Anubhav Mohanty Photograph: (OTV)
Advertisment
ଅଭିନେତା ଅନୁଭବ ମହାନ୍ତିଙ୍କ ବଢ଼ିଲା ଅଡୁଆ। ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି। ଏଥି ସହିତ ଅନୁଭବଙ୍କ ବିରୋଧରେ ମାମଲା ଚାଲିବ ବୋଲି କହିଛନ୍ତି ହାଇକୋର୍ଟ। ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ପତ୍ନୀ ବର୍ଷା ।
Advertisment
ଅନୁଭବଙ୍କ ଘରେ ଥିବା ବେଳେ ସେ ମାନସିକ ନିର୍ଯାତନା ପାଉଥିବା ଅଭିଯୋଗ କରିଥିଲେ । ଏନେଇ ନିମ୍ନ ଅଦାଲତରେ ଚାଲିଥିଲା ମାମଲା। ମାମଲା ଖାରଜ ପାଇଁ ଆବେଦନ କରିଥିଲେ ଅନୁଭବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/30/anubhav-mohanty-2026-01-30-13-47-02.jpg)