• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Exclusive Updates

Odia IFS Officer
ଓଡ଼ିଆ ପୁଅ ହେଲେ ତାଂଜାନିଆ ହାଇକମିଶନର

ଦକ୍ଷିଣ ଆଫ୍ରିକାର ତାଂଜାନିଆର ହାଇକମିଶନର ଭାବେ ନିଯୁକ୍ତ ହେଲେ ଓଡ଼ିଆ ଆଇ.ଏଫ୍.ଏସ୍. ଅଫିସର ବିନୟ ଶ୍ରୀକାନ୍ତ ପ୍ରଧାନ । ତାଙ୍କୁ ଭାରତ ସରକାର ଏହି ପଦବୀରେ ନିଯୁକ୍ତ କରିଛନ୍ତି। ଏନେଇ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି ହୋଇଛି । 

corona
ପୁଣି ଆଖି ବୁଜିଲେ ୬୯ କରୋନା ରୋଗୀ,ଖୋର୍ଦ୍ଧାରେ ସର୍ବାଧିକ ସଂକ୍ରମିତ

ରାଜ୍ୟରେ ପୁଣି ୬୯ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧କୁ ବୃଦ୍ଧି ପାଇଛି। ତାଲିକାରେ ଆଜି ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି।