Advertisment

Anganwadi Uniform Price Hike: ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକ ମୂଲ୍ୟ, କେତେ ଟଙ୍କା ମିଳିବ ଜାଣନ୍ତୁ

ବଢିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ଯୋଜନାରେ ଅଙ୍ଗନବାଡି ଶିଶୁଙ୍କ ପୋଷାକର ମୂଲ୍ୟ ବଢ଼ାଯାଇଛି। ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ।

Anganwadi

Anganwadi Photograph: (OTV)

Advertisment

ବଢିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ଯୋଜନାରେ ଅଙ୍ଗନବାଡି ଶିଶୁଙ୍କ ପୋଷାକର ମୂଲ୍ୟ ବଢ଼ାଯାଇଛି। ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ।

Advertisment

ଅଙ୍ଗନବାଡ଼ି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ୧୭୫ ଟଙ୍କା ହୋଇଛି। ସେହିପରି ବାଳିକାଙ୍କ ପୋଷାକ ପାଇଁ ମୂଲ୍ୟ ୧୫୦ରୁ ବଢ଼ି ୨୨୫ ଟଙ୍କା ହୋଇଛି। ସେହିଭଳି ଜୋତା ପାଇଁ ମୂଲ୍ୟ ୧୦୦ରୁ ବଢ଼ି ୧୫୦ ଟଙ୍କା ହୋଇଛି।

ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକ ମୂଲ୍ୟ
ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ
ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ହେଲା ୧୭୫ ଟଙ୍କା
ବାଳିକାଙ୍କ ପୋଷାକ ପାଇଁ ୧୫୦ରୁ ବଢ଼ି ହେଲା ୨୨୫ ଟଙ୍କା
ଜୋତା ପାଇଁ ଖର୍ଚ୍ଚ ହେଉଥିବା ୧୦୦ଟଙ୍କା ବଢ଼ି ୧୫୦ ଟଙ୍କା ହେଲା

Advertisment

Odisha Anganwadi Uniform Price Hike Anganwadi Uniform
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ