକ୍ଷା ଦେଇନାହାଁନ୍ତି । ବୋର୍ଡ ପକ୍ଷରୁ ଆଜି ପ୍ରକାଶିତ ନବମ ରେଜଲ୍ଟରେ ଏହି ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି ।
ଫର୍ମଫିଲପ୍ ହୋଇଥିବା ୪୩ ହଜାରରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଉନଥିବା ନେଇ ରାଜ୍ୟବ୍ୟାପୀ ସୃଷ୍ଟି ହୋଇଥିଲା ହଇଚଇ । ଏବେ ପଦାକୁ ଆସିଛି ତାଠୁ ବି ସାଂଘାତିକ ତଥ୍ୟ । ସ୍କୁଲ ଆସୁନାହାନ୍ତି ୩୦ ପ୍ରତିଶତ ଛାତ୍ରଛାତ୍ରୀ । ରାଜ୍ୟରେ ଡ୍ରପ୍ ଆଉଟ ସମସ୍ୟା କିଭଳି ଉତ୍କଟ ରୂପ ଧାରଣ କରିଛି, ତାହା ଏଥିରୁ ସ୍ପଷ୍ଟ ହେଉଛି ।