• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Exclusive Updates

raja
ଗୁଜବ ଗଜପତି

  • Friday, 23 July 2021
Rasagola Dibasa
ଆଜି ରସଗୋଲା ଦିବସ

ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ୱତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ।

ACF DEATH
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା,ଡାଏରୀରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏବେ ସୌମ୍ୟଙ୍କ ଏକ ହାତଲେଖା ଡାଏରୀ ସାମ୍ନାକୁ ଆସିଛି।

weather
ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି,୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ACF death
ACF ମୃତ୍ୟୁ ମାମଲା,ଆମ୍ବୁଲାନ୍ସ ଡ୍ରାଇଭର ଦେଲେ ବଡ ବୟାନ

ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ଘନଉଛି। ତଦନ୍ତ ଯେତିକି ଆଗଉଛି, ଘଟଣାର ସେତିକି ନୂଆ ନୂଆ ଦିଗ ସାମ୍ନାକୁ ଆସିଛି। ସୌମ୍ୟରଞ୍ଜନଙ୍କୁ କଟକ ନେଇ ଯାଉଥିବା ଆମ୍ବୁଲାନ୍ସ ଫରେଷ୍ଟ ଛକରେ କାହିଁକି ଓ କାହା ନିର୍ଦ୍ଦେଶରେ ଅଟକିଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଗତକାଲି ରାତିରେ ଏହାର ଖୁଲାସା କରିଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର ଦୟାନିଧି ସାଗର।