Advertisment

Heartbreaking Demise: ହ୍ୟୁମାନ ସାଗରଙ୍କ ପରଲୋକ , 36 ବର୍ଷ ବୟସରେ ଆଖି ବୁଜିଲେ

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । 36 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର । ଏମ୍ସରେ ଚିକିତ୍ସାଧୀନ ଥିଲେ ହ୍ୟୁମାନ ସାଗର । ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ

author-image
Manas Ranjan Mohanty
HUMAN-SAGAR

HUMAN-SAGAR Photograph: (OTV)

ଆଉ ନାହାନ୍ତି ହ୍ୟୁମାନ ସାଗର । ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । 36 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର । ଏମ୍ସରେ ଚିକିତ୍ସାଧୀନ ଥିଲେ ହ୍ୟୁମାନ ସାଗର । ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ । ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାମ କରୁ ନଥିଲା । ଓଡ଼ିଆ ସିନେମା, ଆଲବମ୍ ଜଗତର ଜଣାଶୁଣା ଚେହେରା । 
ଯୁବ ପିଢ଼ିଙ୍କ ପସନ୍ଦର ଗାୟକ ଥିଲେ ହ୍ୟୁମାନ ସାଗର । 

Advertisment

Advertisment
Related Articles
Advertisment