• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Exclusive Updates

ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କ ବିଦାୟୀ ଭାଷଣ
ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କ ବିଦାୟୀ ଭାଷଣ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ରଙ୍କ କାର୍ଯ୍ୟକାଳ ଅାସନ୍ତା କାଲି ଶେଷ ହେଉଛି। ତା ପୂର୍ବରୁ ଅାଜି ସେ ତାଙ୍କର ବିଦାୟକାଳୀନ ଅଭିଭାଷଣ ରଖିଛନ୍ତି। ସୁପ୍ରିମକୋର୍ଟ ବାର ଅାସୋସିଏସନ ଦ୍ୱାରା ଅାୟୋଜିତ ଏହି ସଭାରେ ନ୍ୟାୟିକ ସ୍ୱାଧୀନତାର ମହତ୍ତ୍ୱ ରହିଛି ଏବଂ ଏହା ସର୍ବଦା ରହିବା ଉଚିତ ବୋଲି ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ର କହିଛନ୍ତି। ସେ କେବେ କୌଣସି ବ୍ୟକ୍ତିର ଇତିହାସ ଦେଖି ବିଚାର କରନ୍ତି ନାହିଁ। ଲୋକର ଅପରାଧ […]

  • Saturday, 03 July 2021
ଧରା ପଡ଼ିଲା ୪ ରାଜ୍ୟର ମୋଷ୍ଟୱାଣ୍ଟେଡ୍
ଧରା ପଡ଼ିଲା ୪ ରାଜ୍ୟର ମୋଷ୍ଟୱାଣ୍ଟେଡ୍

ପାଟନା: ବିହାରରେ ଧରା ପଡ଼ିଲା ୪ ରାଜ୍ୟର ମୋଷ୍ଟୱାଣ୍ଟେଡ୍ ଅପରାଧୀ ମାଧବ ରବି ଦାସ। ବିହାର, ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମୋଷ୍ଟ ୱାଣ୍ଟେଡ୍‌ ଥିଲା ମାଧବ। ବିହାର ଏବଂ ଓଡ଼ିଶା ପୁଲିସ୍‌ ମିଳିତ ଉଦ୍ୟମ କରି କୁଖ୍ୟାତ ଅପରାଧୀ ମାଧବକୁ  ଗିରଫ କରିଥିବା ଜଣାପଡ଼ିଛି। ଗିରଫ୍‌ ପରେ ମାଧବକୁ ୧୫ ଦିନିଆ ରିମାଣ୍ଡରେ ଆଣିବାକୁ ଓଡ଼ିଶା ପୁଲିସ୍‌ ଆବେଦନ କରିଛି। ସୂଚନାନୁସାରେ ମାଧବ ପୂର୍ବରୁ ମାଓବାଦୀ ଥିଲା। ପରେ ଡକାୟତ ପାଲଟିଥିଲା।

  • Saturday, 03 July 2021
ଢେଙ୍କାନାଳରେ ‘ହେଇଯାଉ’ କାର୍ଯ୍ୟକ୍ରମ
ଢେଙ୍କାନାଳରେ ‘ହେଇଯାଉ’ କାର୍ଯ୍ୟକ୍ରମ

ଢେଙ୍କାନାଳ  : ଢେଙ୍କାନାଳ ସହରରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ‘ହେଇଯାଉ’ କାର୍ଯ୍ୟକ୍ରମ। ଗଣେଶ ବଜାର ସ୍ଥିତ ପରଶୁ ଚା’ ଦୋକାନରେ ଏହି ଚା’ ଖଟି କାର୍ଯ୍ୟକ୍ରମ ଅାୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଶହ ଶହ ସଂଖ୍ୟାରେ ସ୍ଥାନୀୟ ଲୋକ ସାମିଲ ହୋଇଥିଲେ। ଏହା ପୂର୍ବରୁ ବୈଜୟନ୍ତଙ୍କୁ ଏକ ବାଇକ୍‌ ରାଲି ମାଧ୍ୟମରେ ସ୍ୱାଗତ କରାଯାଇଥିଲା । ବିଜୁ ଭବନ ଠାରୁ ଗଣେଶ ବଜାର ପର୍ଯ୍ୟନ୍ତ ପ୍ରାୟ ୫ କିଲୋମିଟର ରାଲି କରାଯାଇଥିଲା । ଏଥିରେ ଢେଙ୍କାନାଳର ପୂର୍ବତନ […]

  • Saturday, 03 July 2021
ଅଲିମ୍ପିଅାନ୍ ଲିଲିମା ମିଞ୍ଜ ପାଇବେ ଏକଲବ୍ୟ ପୁରସ୍କାର
ଅଲିମ୍ପିଅାନ୍ ଲିଲିମା ମିଞ୍ଜ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର : ଚଳିତ ବର୍ଷ ମହିଳା ହକି ଖେଳାଳି ଲିଲିମା ମିଞ୍ଜଙ୍କୁ ମିଳିିବ ସମ୍ମାନଜନକ ଏକଲବ୍ୟ କ୍ରୀଡା ପୁରସ୍କାର।  ସମାଜର ବିଭିନ୍ନ କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିବା ବିଚାରକଙ୍କୁ ନେଇ ଗଠିତ ଏକଲବ୍ୟ କମିଟି ଦ୍ୱାରା ତାଙ୍କୁ ଏହି ପୁରସ୍କାର ପାଇଁ ଚୟନ କରାଯାଇଛି। ଏକଲବ୍ୟ ସମାରୋହରେ ପାଞ୍ଚଲକ୍ଷ ଟଙ୍କାର ପୁରସ୍କାର ରାଶି ସହ ମାନପତ୍ର ପ୍ରଦାନ କରାଯିବ। ଅନ୍ତର୍ଜାତୀୟ ମହିଳା ହକି ଖେଳାଳି ଲିଲିମା ମିଞ୍ଜ ପ୍ରଥମ ଥର ୨୦୧୧ରେ ଜାତୀୟ ଦଳରେ ପ୍ରତିନିଧିତ୍ୱ କରିଥିଲେ। ସେ […]

  • Saturday, 03 July 2021