/odishatv-khabar/media/post_attachments/uploadimage/library/16_9/16_9_0/ial_1626692917.jpg)
ial
ନୂଆଦିଲ୍ଲୀ: ବଲିଉଡ୍ରେ ପୁଣି ଚମକିଲେ ଓଡ଼ିଆ ଝିଅ ।ସଞ୍ଜୟ ଲୀଲା ଭଂସାଲୀଙ୍କ ଆଗାମୀ ଫିଲ୍ମ ମଲାଲ୍ ଆଇଟମ୍ ନମ୍ବର ଆଇଲାରେ ନଜର ଆସୁଛନ୍ତି।
Advertisment
ସମ୍ବଲପୁରର ସୁଶ୍ରୀ ଶ୍ରେୟା ମିଶ୍ର । ପୂର୍ବରୁ ମିସ୍ ଇଣ୍ଡିଆ କଣ୍ଟେଷ୍ଟ୍ରେ ଭାଗ ନେବା ସହ ମଡେଲିଂ ଜଗତରେ ବେଶ୍ ନାଁ କମାଇଥିବା ଶ୍ରେୟାଙ୍କର ଏହା ଦ୍ୱିତୀୟ ବଲିଉଡ୍ ମୁଭି ଓ ପ୍ରଥମ ଆଇଟମ୍ ସଙ୍ଗ୍ ।
ଆଜି ଏହି ଗୀତର ଭିଡିଓ ରିଲିଜ୍ ହୋଇଥିବାବେଳେ କେବଳ ୟୁଟ୍ୟୁ଼ବରେ ୬ ଘଣ୍ଟାରେ ୩ ଲକ୍ଷରୁ ଅଧିକ ଭିୟୁ ହେଲାଣି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)