HUMAN-SAGAR Photograph: (OTV)
Advertisment
ଆଉ ନାହାନ୍ତି ହ୍ୟୁମାନ ସାଗର । ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । 36 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର । ଏମ୍ସରେ ଚିକିତ୍ସାଧୀନ ଥିଲେ ହ୍ୟୁମାନ ସାଗର । ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ । ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାମ କରୁ ନଥିଲା । ଓଡ଼ିଆ ସିନେମା, ଆଲବମ୍ ଜଗତର ଜଣାଶୁଣା ଚେହେରା ।
ଯୁବ ପିଢ଼ିଙ୍କ ପସନ୍ଦର ଗାୟକ ଥିଲେ ହ୍ୟୁମାନ ସାଗର ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/11/17/human-sagar-2025-11-17-21-24-39.jpg)