'ଆଦିପୁରୁଷ'ର ସଂଳାପ ଦର୍ଶକଙ୍କ ଦ୍ୱାରା ହଜମ ହେଉ ନାହିଁ। ଏହି ସମୟରେ ଶୁକ୍ରବାର ଦିନ କାଠମାଣ୍ଡୁର ସିନେମା ହଲ୍ରେ 'ଆଦିପୁରୁଷ'ର ସ୍କ୍ରିନିଂ ବନ୍ଦ କରାଯାଇଛି। ଭୁଲକୁ 'ସଂଶୋଧନ କରା ନ ଗଲେ କୌଣସି ଭାରତୀୟ ଚଳଚ୍ଚିତ୍ରକୁ ରାଜଧାନୀରେ ସ୍କ୍ରିନିଂ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଚେତାବନୀ ଦିଆଯାଇଛି।
ଦୀର୍ଘ ଦିନର ଅପେକ୍ଷା ଶେଷ ହୋଇଛି। 'ଆଦିପୁରୁଷ' ଏବେ ଦର୍ଶକଙ୍କ ସାମ୍ନାରେ। ଓମ୍ ରାଓତଙ୍କ ଏହି ଚଳଚ୍ଚିତ୍ର ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିଲା ଏବଂ ଆଜି ଏହା ଦର୍ଶକଙ୍କ ପାଖରେ ପହଞ୍ଚିଛି। ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ମଧ୍ୟ ଲୋକଙ୍କ ବିଭିନ୍ନ ପ୍ରତିକ୍ରିୟା ଆସୁଛି।
ରିଲିଜ୍ ହୋଇଛି ଏବର୍ଷର ସବୁଠୁ ବଡ଼ ଓ ପ୍ରତୀକ୍ଷିତ ସିନେମା ‘ଆଦିପୁରୁଷ’। ହାଉସ୍ ଫୁଲ୍ ଶୋ’...ବମ୍ପର ଓପନିଂ... ବଡ଼ ପରଦାରେ ରାମାୟଣକୁ ମିଳିଛି କିଛି ଏମିତି ରେସ୍ପନ୍ସ।
ଆପଣ ନିଶ୍ଚୟ ସଲମାନ ଖାନଙ୍କ ହାତରେ ଏକ ବ୍ରେସ୍ଲେଟ୍ ଦେଖିଥିବେ। ନୀଳ ରଙ୍ଗର ପଥର ଖଞ୍ଜା ହୋଇଥିବା ସେହି ବ୍ରେସଲେଟ୍ ମଧ୍ୟ ନିକଟରେ ଅମୀର ଖାନଙ୍କ ହାତରେ ଦେଖିବାକୁ ମିଳିଥିଲା। ଏଠାରେ ପ୍ରଶ୍ନ ଉଠେ ଯେ ଏହି ବ୍ରେସ୍ଲେଟ୍ କାହିଁକି ସ୍ପେଶାଲ୍?
‘ଆଦିପୁରୁଷ’କୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ରହିଥିବା ବେଳେ ଏକା ଦିନରେ ଆହୁରି ୩ଟି ଚଳଚ୍ଚିତ୍ର ରିଲିଜ୍ ହେବାକୁ ଯାଉଛି। ଗୋଟିଏ ବଡ ବଜେଟ୍ର ଫିଲ୍ମ ମଧ୍ୟ ରହିଛି। ଏହା ଆଦିପୁରୁଷ ସହ ଟକ୍କର ଦେବ। ଜାଣନ୍ତୁ କ’ଣ ସେହି ଫିଲ୍ମ।
କାଷ୍ଟିଂ କାଉଚ୍ ଝଡ଼କୁ ନେଇ ଓଲିଉଡରେ ଲାଗିରହିଛି କମ୍ପନ। ଅଭିନେତ୍ରୀ ପ୍ରକୃତି ମିଶ୍ର ହୁଅନ୍ତୁ ଅବା ଯସ୍ମିନ ରଥ, ରୂପଶ୍ରୀ ପଣ୍ଡା ହୁଅନ୍ତୁ ଅବା ରାଣୀ ପ୍ରିୟଦର୍ଶିନୀ। ନବାଗତା ଅଭିନେତ୍ରୀଙ୍କ କାଷ୍ଟିଂ କାଉଚ୍ ଅଭିଯୋଗର ବଢ଼ିଚାଲିଛି ତାଲିକା। କୌଣସି ଥାନା କି କୋର୍ଟ କଚେରୀରେ ନୁହେଁ, ବରଂ ମିଡ଼ିଆ ଆଗରେ ଅଭିଯୋଗ ଆଣି ବିବାଦ ଛିଡ଼ା କରାଉଛନ୍ତି।
ଅଭିନୟ ପାଇଁ ପୁଣି ସେହି କମ୍ପ୍ରମାଇଜ କଥା..ପୁଣି ସେହି କାଷ୍ଟିଂ କାଉଚ୍ ଅଭିଯୋଗର ବ୍ୟଥା..ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଧାରାରେ ଆସି ଓଲିଉଡରେ ଶହେରୁ ଶହେ ଏକ୍ ପ୍ରତିଶତ କାଷ୍ଟିଂ କାଉଚର ଅଭିଯୋଗ ଆଣି ବର୍ଷିଛନ୍ତି ଅଭିନେତ୍ରୀ ରାଣୀ ପ୍ରିୟଦର୍ଶିନୀ।
ସ୍ୱର ତାରକା ଶାରଦା ରାଜନଙ୍କର ଦେହାନ୍ତ ହୋଇଛି। ୮୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଅନେକ ସୁପରହିଟ୍ ଗୀତରେ ନିଜ କଣ୍ଠଦାନ କରିଛନ୍ତି।
ନାସିରୁଦ୍ଦିନ ଶାହା ନିକଟରେ ପାକିସ୍ତାନର ସିନ୍ଧି ଭାଷା ଉପରେ ନିଜର ମତ ଦେଇଛନ୍ତି। ଏଥିପାଇଁ ପାକିସ୍ତାନୀ ସିନ୍ଧିମାନେ ଅଭିନେତାଙ୍କୁ ଟାର୍ଗେଟ୍ କରିଥିଲେ, ଏହା ପରେ ନାସିରୁଦ୍ଦିନ ଶାହାଙ୍କୁ ସର୍ବସାଧାରଣରେ କ୍ଷମା ମାଗିବାକୁ ପଡିଛି।
ପ୍ରଭାସଙ୍କ 'ଆଦିପୁରୁଷ' ରିଲିଜ୍ ହେବାକୁ ଆଉ ମାତ୍ର ଦୁଇ ଦିନ ବାକି ଅଛି। ଫିଲ୍ମର ଟିକେଟ୍ ମୂଲ୍ୟକୁ ନେଇ ଏକ ନୂଆ ଅପଡେଟ୍ ସାମ୍ନାକୁ ଆସିଛି। ବଢିଛି ଟିକେଟ୍ ମୂଲ୍ୟ। ଏହା ସହିତ ୧ ଲକ୍ଷରୁ ଅଧିକ ମାଗଣା ଟିକେଟ୍ର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହା ଦ୍ୱାରା ଗରିବ ଓ ଅଭାବୀ ଲୋକେ ଫାଇଦା ପାଇବେ।
ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍ସାଲୀ ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଫିଲ୍ମ 'ଦେବଦାସ' 3Dରେ ମୁକ୍ତିଲାଭ କରିବ। ଏହାର ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି। ଦର୍ଶକମାନେ ଶାହରୁଖ ଓ ଐଶ୍ୱର୍ଯ୍ୟାଙ୍କ ରୋମାନ୍ସକୁ ଆଉ ଥରେ ଦେଖିବାର ସୁଯୋଗ ପାଇବେ।
ସାଉଥ୍ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ କଳାକାର କଜାନ ଖାନଙ୍କ ଦେହାନ୍ତ ହେବାର ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣେ ଭିଲେନ୍ ଭାବରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଜାନଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି।
କିନ୍ତୁ ଅଭିଯୋଗ ନେଇ ସୌରୀନଙ୍କ ପ୍ରତିକ୍ରିୟା ମିଳପାରିନି ।
ମୁମ୍ବାଇର ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ନାଁରେ ଥାନାରେ ଏତଲା ହୋଇଛି । ସୌରିନଙ୍କ ନାଁରେ ଜଣେ ଯୁବତୀ ଥାନାରେ ଅଭିଯୋଗ କରିଛନ୍ତି । ପ୍ରଥମେ ଜଗତପୁର ଥାନାରୁ ଯାଇ ଯୁବତୀ ଜଣକ ମହିଳା ଥାନାରେ ଏତଲା କରିଛନ୍ତି । ଯୁବତୀଙ୍କୁ ଗାୟିକା କରାଇଦେବାର ପ୍ରତିଶ୍ରୁତି ଦେଇ ଶୋଷଣ କରାଯାଇଥିବା ଅଭିଯୋଗ କରାଯାଇଛି । ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଇଥିବା ସଂପୃକ୍ତ ଯୁବତୀ ଅଭିଯୋଗ କରିଥିବା ଜଣାପଡ଼ିଛି । ଯୁବତୀ ଜଣକ ଜଗତପୁର ଥାନାକୁ ଯାଇଥିଲେ, ପରେ ସେଠାରୁ ପୋଲିସ ମହିଳା ଥାନା ପଠାଇଥିଲା ।
ପଞ୍ଜାବୀ ଏବଂ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ମଙ୍ଗଲ ଢିଲ୍ଲୋନଙ୍କର ଆଜି ପରଲୋକ ହୋଇଛି
ଓଲିଉଡରେ ପୁଣି କାଷ୍ଟିଂ କାଉଚ୍ ଝଡ଼ । ଅଭିନୟର ସୁଯୋଗ ଆଳରେ ପୁଣି ସେହି କମ୍ପ୍ରମାଇଜ୍ ଅଭିଯୋଗକୁ ନେଇ କମ୍ପନ।
ଓଲିଉଡରେ ପୁଣି କାଷ୍ଟିଂ କାଉଚ୍ ଝଡ଼ । ଅଭିନୟର ସୁଯୋଗ ଆଳରେ ପୁଣି ସେହି କମ୍ପ୍ରମାଇଜ୍ ଅଭିଯୋଗକୁ ନେଇ କମ୍ପନ।
ପ୍ରଦୀପ ପ୍ରଜ୍ଜ୍ୱଳନ ପାଇଁ ମଞ୍ଚକୁ ଗଲେ। ହଟାଲ ଟଳିପଡିଲେ ଭାରତନାଟ୍ୟମ ଗୁରୁ ଶ୍ରୀ ଗଣେଶନ। ହେଇଗଲା ମୃତ୍ୟୁ। ଡାକ୍ତର ହୃଦଘାତ ଏହାର କାରଣ ବୋଲି କହୁଥିଲେ ବି ପୋଷ୍ଟମର୍ଟମ ପରେ ଜଣାପଡିବ ସତ।
ବର୍ତ୍ତମାନ ରାମାନନ୍ଦ ସାଗରଙ୍କ ‘ଶ୍ରୀକୃଷ୍ଣ’ଙ୍କୁ ୫୮ ବର୍ଷ ହେଲାଣି। ଏହା ଭିତରେ ତାଙ୍କ ଲୁକ୍ରେ ମଧ୍ୟ ଅନେକ ପରିବର୍ତ୍ତନ ଆସିଛି। ଆଜି ବି ଫିଟ୍ନେସ୍ ପ୍ରତି ତାଙ୍କର ଆଗ୍ରହ ପୂର୍ବପରି ରହିଛି। ତାଙ୍କ ଜିମ୍ ୱାର୍କଆଉଟ୍ର ଫଟୋ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହେବେ।
କାଷ୍ଟିଂ କାଉଚ୍ ଅଭିଯୋଗକୁ ନେଇ ଓଲିଉଡରେ ପୁଣି କମ୍ପନ। ଅଭିନୟକୁ ଆସୁଥିବା ନୂଆ ଝିଅଙ୍କୁ କଂପ୍ରମାଇଜ୍ ପାଇଁ ସିନେ ପ୍ରଯୋଜକ ସଂଜୟ ନାୟକ ପ୍ରବର୍ତ୍ତାଉଥିଲେ ବୋଲି ଗଣମାଧ୍ୟମରେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ବୟାନ ପରେ ହଲଚଲ ଓଲିଉଡ୍ ।
ନିକଟରେ ଏକ ବିବୃତ୍ତିରେ ନାସିରୁଦ୍ଦିନ ଶାହାଙ୍କୁ ଟାର୍ଗେଟ୍ କରିଛନ୍ତି ମୁକେଶ ଖାନ୍ନା। ଆଜିକାଲି ମୁସଲମାନମାନଙ୍କୁ ଘୃଣା କରିବା ଏକ ଫ୍ୟାଶନ ହୋଇଯାଇଛି ବୋଲି ନାସିରୁଦ୍ଦିନଙ୍କ ମତକୁ ନେଇ ସେ ବର୍ଷିଛନ୍ତି। ପଢନ୍ତୁ ସେ କ’ଣ କହିଛନ୍ତି।
ଓଲିଉଡରେ ପୁଣି କାଷ୍ଟିଂ କାଉଚ୍ ଝଡ଼ । ଅଭିନୟର ସୁଯୋଗ ଆଳରେ ପୁଣି ସେହି କମ୍ପ୍ରମାଇଜ୍ ଅଭିଯୋଗକୁ ନେଇ କମ୍ପନ । ସଂଗୀନ ଅଭିଯୋଗ ଆଣି ଇଣ୍ଡଷ୍ଟ୍ରିରେ ଆଉ ଏକ ବିବାଦ ଛିଡ଼ା କରାଇଥିବା ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଉପରେ ବର୍ଷିଛନ୍ତି ସିନେ ପ୍ରଯୋଜକ ସଞ୍ଜୟ ନାୟକ ।
'୨-୩ଟା ଝିଅ ବଦନାମ କରିବାକୁ ପ୍ଲାନ କରିଛନ୍ତି । ଓଡ଼ିଶାରେ ଫିଲ୍ମ କଲେ ଲସ୍ ହେବ । ୧୦-୧୨ ଲକ୍ଷ ଟଙ୍କାରେ ପିକଚର କରୁଛନ୍ତି । ମୁଁ କଣ ୧୦-୧୨ ଲକ୍ଷ ଟଙ୍କାର ଫିଲ୍ମ ପ୍ରଡ୍ୟୁସର?'
ଇଣ୍ଡଷ୍ଟ୍ରୀରେ ଏତେ ପ୍ରଯୋଜକ ଅଛନ୍ତି, ଟୁଟୁ ନାୟକଙ୍କ ପଛରେ କାହିଁକି ହିରୋଇନମାନେ ପଡ଼ିଛନ୍ତି ? କିଛି ଗୋଟେ ଥିବ ବୋଲି ହେଉଛି..:ପୁପୁଲ ଭୂୟାଁ
ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଅଭିଯୋଗକୁ ପ୍ରଯୋଜକ ସଞ୍ଜୟ ନାୟକ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ‘ପ୍ରକୃତି ମିଶ୍ର ମିଛ କହୁଛନ୍ତି। ଏଥିପାଇଁ ପ୍ରକୃତିଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନେବି।’