matric exam Photograph: (OTV)
ଆସିଲା ମାଟ୍ରିକ ପରୀକ୍ଷା ତାରିଖ। ଫେବ୍ରୁଆରୀ ୧୯ରୁ ମାଟ୍ରିକ ଏକଜାମ୍। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ତାରିଖ ଘୋଷଣା ହୋଇଛି। ଫେବ୍ରୁଆରୀ ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା। ତେବେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍ ସମୟ। ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୨୧ ତାରିଖରେ ଇଂରାଜୀ, ୨୩ରେ ସଂସ୍କୃତ / ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଛି। ସେହିପରି ଫେବ୍ରୁଆରୀ ୨୭ରେ ସାମାଜିକ ବିଜ୍ଞାନ ଓ ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ...
ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା
ଘୋଷଣା ହେଲା ମାଟ୍ରିକ ପରୀକ୍ଷା ତାରିଖ
ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ ମାଟ୍ରିକ୍ ପରୀକ୍ଷା
ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା
ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍
ମାଧ୍ୟମିକ ଶିକ୍ଷା ପରିଷଦରୁ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/05/matric-exam-2025-12-05-12-15-48.jpg)