Advertisment

ବଲିଉଡ୍‌ରେ ଚମକିଲେ ଓଡ଼ିଆ ଝିଅ

ନୂଆଦିଲ୍ଲୀ: ବଲିଉଡ୍‌ରେ ପୁଣି ଚମକିଲେ ଓଡ଼ିଆ ଝିଅ ।ସଞ୍ଜୟ ଲୀଲା ଭଂସାଲୀଙ୍କ ଆଗାମୀ ଫିଲ୍ମ ମଲାଲ୍‌ ଆଇଟମ୍ ନମ୍ବର ଆଇଲାରେ ନଜର ଆସୁଛନ୍ତି। ସମ୍ବଲପୁରର ସୁଶ୍ରୀ ଶ୍ରେୟା ମିଶ୍ର । ପୂର୍ବରୁ ମିସ୍ ଇଣ୍ଡିଆ କଣ୍ଟେଷ୍ଟ୍ରେ ଭାଗ ନେବା ସହ ମଡେଲିଂ ଜଗତରେ ବେଶ୍ ନାଁ କମାଇଥିବା ଶ୍ରେୟାଙ୍କର ଏହା ଦ୍ୱିତୀୟ ବଲିଉଡ୍ ମୁଭି ଓ ପ୍ରଥମ ଆଇଟମ୍ ସଙ୍ଗ୍ । ଆଜି ଏହି ଗୀତର ଭିଡିଓ ରିଲିଜ୍ ହୋଇଥିବାବେଳେ କେବଳ ୟୁଟ୍ୟୁ଼ବରେ ୬ ଘଣ୍ଟାରେ ୩ […]

ବଲିଉଡ୍‌ରେ ଚମକିଲେ ଓଡ଼ିଆ ଝିଅ

ial

Advertisment

ନୂଆଦିଲ୍ଲୀ: ବଲିଉଡ୍‌ରେ ପୁଣି ଚମକିଲେ ଓଡ଼ିଆ ଝିଅ ।ସଞ୍ଜୟ ଲୀଲା ଭଂସାଲୀଙ୍କ ଆଗାମୀ ଫିଲ୍ମ ମଲାଲ୍‌ ଆଇଟମ୍ ନମ୍ବର ଆଇଲାରେ ନଜର ଆସୁଛନ୍ତି।

Advertisment

ସମ୍ବଲପୁରର ସୁଶ୍ରୀ ଶ୍ରେୟା ମିଶ୍ର । ପୂର୍ବରୁ ମିସ୍ ଇଣ୍ଡିଆ କଣ୍ଟେଷ୍ଟ୍ରେ ଭାଗ ନେବା ସହ ମଡେଲିଂ ଜଗତରେ ବେଶ୍ ନାଁ କମାଇଥିବା ଶ୍ରେୟାଙ୍କର ଏହା ଦ୍ୱିତୀୟ ବଲିଉଡ୍ ମୁଭି ଓ ପ୍ରଥମ ଆଇଟମ୍ ସଙ୍ଗ୍ ।

ଆଜି ଏହି ଗୀତର ଭିଡିଓ ରିଲିଜ୍ ହୋଇଥିବାବେଳେ କେବଳ ୟୁଟ୍ୟୁ଼ବରେ ୬ ଘଣ୍ଟାରେ ୩ ଲକ୍ଷରୁ ଅଧିକ ଭିୟୁ ହେଲାଣି ।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ