Advertisment

ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକା ପାଦୁକୋଣଙ୍କ ନାଁ!

ମୁମ୍ବାଇ: ଡ୍ରଗସ୍ ଲିଙ୍କ୍ ମାମଲାରେ ଅଭିନେତ୍ରୀ ଦୀପିକା ପାଦୁକୋଣଙ୍କ ନାଁ। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଦୀପିକାଙ୍କୁ ଆଜି କିମ୍ବା ଆସନ୍ତକାଲି ହାଜର ହେବାକୁ ଡାକି ପାରେ। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରଣ ହେଉଛି। ଅଭିଯୋଗ ମୁତାବକ, ଦୀପିକା ଏକ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀରେ କାମ କରୁଥିବା କର୍ମଚାରୀ କରିଶ୍ମାଙ୍କ ସହ ସମ୍ପର୍କରେ ଥିଲେ। ତାଙ୍କୁ ଡ୍ରଗ୍ସ ମାଗିଥିବା ଚାଟ୍ ଏବେ ଏନସିବି ହାତରେ ଲାଗିଛି। ତେବେ ଏଥିରେ ସେ ଇସାରାରେ ଡ୍ରଗ୍ସ ମାଗୁଥିବା ସନ୍ଦେହ […]

ଅଦ୍ୟତନ ହୋଇଛି
ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକା ପାଦୁକୋଣଙ୍କ ନାଁ!

deepika1

Advertisment

ମୁମ୍ବାଇ: ଡ୍ରଗସ୍ ଲିଙ୍କ୍ ମାମଲାରେ ଅଭିନେତ୍ରୀ ଦୀପିକା ପାଦୁକୋଣଙ୍କ ନାଁ। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଦୀପିକାଙ୍କୁ ଆଜି କିମ୍ବା ଆସନ୍ତକାଲି ହାଜର ହେବାକୁ ଡାକି ପାରେ। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରଣ ହେଉଛି। ଅଭିଯୋଗ ମୁତାବକ, ଦୀପିକା ଏକ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀରେ କାମ କରୁଥିବା କର୍ମଚାରୀ କରିଶ୍ମାଙ୍କ ସହ ସମ୍ପର୍କରେ ଥିଲେ। ତାଙ୍କୁ ଡ୍ରଗ୍ସ ମାଗିଥିବା ଚାଟ୍ ଏବେ ଏନସିବି ହାତରେ ଲାଗିଛି।

Advertisment

ତେବେ ଏଥିରେ ସେ ଇସାରାରେ ଡ୍ରଗ୍ସ ମାଗୁଥିବା ସନ୍ଦେହ କରୁଛି ଏନସିବି। ତେଣୁ ଏଥିଲାଗି ଉଭୟ କରିଶ୍ମା ଏବଂ ଦୀପିକାଙ୍କୁ ଜେରା ହୋଇପାରେ। ବଲିଉଡରେ ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକାଙ୍କ ସମେତ ଶ୍ରଦ୍ଧା କପୁର, ସାରା ଅଲ୍ଲି ଖାନ୍, ରକୁଲ ପ୍ରୀତ ସିଂହ ଓ ଫେସନ୍ ଡିଜାଇନର୍ ସିମୋନ ଖମ୍ବାଟାଙ୍କ ନାଁ ବି ରହିଥିବା ଚର୍ଚ୍ଚା ହେଉଛି।

ତେବେ ଏହି ୪ ଜଣ ସୁଶାନ୍ତଙ୍କ ସହ ବିଭିନ୍ନ ସମୟରେ ଡ୍ରଗ୍ସ ପାର୍ଟିରେ ସାମିଲ ହୋଇଥିବା ଅଭିଯୋଗ ହୋଇଛି। ଅପରପକ୍ଷେ, ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ ମ୍ୟାନେଜର ଜୟା ଶାହ ଓ ମ୍ୟାନେଜର ଶ୍ରୁତି ମୋଦିଙ୍କୁ ପଚରାଉଚରା ପାଇଁ ପୁଣି ଥରେ ସମନ କରିଛି ଏନସିବି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ