ଉତ୍ତମ ଚିକିତ୍ସା ପାଇଁ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଦିଲ୍ଲୀ ନିଆଯିବ ବୋଲି ଜଣାପଡ଼ିଛି । ଏବେ ଆପଣମାନଙ୍କଠାରୁ ସାହାଯ୍ୟ ଅପେକ୍ଷାରେ ରହିଛନ୍ତି ପିଣ୍ଟୁ ନନ୍ଦ...
ଜଗନ୍ନାଥଙ୍କୁ ଘରେ ରଖି ପୂଜା କରୁଥିବାର ଦେଖାଇଲେ ଦୃଶ୍ୟ । ଧର୍ମାନ୍ତରୀକରଣ ଅଭିଯୋଗକୁ ଖଣ୍ଡନ କଲେ ହ୍ୟୁମାନଙ୍କ ମାଆ ।
ଅଭିନେତା ବାବୁସାନଙ୍କ ପତ୍ନୀ ତୃପ୍ତି ଏବଂ ଶ୍ୱଶୁର ଲଳିତ ଶତପଥୀଙ୍କ ବିରୋଧରେ ଭୁବନେଶ୍ୱର କୋର୍ଟରେ ଦାୟର କରିଛନ୍ତି ୫ କୋଟିର ମାନହାନି ମୋକଦ୍ଦମା ।
ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଜଣାଇଲେ । ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ ଏତଲା କରିଥିଲେ ।
ନିଜର ଭୁଲ ସ୍ୱୀକାର କରିବା ସହ ପୁରା ଓନିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କଲେ ଅଭିନେତା ବାବୁସାନ୍ । ଏକ ଭିଡିଓ ବାର୍ତ୍ତା ଜାରି କରି ବାବୁଶାନ୍ ଏଭଳି କହିଛନ୍ତି ।
୧୫ ଦିନ ଯାଏଁ ବର୍ଷାଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଚନ୍ତି ହାଇକୋର୍ଟ ।
ପପୁ ଓ ଗିଟୁଙ୍କୁ ଦୋଷମୁକ୍ତ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ତଦନ୍ତ ପ୍ରକ୍ରିୟାକୁ ନେଇ ଉଠିଲା ପ୍ରଶ୍ନ ।
କେବେ ଏକାଠି ହେବେ ବାବୁସାନ ଓ ତୃପ୍ତି ? ଘର ସାମ୍ନାରୁ ହଟିଯିବାକୁ ମିଡ଼ଇାକୁ ଅପରାଜିତାଙ୍କ ଅପିଲ । ଇନଷ୍ଟାଗ୍ରାମରେ ପ୍ରକୃତିଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା ।
କୌଣସି ବିବାଦ ଭିତରେ ସେ ରହିବାକୁ ଚାହାଁନ୍ତି ନାହିଁ ମନ୍ମଥ । ଯଦି କିଛି ସମସ୍ୟା ଅଛି, ତୁରନ୍ତ ତାହାର ସମାଧାନ ହେଇଯାଉ ବୋଲି ମନ୍ମଥ କହିଛନ୍ତି ।
ଦୀର୍ଘ ସମୟ ଧରି ସାମ୍ବାଦିକ ମାନେ ତାଙ୍କ ଘର ସାମ୍ନରେ ରହିଥିବାରୁ, ଅଯଥା କଷ୍ଟ ନକରି ଘରକୁ ଫେରିଯିବାକୁ ସେ ଅନୁରୋଧ କରିଥିଲେ । ନିଜ ନିଜ ଘରକୁ ଫେରିଯାଇ ବିଶ୍ରାମ ନେବାକୁ ସାମ୍ବାଦିକଙ୍କୁ ଅନୁରୋଧ କଲେ ।
ଝିଅ, ଜ୍ୱାଇଁ, ପତ୍ନୀ ଓ ପୁତୁରାଙ୍କୁ ପଚରାଉଚରା କରାଯାଇଛି
କମିଶନରେଟ୍ ପୋଲିସର ଏକ ୪ ଜଣିଆ ଟିମ୍ ଗତକାଲି ରାଇମୋହନଙ୍କ ଘରେ ପହଞ୍ଚି ତାଙ୍କ ପତ୍ନୀ, ଦୁଇ ଝିଅ, ଜ୍ୱାଇଁ ଓ ପୁତୁରାଙ୍କୁ ପଚରାଉଚରା କରିଛନ୍ତି ।
ରାଇମୋହନଙ୍କ ମୃତ୍ୟୁ ପାଇଁ ଦାୟୀ କିଏ? ସନ୍ଦେହ ଭିତରେ ଖଳନାୟକଙ୍କ ମୃତ୍ୟୁ ଘଟଣା . ..
ଖବର ପାଇବା ମାତ୍ରେ ତାଙ୍କ ପାଖ ପଡ଼ୋଶୀଙ୍କଠାରୁ ଆରମ୍ଭ କରି ଓଡ଼ିଆ ସିନେ ଜଗତର ଅନେକ କଳାକାର ତାଙ୍କ ଶେଷ ଦର୍ଶନ ପାଇଁ ବାସଭବନ ଆଗରେ ରୁଣ୍ଡ ହୋଇଥିଲେ । ଆଉ ସମସ୍ତଙ୍କ ମୁହଁରେ ଥିଲା ସେଇ ଗୋଟିଏ ପ୍ରଶ୍ନ ।
ରାଇମୋହନଙ୍କ ପରଲୋକ ଖବର ପାଇବା ପରେ ଲୁବୁନ୍ ତାଙ୍କ ବାସଭବନରେ ପହଞ୍ଚିଥିଲେ । ସେଠାରେ ଓଟିଭି ଆଗରେ ନିଜର ଦଃଖ ପ୍ରକାଶ କରିବା ସହ ଗତକାଲି ରାଇମୋହନଙ୍କୁ ଭେଟିଥିବା ସେ କହିଥିଲେ ।
ସେ ସବୁବେଳେ କହେ ମୋର ଆହୁରି କିଛି କରିବାର ଅଛି, ଆହୁରି କିଛି ଶିଖିବାର ଅଛି । ଅଭିନୟ ଦିଗରେ ଆଶା ବହୁତ ଥିଲା ।
ସମସ୍ତଙ୍କ ମନରେ ସେଇ ଗୋଟିଏ କଥା, ରାଇମୋହନ ଆତ୍ମହତ୍ୟା କରିଛନ୍ତି ବୋଲି ବିଶ୍ୱାସ ହେଉନି । ସବୁବେଳେ ବିନ୍ଦାସ ରହୁଥିବା ଲୋକଟି କେମିତି ବା ଆତ୍ମହତ୍ୟା କରିପାରିବ ?
ସେ ସେମିତିଆ ପିଲା ନୁହେଁ । କେତେ ଦୁଃଖ ଆଉ ସଂଘର୍ଷରୁ ବାହାରି ଆସିଛି ।
ସେ ଚାଲିଗଲେ ସତ ହେଲେ ଦର୍ଶକଙ୍କୁ ସବୁଦିନ ପାଇଁ ମନେ ପଡ଼ିବ ତାଙ୍କର ଦମଦାର ଡାଇଲଗ୍
ରାଇମୋହନ ଜଣେ ଲୋକପ୍ରିୟ ଅଭିନେତା ଥିଲେ । ଦର୍ଶକଙ୍କ ମନରେ ତାଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ରହିଥିଲା ।
୨୦୦୮ରେ ଆରମ୍ଭ ହୋଇଥିବା ଏହି ଚ୍ୟାନେଲ ଅନେକ ମନୋରଂଜନ ଭିତ୍ତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ ଭେଟିଦେଇଛି ।
ବିରାଜଙ୍କ ପରଲୋକ ନେଇ ସାନ ପୁଅ ଅର୍ଣ୍ଣବ ଦାସଙ୍କ ସୂଚନା । ଅନେକ ଟିଭି ସିରିୟଲ ଓ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରିଥିଲେ ବିରାଜ ।
ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ ପ୍ରାୟ ୧୦ରୁ ଅଧିକ କଲରାପତରିଆ ବାଘ ଥିବା ଅନୁମାନ କରାଯାଉଛି ।
ଶ୍ରୀଜଗନ୍ନାଥଙ୍କର ପରମ ଭକ୍ତ ଥିଲେ ସିଡିଏସ୍ ବିପିନ ରାଓ୍ୱତ । ୨୦୧୭ ନଭେମ୍ବର ୨୫ ତାରିଖରେ ପୁରୀ ଆସି ଶ୍ରୀଜଗନ୍ନାଥଙ୍କ ଆର୍ଶୀବାଦ ନେଇଥିଲେ । ସାଥିରେ ଥିଲେ ତାଙ୍କର ଧର୍ମପତ୍ନୀ ।
କେବଳ ଏତିକି ନୁହେଁ ବରଂ କୌଣସି ବଡ଼ ଗଣମାଧ୍ୟମ ସଂସ୍ଥା ଏମିତି ଖବର ପରିବେଷଣ କରୁନାହାନ୍ତି, ତେଣୁ ଦୟାକରି ଏପରି ମିଛ ଖବର ପ୍ରଚାର କରନ୍ତୁ ନାହିଁ ବୋଲି ଅସୀମା କହିଛନ୍ତି। ବର୍ତ୍ତମାନ ମୋ ପରିବାରର ଖରାପ ସମୟ ପଡ଼ିଛି