Advertisment

Odia veteran singer Geeta Patnaik critical: ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ

ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ। ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ କଟକର ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅଛନ୍ତି।

Odia veteran singer Geeta Patnaik

Odia veteran singer Geeta Patnaik Photograph: (OTV)

Advertisment

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର ଅସୁସ୍ଥ । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଥିବା ସୂଚନା ମିଳିଛି । 

Advertisment

ଗତକାଲି ଭୁବନେଶ୍ବରରେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ସେ ଯୋଗଦେଇବାବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

Odia veteran singer Geeta Patnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ